ଗଞ୍ଜାମ

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ ଯୁବକ ଜଣଙ୍କ ରଞ୍ଜନ ନାୟକ…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି। ଉପଭୋକ୍ତାଙ୍କୁ ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ମିଳିପାରୁନାହିଁ। ବିଦ୍ୟୁତ୍‌ ବିଲ ଦର ବଢୁଛି।…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଏହି ହାଇଭୋଲ୍ଟେଜ୍ ମ୍ୟାଚରେ ଅରୁଣପୁରକୁ ପରାସ୍ତ କରି ଅଙ୍ଗାରଗାଁ ଦଳ ଫାଇନାଲରେ ପ୍ରବେଶ…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ ଏକ କାରର ଡିକି ଭାଙ୍ଗି ସେଥିରୁ ଦେଢ଼ ଲକ୍ଷ ଟଙ୍କା ସହ ବ୍ୟାଙ୍କ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା, ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା ବୁଲା କୁକୁର ମାନଙ୍କ ଆତଙ୍କ ଲାଗି ରହିଛି। ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ ଥିବା ରାମଚନ୍ଦ୍ର ଦେବ କଲ୍ୟାଣ ମଣ୍ଡପରେ ସଂଘର ବରିଷ୍ଠ ସଦସ୍ୟ ପଦ୍ମଚରଣ ମେକାପଙ୍କ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀଙ୍କ ତତ୍ତ୍ୱାବଧାନରେ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଅବସରପ୍ରାପ୍ତ…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ ହୋଇଥିବା ଜଣାପଡ଼ିଛି। ଦାନବାକ୍ସ ଖୋଲିବା ସମୟରେ ଭଞ୍ଜନଗର ତହସିଲଦାର ଅଭିପ୍ସା ପଟ୍ଟନାୟକ, ଅତିରିକ୍ତ…

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ କଲେଜ ପରିସରରେ ୧୦୦ଟି ବିଭିନ୍ନ ପ୍ରଜାତିର ଦେଶଜ ଓ ଔଷଧୀୟ ବୃକ୍ଷ ଚାରାରୋପଣ…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା ସାପକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଆଯାଇଛି। ଗୁରୁବାର ରାତିରେ କିଙ୍ଗକୋବ୍ରା…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଦୁଆର ଗାଁର ପିଣ୍ଟୁ ଗୌଡ଼(୨୫)। ଶୁକ୍ରବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତଦେହ…

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଜୀବନବୀମା ରାଶି ପ୍ରଦାନ କରାଯାଇଛି। ଶୁକ୍ରବାର ପୂର୍ବାହ୍ନରେ ସ୍ଥାନୀୟ ପୋଲିସ ପଡ଼ିଆରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?