ଗଞ୍ଜାମ

ଗଞ୍ଜେଇ ଭର୍ତ୍ତି ଟ୍ରକ୍‌ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୯ା୬: ବ୍ରହ୍ମପୁର ଗଞ୍ଜେଇ ଚାଲାଣର ହବ୍‌ ହୋଇଛିି। ଗଜପତି ଓ କନ୍ଧମାଳରୁ ଗଞ୍ଜେଇ ଆଣି ବ୍ରହ୍ମପୁର ଦେଇ ବାହାର ରାଜ୍ୟକୁ ଚାଲାଣ ହେଉଛି। ଗଞ୍ଜେଇ ଚାଲାଣ ରାକେଟକୁ ଟ୍ରାକ୍‌ କରୁଥିବା ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ପୁଣିଥରେ ବୁଧବାର ଏକ…

ଚିଲିକାରୁ ୧୨ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ଖଲ୍ଲିକୋଟ,୯ା୬(ଡି.ଏନ.ଏ.): ଖଲ୍ଲିକୋଟ ତହସିଲ ଅନ୍ତର୍ଗତ ଚିଲିକା ମଧ୍ୟରେ ଥିବା ବେଆଇନ ଚିଙ୍ଗୁଡ଼ି ଘେରିକୁ ପ୍ରଶାସନ ତରଫରୁ ଉଚ୍ଛେଦ କରାଯାଇଛି। ଭେଜିପୁଟ ଆର୍‌ଆଇ ସର୍କଲ ଅଧୀନରେ ଥିବା ଓଡ଼ିଆ ଆଲପୁର, କେଶପୁର ଆର୍‌ଆଇ ସର୍କଲରେ ଥିବା କଙ୍କେଇ ନିକଟ ଚିଲିକା କୂଳରେ ଥିବା…

ଯୌତୁକ ପାଇଁ ୨ ବଧୂଙ୍କୁ ହତ୍ୟା ଅଭିଯୋଗ

ଆସିକା/ଧରାକୋଟ,୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଓ ଧରାକୋଟ ଥାନା ଅଞ୍ଚଳରେ ଯୌତୁକ ଦାବି ନେଇ ୩ ଦିନ ମଧ୍ୟରେ ପୃଥକ ୨ ବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଆସିକା ଥାନା ଅଧୀନ ବାବନପୁର ଗ୍ରାମରେ ଗତ ମଙ୍ଗଳବାର ବଧୂ ଧରିତ୍ରୀ…

ଜାମୁନିରେ ଯୁବକଙ୍କୁ ବିଭତ୍ସ ଭାବେ ହାଣି ହତ୍ୟା , ସାଇଣ୍ଟିଫିକ ଟିମ୍ ସହ ପୋଲିସର ତଦନ୍ତ, ଖଣ୍ଡା-ଠେଙ୍ଗା-ଯୋତା ଜବତ

ପୁରୁଷୋତ୍ତମପୁର,୮/୬(ଡିଏନ୍ଏ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ପୁର ଥାନା ଅନ୍ତର୍ଗତ ଜାମୁନି ଗ୍ରାମରେ ମଙ୍ଗଳବାର ରାତ୍ରରେ ଦୁଇ ଜଣ ଯୁବକଙ୍କୁ ଆକ୍ରମଣ କରାଯାଇଛି। ଏଥିରେ ଯୋଗେଶ ବେହେରା (୨୪)ଙ୍କୁ ବିଭତ୍ସ ଭାବେ ହାଣି ଘଟଣା ସ୍ଥଳରେ ହତ୍ୟା କରାଯାଇଛି। ଅନ୍ୟ ଜଣେ ଯୁବକ…

ଅନ୍ୟ ଜାତିରେ ବିବାହ କରିବାରୁ ବାସନ୍ଦ : ନ୍ୟାୟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ପରିବାର

ଛତ୍ରପୁର,୬ା୬(ଡି.ଏନ୍‌.ଏ.): ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ ଜଣେ ଯୁବକ ଅନ୍ୟ ଜାତିରେ ବିବାହ କରିବାରୁ ତାଙ୍କ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି । ନ୍ୟାୟ ପାଇଁ ସମ୍ପୃକ୍ତ ପରିବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। କଳମ୍ବ ଗାଁର ଅରୁଣ…

ପୁରୁଷୋତ୍ତମପୁରର ୩ଜୋନରେ ଦାଖଲ ହୋଇନି ପ୍ରାର୍ଥିପତ୍ର

ପୁରୁଷୋତ୍ତମପୁର,୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୧୫ଜୋନ ବିଶିଷ୍ଟ ପୁରୁଷୋତ୍ତମପୁର ସମବାୟ ସମିତିରେ ହେବାକୁ ଥିବା ନିର୍ବାଚନ ଲାଗି ସୋମବାର ପ୍ରାର୍ଥିପତ୍ର ଦାଖଲ ହୋଇଛି। ସମିତିର ୩ଟି ଜୋନ ୬, ୧୪ ଓ ୧୫ରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରି ନ…

