ଗଞ୍ଜାମ

ଗଞ୍ଜାମରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କ ଶନିବାର କରୋନାରେ ମୃତ୍ୟୁ ଘଟିଛି। ରବିବାର ଏ ସମ୍ପର୍କରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟ କରି ସୂଚନା ଦେଇଛନ୍ତି। କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।…

ଗଞ୍ଜାମ ଜିଲାପାଳଙ୍କ ପ୍ରଶ୍ନ: କରୋନା ଲକ୍ଷଣ ଲୁଚାଇ, ବିନା ଡାକ୍ତର ପରାମର୍ଶରେ ପାରାସିଟାମଲ ଖାଉଛନ୍ତି କି?

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜିଲାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। କରୋନା ଲକ୍ଷଣ ନ ଲୁଚାଇବାକୁ ବାରମ୍ବାର କୁହାଯାଇଥିଲେ ସୁଦ୍ଧା ଲୋକେ ପାରାସିଟାମଲ ଖାଉଛନ୍ତି। ଯେଉଁ…

ଗଞ୍ଜାମରେ ଆଉ ୮ କୋଭିଡ୍‌ କେୟାର, ହେଲ୍‌ଥ ସେଣ୍ଟର ଖୋଲାଯିବ: ଜିଲାପାଳ

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୮ଟି କୋଭିଡ୍‌ କେୟାର ସେଣ୍ଟର(ସିସିସି) ଓ କୋଭିଡ୍‌ ହେଲଥ ସେଣ୍ଟର (ଡିସିଏଚ୍‌ସି) ଖୋଲିବ ସରକାରୀ ଓ ଘରୋଇ ଅନୁଷ୍ଠାନ କୋଠାରେ ଏହା ଚାଲିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ସହ ଡାକ୍ତର ଓ ଷ୍ଟାଫ୍‌ ଆଇସୋଲେଶନରେ ଏଠାରେ…

ଚା’ ଦୋକାନରେ ଚଢ଼ାଉ କଲେ ତହସିଲଦାର

ଶେରଗଡ଼,୧୨ା୭(ଡି.ଏନ୍‌.ଏ.) : ଦିନକୁ ଦିନ ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅଦ୍ୟାବଧି ବ୍ଲକର ୨୦ରୁ ଅଧିକ ଗ୍ରାମରେ ୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ବ୍ଲକ ସୂତ୍ରରୁ ପ୍ରକାଶ, ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦ଜଣ ସୁସ୍ଥ ହୋଇ ଫେରିଲେଣି।…

ବଉଳଗାଁ, ସୁନ୍ଦରପୁର ୭ ଦିନ ଶଟ୍‌ଡାଉନ୍‌

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.): କରୋନା ପଜିଟିଭ୍‌ ଚି଼ହ୍ନଟ ପରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବଉଳଗାଁ ଓ ସୁନ୍ଦରପୁର ଗାଁକୁ ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସୁନ୍ଦରପୁର ଗାଁରେ ୨ଜଣ ପଜିଟିଭ୍‌ ଚି଼ହ୍ନଟ ଫଳରେ ଜିଲାପାଳ କ୍ଷମତା ପ୍ରୟୋଗ କରି ସରପଞ୍ଚ ସସ୍ମିତା…

ଗଞ୍ଜାମରେ ବେଳକୁ ବେଳ ସ୍ଥିତି ସଂଙ୍ଗୀନ: ପୁଣି ଚିହ୍ନଟ ହେଲେ ୨୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ନୂଆ ୫୯୫ ଆକ୍ରାନ୍ତ ୨୧ ଜିଲାର। ସେଥିରେ ଗଞ୍ଜାମର ସର୍ବାଧିକ ୨୩୦ ଜଣ ଅଛନ୍ତି। ଏହାଛଡ଼ା ଯାଜପୁରର ୯୭, ଖୋର୍ଦ୍ଧାର ୭୬, କୋରାପୁଟର ୪୪, ମାଲକାନଗିରିର ୩୬, ଗଜପତି ୨୦, ମୟୂରଭଞ୍ଜର ୧୪, ବାଲେଶ୍ୱର-ଭଦ୍ରକ-କଟକର…

ଭୟରେ ସ୍ବାବ୍‌ ଟେଷ୍ଟ ପାଇଁ ଯାଉନାହାନ୍ତି ଲୋକେ

କବିସୂର୍ଯ୍ୟନଗର,୧୨ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। କବିସୂର୍ଯ୍ୟନଗର ବ୍ଲକ ଓ ଏନ୍‌ଏସିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି। ଶନିବାର ଏନ୍‌ଏସିରୁ ୪ ଓ ବ୍ଲକରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଢ଼ାମ୍ବ ୨,…

