ଗଞ୍ଜାମ

ନାବାଳିକାଙ୍କୁ ଅସଦାଚରଣ କରି ଅବସରପ୍ରାପ୍ତ ସୈନିକ ଅଟକ

ବାଲେଶ୍ବର ଅଫିସ ୩୧।୫: ବାଲେଶ୍ବର ଜିଲା ବରପୁର ଥାନା ଅଧୀନ ଛତ୍ରପୁର ଅଞ୍ଚଳରେ ଜଣେ ଅବସରପ୍ରାପ୍ତ ସୈନିକ ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏନେଇ ବରହମ୍‌ପୁର ପୋଲିସ ଏକ ମାମଲା(ନଂ.୬୨/୨୦୨୨) ରୁଜୁ କରି ଅବସରପ୍ରାପ୍ତ ସୈନିକ ରାଜକିଶୋର ବେହେରା(୬୨)ଙ୍କୁ ଅଟକ…

ଆଇପିଏଲ୍‌ ବେଟିଂ: ୪ ଗିରଫ, ୭.୬ ଲକ୍ଷ ଜବତ

ଆସିକା,୩୦ା୫(ଡି.ଏନ୍‌.ଏ.)-ଆଇପିଏଲ୍‌ ଫାଇନାଲ ମ୍ୟାଚ ଲାଗି ରବିବାର ବେଟିଂ ଚାଲିଥିବା ବେଳେ ପୋଲିସ ଚଢ଼ାଉ କରି ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଆସିକା ଏନ୍‌ଏସି ସୁନାମ୍ବ ସାହିର ସାହିଲ ଗୌଡ, ଶୁଭମ୍‌ ଆଚାରୀ, ଶମ୍ଭୁ ପାଢୀ ଏବଂ ଗୁଣ୍ଠପଡା ଗ୍ରାମର ରତ୍ନାକର…

୨ ବଖରା ସହ ଜଳିଗଲା ଗୁହାଳ

ବୁଗୁଡ଼ା,୩୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରଚୁଲି ପଞ୍ଚାୟତ ଡ଼େଙ୍ଗାବାଡ଼ି ଗ୍ରାମରେ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ସହ ୨ଟି ଗୁହାଳ ପୋଡ଼ିଯାଇଛି। ଗୁହାଳରେ ଥିବା ୩ଟି ଗାଈ ଆହତ ହୋଇଛନ୍ତି। ଗ୍ରାମର ସୁଶାନ୍ତ ପ୍ରଧାନ ଓ ନାରାୟଣ ପ୍ରଧାନଙ୍କ…

ବଜାରରେ ମହିଳାଙ୍କୁ ଅସଦାଚରଣ କରି ଜେଲ୍‌ ଗଲେ

ଦିଗପହଣ୍ଡି,୩୦ା୫(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କୁ ଠେଙ୍ଗାରେ ଆକ୍ରମଣ କରିବା ସହ ତାଙ୍କ ସ୍ତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ପାଟପୁର ଥାନା ଧରମପୁରର କାମେଶ୍ୱର ପ୍ରଧାନ…

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩୦।୫: ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଜଣେ ବିଚାରାଧୀନ କଏଦୀଙ୍କ ସୋମବାର ମୃତ୍ୟୁ ଘଟିଛି। ସେ ହେଲେ ଟାଉନ ଥାନା ଅଧୀନ ଗେଟ୍‌ବଜାର ଜାଗିଲିସାହିର ମୁନା ବେହେରା(୫୦)। ବୈଦ୍ୟନାଥପୁର ପୋଲିସ ମୃତଦେହ ଜବତକରି ଏକ ଅପମୃତ୍ୟୁ ମାମଲା(ନଂ.୨୯୦/୨୨) ରୁଜୁକରି ତଦନ୍ତ ଚଳାଇଛି।…

ସମସ୍ୟାରେ ଗୋଲିଆ ଆଦର୍ଶ ବିଦ୍ୟାଳୟ

ବୁଗୁଡ଼ା,୩୦ା୫(ଡି.ଏନ୍‌.ଏ.): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ପ୍ରତି ସ୍ମାର୍ଟ ସ୍କୁଲ୍‌ର ମାନ୍ୟତା ପାଇଥିଲେ ସୁଦ୍ଧା ବିଭିନ୍ନ ସମସ୍ୟାଘେରରେ ରହି ତା’ର ଆଦର୍ଶତା ହରାଉଥିବା ନେଇ ସାଧାରଣରେ ଚର୍ଚ୍ଚା ଜୋର୍‌ ଧରିଛି। ଦୀର୍ଘଦିନ ହେଲା ବିଦ୍ୟାଳୟରେ ସ୍ଥାୟୀ…