ରୋଗ ଭଲ ପାଇଁ ଖାଉଛନ୍ତି ବାଲି

ଗୋପାଳପୁର,୬ା୬(ଡି.ଏନ.ଏ.): ଔଷଧ ଖାଇଲେ ରୋଗ ଭଲ ହୁଏ। କିନ୍ତୁ ଜଣେ ବ୍ୟକ୍ତି ତାଙ୍କ ଗୋଡ଼ହାତ ବିନ୍ଧାରୁ ଉପଶମ ପାଇବା ପାଇଁ ବାଲି ଖାଉଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କୀର୍ତ୍ତିପୁର ଗ୍ରାମରେ। ବାଲି ଖାଇଲେ ବି ତାଙ୍କର…

ଫ୍ୟାନ୍‌ ସୁଇଚ୍‌ ଲଗାଇବା ବେଳେ ଚାଲିଗଲା ଛାତ୍ରଙ୍କ ଜୀବନ

ବ୍ରହ୍ମପୁର ଅଫିସ,୫ା୬: ଫ୍ୟାନ୍‌ ସୁଇଚ୍‌ ଲଗାଇବା ବେଳେ ଅଘଟଣ ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶ୍ଚନ୍ଦ୍ର ପ୍ରଧାନଙ୍କ ପୁଅ ସୂର୍ଯ୍ୟନାରାୟଣ(୧୫)। ବ୍ରହ୍ମପୁର ସଦର ଥାନା ପୋଲିସ ଏମ୍‌କେସିଜି ମେଡିକାଲରେ…

ଅଙ୍ଗନୱାଡ଼ି କର୍ମୀଙ୍କ ପରିବାରକୁ ମିଳିଲା ୫୦ ଲକ୍ଷ ସହାୟତା

ଦିଗପହଣ୍ଡି,୫ା୬(ଡି.ଏନ.ଏ.): କରୋନାରେ ପ୍ରାଣ ହରାଇଥିବା କୋଭିଡ ଯୋଦ୍ଧା ତଥା ଦିଗପହଣ୍ଡି ବ୍ଳକ ଅଧୀନ ଭୀଷ୍ମଗିରୀ ଗ୍ରାମର ଅଙ୍ଗନୱାଡ଼ି କର୍ମୀ ଏମ୍‌ .ମାଙ୍ଗାମ ପାତ୍ରଙ୍କ ପରିବାରକୁ ଗତ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମିଳିଥିବା…

ବେଧଡ଼କ ଚାଲିଛି ଚୋରା ମଦ ବ୍ୟବସାୟ

ଦିଗପହଣ୍ଡି,୫।୬(ଡି.ଏନ.ଏ.): ଦିଗପହଣ୍ଡି ଥାନା ଇଲାକାର ମଧ୍ୟସ୍ଥଳ ଡେଙ୍ଗାଓସ୍ତା – ସିଙ୍ଗପୁର ଛକ ଚୋରା ମଦ ବ୍ୟବସାୟୀଙ୍କ ଅମରାବତୀ ପାଲଟିଛି। ଚୋରା ବିଦେଶୀ ମଦ କାରବାରର ମୁଖ୍ୟ ବ୍ୟକ୍ତି ଜଣକ ଏହି ଅଞ୍ଚଳ ପାଇଁ ଦେଶୀ ମଦ ବିକ୍ରି ପାଇଁ ଲାଇସେନ୍ସ ହାସଲ…

ଆମ୍ବପୁଆରେ ସବୁ ବର୍ଗଙ୍କ ନିମନ୍ତେ ବାସଗୃହ

ବ୍ରହ୍ମପୁର ଅଫିସ,୫।୬: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଶନିବାର ବିଡିଏ ସମ୍ମିଳନୀ କକ୍ଷରେ ୪୪ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଡିଏ ଉପାଧ୍ୟକ୍ଷ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ଅଧ୍ୟକ୍ଷତା କରିଥିଲେ। ବୈଠକରେ ବ୍ରହ୍ମପୁର, ଗୋପାଳପୁର ଓ ଛତ୍ରପୁରଠାରେ ହେବାକୁ ଥିବା…

ନୋ-ପାର୍କିଂରୁ ଗାଡ଼ି ଉଠାଇଲା ପୋଲିସ

ବ୍ରହ୍ମପୁର ଅଫିସ,୫।୬: ବ୍ରହ୍ମପୁର ସହରର ବିଭିନ୍ନ ଥାନା ଅଞ୍ଚଳର ନୋ-ପାର୍କିଂରେ ରଖାଯାଉଥିବା ଗାଡ଼ି ହଟାଇବା ଅଭିଯାନ ଟ୍ରାଫିକ୍‌ ପୋଲିସ ଆରମ୍ଭ କରିଛି। ଏଣୁ ଟ୍ରାଫିକ୍‌ ପୋଲିସ ନୋ-ପାର୍କିଂରେ ଥିବା ଗାଡ଼ି ଉଠାଇବା ସହ ଖିଲାପକାରୀ ମାନଙ୍କଠାରୁ ଜରିମାନା ଆଦାୟ କରିଛି। ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?