ଗଞ୍ଜାମରେ କରୋନାରେ ମୃତ, ଆକ୍ରାନ୍ତଙ୍କ ପାଇଁ ୧୦୪ ଆମ୍ବୁଲାନ୍ସ: ୨୪ ଘଣ୍ଟିଆ ମନିଟରିଂ ସେଲ
ଛତ୍ରପୁର,୧୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର କରୋନା ଆକ୍ରାନ୍ତଙ୍କ ପାଇଁ ୧୦୪ ଟି ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସସ ବ୍ୟବସ୍ଥା କରାଯାଇଛି। ଜିଲାର ପ୍ରତିଟି ବ୍ଲକରେ ୪ଟି, ବ୍ରହ୍ମପୁର ମହାନଗର ନିଗମରେ ୪ ଏବଂ ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍ପିଟାଲ ଓ ମହାରାଜା କୃଷ୍ଣଚନ୍ଦ୍ର ଗଜପତି…
ବୁଦ୍ଧଖୋଲ ଶୈବପୀଠ ଖାଁ ଖାଁ: ଶୁଭିଲାନି କାଉଡ଼ିଆଙ୍କ ମନ୍ତ୍ର ଉଚ୍ଚାରଣ
ବୁଗୁଡା,୧୩।୭(ଡି.ଏନ୍.ଏ.): କରୋନା ମହାମାରୀରୁ ମୁକ୍ତି ନିମନ୍ତେ ଲାଗୁ ହୋଇଛି ଲକଡାଉନ ଓ ଶଟ୍ଡାଉନ୍। ଏ ନେଇ ଶ୍ରାବଣ ମାସ ସୋମବାରରେ ପ୍ରାୟ ସମସ୍ତ ଶୈବ ପୀଠ ଶୂନଶାନ ହୋଇଯାଇଛି। ଏଥିରୁ ବାଦ୍ ପଡିନାହିଁ ଗଞ୍ଜାମ ଜିଲା ବୁଗୁଡ଼ା ନିକଟରେ ଅବସ୍ଥିତ ଐତିହାସିକ…
ବ୍ରହ୍ମପୁର ସହରରେ କରୋନା ଭୟ: ଫାଷ୍ଟ ଗେଟ ସିଲ୍
ବ୍ରହ୍ମପୁର ଅଫିସି,୧୩।୭: ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରହ୍ମପୁର ସହର ଜିଲାର ଏକ ମାତ୍ର ପ୍ରମୁଖ ସହର ତଥା ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହି ସହରର ସ୍ଥିତି ଏବେ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ଲକ୍ଡାଉନ୍ କୋହଳ…
କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍
ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛି ଜିଲା ପ୍ରଶାସନ। ଏହାକୁ ଦୃଷ୍ଟିରେ ରଖି ସୋମବାର ବ୍ରହ୍ମପୁର ସହରର ଚାରି…
ଘରେଥିଲେ ଅଷ୍ଟମ ବାଟାଲିୟନ ସିପାହୀ: କାର୍ଯ୍ୟରେ ଯୋଗ ଦେବା ବେଳକୁ ଜଣାପଡ଼ିଲା କରୋନା ଆକ୍ରାନ୍ତ
ଗଞ୍ଜାମ,୧୩।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଅଗସ୍ତି ନୂଆ ଗାଁ ସ୍ଥିତ ଅଷ୍ଟମ ବାଟାଲିୟନର ଜଣେ ସିପାହୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେ ଛୁଟିରେ ଘରେ ରହିଥିଲେ । କାର୍ଯ୍ୟରେ ଯୋଗ ଦେବା ପାଇଁ ହେଲେ କୋଭିଡ-୧୯ ଟେଷ୍ଟ କରିବାକୁ ଅଷ୍ଟମ ବାଟାଲିୟନ…
କରଡ଼ାକନାରେ ୨ ଦୋକାନ ସିଲ: ୧୦ହଜାର ଜରିମାନା ଆଦାୟ
ଶେରଗଡ଼,୧୩।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲ ପ୍ରଶାସନ ପକ୍ଷରୁ ପ୍ରତିଦିନ ଅଞ୍ଚଳରେ ଯାଞ୍ଚ କରାଯାଉଛି। ଶେରଗଡ଼ରେ ଗୋଷ୍ଠୀ ସଂକ୍ରମଣ ଯେପରି ନ ହେବ ସେଥି ପ୍ରତି ତହସିଲ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ପ୍ରତିଦିନ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା, ଅତିରିକ୍ତ…