ପ୍ରାର୍ଥୀଙ୍କୁ ନେଇ ଛକାପଞ୍ଝା, ଆଜି ନାମାଙ୍କନ

ଦିଗପହଣ୍ଡି,୩୦ା୫(ଡି.ଏନ୍‌.ଏ.): ଦିଗପହଣ୍ଡିରେ ପ୍ରାଥମିକ ସେବା ସମବାୟ ସମିତି ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ସୋମବାର ୧୫ ନିର୍ଦ୍ଦେଶକ ପଦବୀ ପାଇଁ ନାମାଙ୍କନ ଦାଖଲ ଲାଗି ପ୍ରଶାସନିକ ସ୍ତରରେ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳୀୟ ସଙ୍କେତରେ ନିର୍ବାଚନ ହେଉ…

ମୁକ୍ତାଦେବୀ ଠାକୁରାଣୀ ଯାତ୍ରା ଆରମ୍ଭ

ଚିକିଟି,୩୦ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଚିକିଟିପେଣ୍ଠର ଅଧିଷ୍ଠାତ୍ରୀ ଦେବୀ ମା’ ମୁକ୍ତାଦେବୀ ଠାକୁରାଣୀଙ୍କ ଯାତ୍ରା ଶନିବାରରୁ ଆରମ୍ଭ ହୋଇଛି। ସକାଳେ ମା’ଙ୍କୁ ପଞ୍ଚାମୃତ ଜଳରେ ମହାସ୍ନାନ, ମାର୍ଜନା ପୂଜାର୍ଚ୍ଚନା କରାଯାଇଥିଲା। ପ୍ରଚଳିତ ପ୍ରଥା ଅନୁଯାୟୀ ଶୁକ୍ରବାର ଅପରାହ୍ନରେ ମା’ଘର ପରିବାର ବନ୍ଧୁ ବର୍ଗ…

ବିଧବାଙ୍କୁ ପ୍ରେମ ପ୍ରତାରଣା

ବ୍ରହ୍ମପୁର ଅଫିସ,୨୯।୫: ଜନୈକା ବିଧବା ମହିଳାଙ୍କୁ ପ୍ରେମ ପ୍ରତାରଣା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହିଞ୍ଜିଳିକାଟୁ ଥାନା ଅଧୀନ ସାପୁଆପଲିର ନାରାୟଣ ପାଢ଼ୀ(୨୭)। ପୋଲିସ ଉଭୟଙ୍କ ଡାକ୍ତରୀ ମାଇନା କରାଇଛି। ଏନେଇ ପୋଲିସ…

କାଳବୈଶାଖୀରେ ଭାଙ୍ଗିଲା ୧୩୨ କେଭି ବିଦ୍ୟୁତ୍‌ ଟାଓ୍ବାର

ଛତ୍ରପୁର,୨୯ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ ତୋଫାନ ଏବଂ ବର୍ଷା ହୋଇଥିଲା। ଫଳରେ ଛତ୍ରପୁର ସହର ଓ ଗ୍ରାମାଞ୍ଚଳରେ ବହୁ ଗଛ ଭାଙ୍ଗିଯାଇ ରାସ୍ତା ଅବରୋଧ ହୋଇଥିଲା। ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ତାର ଛିଣ୍ଡି ଯାଇଥିବାରୁ ଦୀର୍ଘ…

ବ୍ରହ୍ମପୁର ସମବାୟ ରାଜନୀତି ଚଳଚଞ୍ଚଳ

ବ୍ରହ୍ମପୁର ଅଫିସ,୨୯।୫: ସମବାୟ ନିର୍ବାଚନ ପାଇଁ ବ୍ରହ୍ମପୁର ସହରାଞ୍ଚଳ ରାଜନୀତି ଚଳଚଞ୍ଚଳ ହୋଇଛି। ଶତାଧିକ ବର୍ଷର ଅର୍ବାନ ବ୍ୟାଙ୍କ ନିର୍ଦ୍ଦେଶକ ନିର୍ବାଚନ ଜୁନ୍‌ ୨୬ରେ ହେବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚିତ ହେବାକୁ ଥିବା ୧୫ ଜଣଙ୍କ ମଧ୍ୟରୁ ମହିଳାଙ୍କ ଲାଗି…

ବାହାଡ଼ାପଦରରୁ କୁଟୁରା ଛୁଆ ଉଦ୍ଧାର

ଭଞ୍ଜନଗର,୨୯।୫(ଡି.ଏନ.ଏ): କେତେକ ପ୍ରଜାତିର ବନ୍ୟପ୍ରାଣୀ ଯଥା ବାର୍‌ହା, କୁଟୁରା, ମୃଗ ସଂଖ୍ୟା ଜଙ୍ଗଲରେ ହୁହୁ ହୋଇ ବଢ଼ିବାରେ ଲାଗିଛି। ଜଙ୍ଗଲରେ ସନ୍ତୁଳନ ରକ୍ଷା ପାଇଁ ଅନ୍ୟ ପ୍ରଜାତିର ପ୍ରାଣୀ ସଂଖ୍ୟା କମିଯାଉଛି। ଜଙ୍ଗଲ କ୍ଷୟ ସମେତ ପ୍ରମୁଖ କାରଣ ଯୋଗୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?