ଚିନ୍ତା ବଢ଼ାଇଲେଣି ପ୍ରବାସୀ: ଗଞ୍ଜାମରେ ୨ ସୁରଟ ଫେରନ୍ତାଙ୍କୁ କରୋନା
ବ୍ରହ୍ମପୁର ଅଫିସ, ୩।୫- ଗଞ୍ଜାମରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାକୁ ମିଶାଇ ରାଜ୍ୟରେ ଏବେ ମୋଟ ୧୬ ଜିଲା ସଂକ୍ରମିତ ତାଲିକାରେ ସାମିଲ ହୋଇଛନ୍ତି। ଜିଲାରେ ଚିହ୍ନଟ ୨ କରୋନା ସଂକ୍ରମିତ ୩ ଦିନ ତଳେ...
ଗଞ୍ଜାମ ଛୁଇଁଲା କରୋନା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦
ଭୁବନେଶ୍ୱର,୩।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଁଚିଛି। ଆକ୍ରାନ୍ତ ୩ ଜଣ ଙ୍କ ମଧ୍ୟରୁ ଦୁଇ ଜଣ ଗଞ୍ଜାମ ଜିଲାର ଏବଂ ଜଣେ ଝାରସୁଗୁଡା...
ପୁରୁଷୋତ୍ତମପୁରରେ ପହଞ୍ଚତ୍ଲେ ୬୨ ସୁରଟ ଫେରନ୍ତା
ପୁରୁଷୋତ୍ତମପୁର, ୨l୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର ଜଣେ ମହିଳାଙ୍କ ସମେତ ୬୨ ଜଣ ଶନିବାର ରାତି ପ୍ରାୟ ୧୧ଟାରେ ସୁରଟରୁ ବସ୍ ଯୋଗେ ଆସି ପହଞ୍ଚତ୍ଛନ୍ତି। ସେମାନଙ୍କୁ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ନିବାସ କ୍ବାରାଣ୍ଟାଇନ...
ସୁରଟ ଫେରନ୍ତାଙ୍କୁ ବାଟରେ ଓହ୍ଲାଇ ଦେଲା ବସ୍
ଭଞ୍ଜନଗର,୨ା୫(ଡି.ଏନ୍.ଏ.)- ସୁରଟରୁ ଆସୁଥିବା ଏକ ବସ୍ ଶନିବାର ରାତିରେ ଆସିକା ଅଭିମୁଖେ ଯାଉଥିଲା। ଭଞ୍ଜନଗର ବଡକୋଦଣ୍ଡା ଛକ ନିକଟରେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ଓହ୍ଲାଇ ଦେଇ ଚାଲିଯାଇଛି। ସମ୍ପୃକ୍ତ ଅଞ୍ଚଳବାସୀ ଘଟଣା ସମ୍ପର୍କରେ ଜାଣିବା ପରେ ଆତଙ୍କିତ ହୋଇ...
କଳିଙ୍ଗା ଘାଟିରେ ବସ୍ ଦୁର୍ଘଟଣାଗ୍ରସ୍ତ, ୨ ମୃତ: ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଫେରୁଥିଲା
ଭଞ୍ଜନଗର,୨ା୫(ଡି.ଏନ୍.ଏ.)- ପ୍ରବାସୀ ଓଡ଼ିଆଙ୍କୁ ସୁରଟରୁ ନେଇ ଫେରୁଥିବା ଏକ ବସ ଶନିବାର ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁଗୁଡ଼ା ଅଞ୍ଚଳର ଚିତ୍ତରଞ୍ଜନ ସେଠୀ ଓ ସନ୍ତୋଷ ସେଠୀ।...
ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ, ଭାଣିଜୀ ମୃତ
ମୋହନା,୨ା୫(ଡି.ଏନ୍.ଏ.)- ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ ଓ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅଡବା ଥାନା ପାଣିଗଣ୍ଡା ପଞ୍ଚାୟତ ବୁଢାଢିଅ ଗ୍ରାମର ଏବନି ମଣ୍ଡଳ (୩୧) ଓ କର୍ଚ୍ଚବାଡି ପଞ୍ଚାୟତ ହିଡିକିମା...
୨ ଯୌତୁକ ନିର୍ଯାତନା ମାମଲା: ୩ ଗିରଫ
ଆସିକା,୨ା୫(ଡି.ଏନ୍.ଏ.)- ଆସିକା ଥାନା ଅନ୍ତର୍ଗତ ସାପୁଆପଲ୍ଲୀ ଓ ଗୁଡସର ଗ୍ରାମରେ ଘଟିଥିବା ପୃଥକ ୨ ଯୌତୁକ ନିର୍ଯାତନା ମାମଲାରେ ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ...
ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ: ଜଗନ୍ନାଥପୁର ଷ୍ଟେଶନରେ ଗଞ୍ଜାମ ଜିଲାପାଳ, ଏସ୍ପିଙ୍କ ଅନୁଧ୍ୟାନ
ଛତ୍ରପୁର,୨ା୫(ଡି.ଏନ୍.ଏ.): କେରଳ, ସୁରଟ ଓ ବାଙ୍ଗାଲୁରରୁ ୩ଟି ସ୍ବତନ୍ତ୍ର ଟ୍ରେନରେ ପ୍ରବାସୀ ଓଡ଼ିଆମାନେ ଫେରୁଛନ୍ତି। କେରଳରୁ ବାହାରିଥିବା ଏର୍ନାକୁଲମ ଜଙ୍କଶନ- ଭୁବନେଶ୍ୱର ଶ୍ରମିକ ସ୍ପେସିଆଲ ଟ୍ରେନ ରବିବାର ସକାଳ ୫ଟାରୁ ୬ ଟା ମଧ୍ୟରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନ...
ସୁରଟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ବସ୍ରେ ମୃତ୍ୟୁ
ସୋରଡା,୨ା୫(ଡି.ଏନ୍.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଜିଲା ସୋରଡା ବ୍ଲକ ଅଭିମୁଖେ ଆସୁଥିବା ଏକ ବସ୍ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋରଡା ବ୍ଲକ ସୁରମଣି ପଞ୍ଚାୟତ ନାରାୟଣପୁର ଗ୍ରାମର ପ୍ରକାଶ ଗୌଡ। ରାୟପୁର ନିକଟରେ...
ଏମ୍କେସିଜିରେ ପୁଣି ୪ ସନ୍ଦିଗ୍ଧ ଭର୍ତ୍ତି
ବ୍ରହ୍ମପୁର ଅଫିସ ,୨।୫- ସମଗ୍ର ବିଶ୍ୱ ଏବେ କରୋନା କବଳରେ। ଏହି ଘାତକ ମହାମାରୀ କବଳରୁ ରକ୍ଷା ପାଇବା ଲାଗି ସମ୍ପ୍ରତି ଲକ୍ଡାଉନ୍ ଜାରି ରହିଛି। ରାଜ୍ୟର ୩ଟି ଜିଲା ବିଶେଷ ଭାବେ କରୋନା ପ୍ରଭାବିତ ହୋଇଥିବା ବେଳେ ଗଞ୍ଜାମ...
ଗ୍ରୀନ୍ ଜୋନ୍ରେ ଗଞ୍ଜାମ, ଏଣୁ ସରକାରଙ୍କ ଗାଇଡ୍ଲାଇନ୍ ପାଳନ ହେବ: ଜିଲାପାଳ
ଛତ୍ରପୁର, ୨।୫(ଡି.ଏନ୍.ଏ.)- କରୋନା ମୁକାବିଲାକୁ ନେଇ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ୍ ଅବଧିକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି । ତେବେ ଏହି ସମୟରେ ଗ୍ରୀନ, ଅରେଞ୍ଜ, ରେଡ ଜୋନ୍ ପାଇଁ ଗାଇଡଲାଇନ୍ ଅଲଗା ରହିଛି। ଗ୍ରୀନ ଜୋନ୍...
ବେଆଇନ ଭାବେ ଗଞ୍ଜାମରେ ପ୍ରବେଶ କରୁଛନ୍ତି ଲୋକେ: ଏନ୍ଏଚ୍-୧୬, ସୀମାନ୍ତରେ ଯାଞ୍ଚ କରୁଛି ଟିମ୍
ଛତ୍ରପୁର, ୨।୫(ଡି.ଏନ୍.ଏ.)- କରୋନା ଜାରି ରହିଥିବା ଲକ୍ଡାଉନ୍ ସତ୍ତ୍ୱେ ଲୋକେ ବିଭିନ୍ନ ଗାଡିରେ ବେଆଇନ ଭାବେ ଗଞ୍ଜାମ ଜ଼ିଲାକୁ ପ୍ରବେଶ କରିବାରେ ଲାଗିଛନ୍ତି। ଅପରପକ୍ଷରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ବିଭିନ୍ନ ସୀମା, ଜାତୀୟ ରାଜପଥ-୧୬ରେ ପରିବହନ,...
Archives