ସଂକ୍ରମିତ ହେଲେଣି ୫୮୬ କରୋନା ଯୋଦ୍ଧା

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବା ବେଳେ ସରକାରୀ ଅଧିକାରୀ ଓ କର୍ମଚାରୀ ତଥା କରୋନା ଯୋଦ୍ଧା ସଂକ୍ରମିତ ହେବାରେ ଲାଗିଛନ୍ତି । ପୁଣି ଜିଲାରେ ୪୩ ପଜିଟିଭ ଚିହ୍ନଟ ହୋଇଥିବା ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା…

କୋଭିଡ୍‌ ନିୟମ ଉଲ୍ଲଂଘନ କରି ମନ୍ଦିର ପ୍ରତିଷ୍ଠା ଘଟଣା: ନାଏବ ସରପଞ୍ଚଙ୍କ ସମେତ ୧୧ ଗିରଫ

ପୋଲସରା,୧୧ା୭(ଡି.ଏନ.ଏ.)- ରାଜ୍ୟରେ ଗଞ୍ଜାମ ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି। ମାତ୍ର କୋଭିଡ୍‌ ନିୟମ ଉଲ୍ଲଂଘନ କରି ପୋଲସରା ବ୍ଲକ ଜା.ଡ଼େଙ୍ଗାପଦର ପଞ୍ଚାୟତ ମର୍ଦ୍ଦରାଜପୁର ଗ୍ରାମରେ ଏକ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏନେଇ ପୋଲସରା ବିଡିଓ ଶମ୍ଭୁନାଥ ନନ୍ଦି…

ବଜ୍ରଗୁମ୍ମା ଗାଁରେ ସବର୍ଣ୍ଣ-ଅସବର୍ଣ୍ଣ ବିବାଦ: ଅସବର୍ଣ୍ଣ ପରିବାରଙ୍କୁ ଗାଁ ବାସନ୍ଦ

ଦିଗପହଣ୍ଡି,୧୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁରେ ଗତ କିଛିଦିନ ହେଲା ସବର୍ଣ୍ଣ- ଅସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଲାଗିରହିଛି। ଅସବର୍ଣ୍ଣ ଗୋଷ୍ଠୀର ଲୋକଙ୍କୁ ସବର୍ଣ୍ଣ ଗୋଷ୍ଠୀର ଲୋକେ ଗାଁରୁ ବାସନ୍ଦ କରିଥିବା ଭିଡିଓ ବିଭିନ୍ନ ସାମାଜିକ…

କରୋନାରେ ଖବରଦାତାଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ହିଞ୍ଜିଳିକାଟୁ,୧୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପ୍ରେସ୍‌ କ୍ଲବର ସଭାପତି ତଥା ଖବରଦାତା ପ୍ରିୟଦର୍ଶୀ ପଟ୍ଟନାୟକଙ୍କ ଶନିବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ କିମ୍ସ କୋଭିଡ୍‌ ହସ୍ପିଟାଲରେ ପରଲୋକ ଘଟିଛି। ସ୍ବର୍ଗତ ପଟ୍ଟନାୟକ ଖବରଦାତା ସହ ହିଞ୍ଜିଳିକାଟୁ ଭାଗବତ କଥାବିତରଣ ପରିଷଦର ସମ୍ପାଦକ ଥିଲେ। ୯…

ବ୍ରହ୍ମପୁରରେ ସ୍ବାସ୍ଥ୍ୟ ସ୍କ୍ରିନିଂ: ୧୮୧ କରୋନା ସନ୍ଦିଗ୍ଧ ଚିହ୍ନଟ, ୪୬ ଜଣଙ୍କ ସ୍ବାବ୍‌ ନମୁନା ପରୀକ୍ଷା

ବ୍ରହ୍ମପୁର ଅଫିସ,୧୧ା୭: କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ଡୋର୍‌ ଟୁ ଡୋର୍‌ ସ୍ବାସ୍ଥ୍ୟ ଯାଞ୍ଚର ଦୁଇଦିନରେ ୧୮୧ ଜଣ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ବିଏମ୍‌ସି ପକ୍ଷରୁ ମିଳିଥିବା ସୂଚନାନୁଯାୟୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri