କରୋନାରେ ଖବରଦାତାଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା
ହିଞ୍ଜିଳିକାଟୁ,୧୧ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପ୍ରେସ୍ କ୍ଲବର ସଭାପତି ତଥା ଖବରଦାତା ପ୍ରିୟଦର୍ଶୀ ପଟ୍ଟନାୟକଙ୍କ ଶନିବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ କିମ୍ସ କୋଭିଡ୍ ହସ୍ପିଟାଲରେ ପରଲୋକ ଘଟିଛି। ସ୍ବର୍ଗତ ପଟ୍ଟନାୟକ ଖବରଦାତା ସହ ହିଞ୍ଜିଳିକାଟୁ ଭାଗବତ କଥାବିତରଣ ପରିଷଦର ସମ୍ପାଦକ ଥିଲେ। ୯…
ବ୍ରହ୍ମପୁରରେ ସ୍ବାସ୍ଥ୍ୟ ସ୍କ୍ରିନିଂ: ୧୮୧ କରୋନା ସନ୍ଦିଗ୍ଧ ଚିହ୍ନଟ, ୪୬ ଜଣଙ୍କ ସ୍ବାବ୍ ନମୁନା ପରୀକ୍ଷା
ବ୍ରହ୍ମପୁର ଅଫିସ,୧୧ା୭: କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଆରମ୍ଭ ହୋଇଥିବା ଡୋର୍ ଟୁ ଡୋର୍ ସ୍ବାସ୍ଥ୍ୟ ଯାଞ୍ଚର ଦୁଇଦିନରେ ୧୮୧ ଜଣ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ବିଏମ୍ସି ପକ୍ଷରୁ ମିଳିଥିବା ସୂଚନାନୁଯାୟୀ,…
ଟୁଇଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ: ଗଞ୍ଜାମରେ ସ୍ବାବ୍ ସଂଗ୍ରହ କରିବ ମୋବାଇଲ ଭ୍ୟାନ୍
ଛତ୍ରପୁର, ୧୧।୭(ଡି.ଏନ୍.ଏ.)- ଗଞ୍ଜାମ ଜ଼ିଲାରେ କରୋନା ପଜିଟିଭ ସଂଖ୍ୟା ବଢ଼ି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାକୁ ଭ୍ରାମ୍ୟମାଣ ସ୍ବାବ ସଂଗ୍ରହ ଭ୍ୟାନ ଆସିଛି। ଏହା ଓଡିଶାରେ ପ୍ରଥମ। ପ୍ରଥମେ ବ୍ରହ୍ମପୁର…
ଗଞ୍ଜାମ ବଡ଼ମାଧପୁରରେ କରୋନା ସ୍ଥିତି ଅସମ୍ଭାଳ
ଛତ୍ରପୁର, ୧୧।୭(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଡ଼ମାଧପୁରଠାରେ ୫୧ ଜଣଙ୍କ ଆଣ୍ଟିଜେନ୍ ଟେଷ୍ଟିଙ୍ଗ କରାଯାଇଛି। ଏଠାରେ ଏପରି ଟେଷ୍ଟିଂ ପ୍ରଥମ ବୋଲି ଜଣାପଡିଛି। କରୋନା ପଜିଟିଭ୍ କେସ୍ ବୃଦ୍ଧି ହେଉଥିବାରୁ ଲକ୍ଷଣ ଥିବା ଲୋକଙ୍କୁ ଚି଼ହ୍ନଟ କରଯାଇଥିଲା। ଏମାନଙ୍କର ଏହି…
କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ
ଦିଗପହଣ୍ଡି,୧୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ କିଛିଦିନ ହେଲା ସେ ଜ୍ବରରେ ସଂକ୍ରମିତ ହୋଇ ଔଷଧ ସେବନ କରୁଥିଲେ। ଗୁରୁବାର ତାଙ୍କ…
ବୁଗୁଡ଼ାରୁ ପୁଣି ୧୭ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଲା
ବୁଗୁଡା, ୧୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ବୁଗୁଡା ବ୍ଲକରୁ ଶନିବାର ପୁଣି ୧୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା…
ବ୍ଲକ ଜଳଯୋଗାଣ ସହକାରୀ ଯନ୍ତ୍ରୀ କରୋନାରେ ଆକ୍ରାନ୍ତ
ଗଞ୍ଜାମ,୧୧।୭(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଜଳଯୋଗାଣ ସହକାରୀ ଯନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବିଡ଼ିଓ ପ୍ରଦୀପ କୁମାର ପଣ୍ଡା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଉକ୍ତ ବ୍ଲକ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି। ସେଥିମଧ୍ୟରୁ ପ୍ରାୟ ୧୯ଜଣ ସୁସ୍ଥ…
ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ନିୟନ୍ତ୍ରଣ ଅଛି: ତହସିଲଦାର
ଗଞ୍ଜାମ,୧୧।୭(ଡି.ଏନ୍.ଏ.): ମହାମାରୀ କରୋନା ସମଗ୍ର ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି l ରାଜ୍ୟର ଅନ୍ୟ ଜିଲାଠାରୁ ଗଞ୍ଜାମ ଜିଲାରେ ସବୁଠାରୁ ଅଧିକ ପ୍ରଭାବ ପକାଇଛି ଏହି ଭୟାଭୟ କରୋନା। ଏଠାରେ ଦୈନଦିନ ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍ ବାହାରୁଥିବା ବେଳେ…
ଜେଲ୍ରେ କରୋନା ଭୟ: ୧୭ ପଜିଟିଭ୍
ବ୍ରହ୍ମପୁର ଅଫିସ,୧୧ା୭-ଗଞ୍ଜାମ ଜିଲାରେ ଜୁଲଇ ଆରମ୍ଭରୁ କରୋନା ସ୍ଥିତି ବିପଦଜ୍ଜନକ ହେଉଥିବା ବେଳେ ତାହା ଏବେ ଘାତକ ସାଜିଛି। ଦୈନିକ କରୋନା ସଂକ୍ରମଣ ବୃଦ୍ଧି ହାର ଉପରକୁ ଚାଲିଗଲାଣି। ରାଜ୍ୟରେ ଚିହ୍ନଟ ସମୁଦାୟ ପଜିଟିଭଙ୍କ ମଧ୍ୟରୁ ୩୮ ପ୍ରତିଶତ ଗଞ୍ଜାମ ଜିଲାରେ।…
ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ଅଭିଯୁକ୍ତଙ୍କ ଆକ୍ରମଣ
ଶଙ୍କରାଖୋଲ,୧୧ା୭(ଡି.ଏନ୍.ଏ.)- ଏକ ଗଣ୍ଡଗୋଳ ମାମଲାରେ ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ଶୁକ୍ରବାର ଟିକାବାଲି ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ସମୀର କୁମାର ନାୟକ। ଟିକାବାଲି ଥାନାରେ ନଂ.୪୩/୨୦ରେ ମାମଲା ରୁଜୁ ହୋଇଥିବା…
ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି, ୨ ଫଟୋ ସାମ୍ବାଦିକଙ୍କୁ କରୋନା
ବ୍ରହ୍ମପୁର ଅଫିସ,୧୧ା୭- ବ୍ରହ୍ମପୁର ମହାନଗର ଅଞ୍ଚଳରେ କାର୍ଯ୍ୟରତ ଏକ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି ଓ ୨ଜଣ ଫଟୋ ସାମ୍ବାଦିକ କରୋନା ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ନିକଟରେ କୌଣସ ଲକ୍ଷଣ ନଥିଲା। ଖବର ସଂଗ୍ରହ…
ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୨୨ ହଜାରରୁ ଅଧିକ ଟଙ୍କା
ବ୍ରହ୍ମପୁର ଅଫିସ,୧୦।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍ଡାଉନ ଓ ଶଟ୍ଡାଉନ କଟକଣାକୁ ଜୋରଦାର କରିଛନ୍ତି।…
Archives