ଛତ୍ରପୁରରେ ବ୍ୟାଙ୍କ କର୍ମଚାରୀ କରୋନା ପଜିଟିଭ୍: ବ୍ୟାଙ୍କ, ୫ ଗାଁ ଶଟଡାଉନ
ଛତ୍ରପୁର,୧୩।୭(ଡି.ଏନ୍.ଏ.):ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ଏ ନେଇ ଗୋଟିଏ ବ୍ୟାଙ୍କ ଶାଖାକୁ ୫ ଦିନ ଓ ୫ ଟି ଗାଁକୁ ସ୍ଥାନୀୟ ସରପଞ୍ଚମାନେ ୭ ଦିନ ଶଟଡାଉନ ଘୋଷଣା କରିଛନ୍ତି। ମିଳିଥିବା ସୂଚନା…
ଗଞ୍ଜାମର ୮୧ ପ୍ରତିଶତ ଗାଁ ଗ୍ରୀନ୍ ଜୋନ୍ରେ: ବୁଝାଇଲେ ଜ଼ିଲାପାଳ
ଛତ୍ରପୁର, ୧୩।୭(ଡି.ଏନ୍.ଏ.): ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଦୈନିକ ୩ରୁ ୪ ଜଣଙ୍କର କରୋନାରେ ମୃତ୍ୟୁ ଘଟୁଛି। ଜିଲାରେ ପ୍ରତିଦିନ ୨ଶହରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚି଼ହ୍ନଟ ହେବାରେ ଲାଗିଛନ୍ତି। ଅପରପକ୍ଷରେ ସୋମବାର…
ନ୍ୟୁୟର୍କରେ ଥିବା ଓଡ଼ିଆ ଡାକ୍ତରଙ୍କ ବଦାନ୍ୟତା: ଗଞ୍ଜାମକୁ ଦେଲେ ୧୫ ଲକ୍ଷ ଟଙ୍କାର ଭ୍ୟାନ୍
ଛତ୍ରପୁର, ୧୩।୭(ଡି.ଏନ୍.ଏ.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ସବୁଠାରୁ ଅଧିକ ଚିନ୍ତାର କାରଣ ପାଲଟିଛି ଗଞ୍ଜାମ ଜିଲା। ଏଠାରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ସବୁଠାରୁ ଅଧିକ। ଏହି ମହାମାରୀ…
ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ଯୋଦ୍ଧା
ପାତ୍ରପୁର,୧୨ା୭(ଡି.ଏନ୍.ଏ.)- ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ସଂକ୍ରମିତ ଝିଅ। କୋଭିଡ୍ ହସ୍ପିଟାଲରୁ ଆସି କେବଳ ଶେଷ ଦର୍ଶନ କଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ଗ୍ରାମରେ। ଉକ୍ତ ଗ୍ରାମରେ କିଛିବର୍ଷ ହେଲା ପରିବାର…
ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍
ବୁଗୁଡ଼ା,୧୨ା୭(ଡି.ଏନ୍.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭଗବାନପୁର ସରପଞ୍ଚ ସସ୍ମିତା ପ୍ରଧାନ ରବିବାର ଠାରୁ…
ମଧୁମେହ ରୋଗୀଙ୍କ ସହ ଏହି ସବୁ ଲୋକଙ୍କୁ କରୋନା ହେବାର ରହିଛି ଅଧିକ ଆଶଙ୍କା: ଜାଣନ୍ତୁ କିପରି ହେବେ ଯତ୍ନବାନ
ବ୍ରହ୍ମପୁର ଅଫିସବ,୧୨।୭: କରୋନା ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। କରୋନା ମୁକାବିଲା ପାଇଁ ସରକାର ଲକ୍ଡାଉନ୍ ଓ ଶଟ୍ଡାଉନ୍ ଘୋଷଣା କରିଛନ୍ତି। କରୋନା ସଂକ୍ରମଣରୁ ଲୋକମାନଙ୍କୁ ରକ୍ଷା କରିବା ପାଇଁ ସରକାର ଯଥା ସମ୍ଭବ ପଦକ୍ଷେପ ନେଉଛନ୍ତି…
Archives


