ଲକ୍ଡାଉନ ସମୟରେ ପ୍ରବାସୀଙ୍କୁ ରୋଜଗାର ଦେଉଛି ଗଞ୍ଜାମ ଏନ୍ଏସି ପ୍ରଶାସନ
ଗଞ୍ଜାମ,୭।୭(ଡି.ଏନ୍.ଏ.): କରୋନା ଯୋଗୁ ଜାରି ରହିଥିବା ଲକ୍ଡାଉନ୍ ପାଇଁ ପ୍ରବାସୀ ନିଜ ନିଜ ରାଜ୍ୟକୁ ଫେରିଛନ୍ତି। ଫଳରେ କାମଧନ୍ଦା ନ ପାଇ ବେକାର ହୋଇ ଘରେ ବସୁଛନ୍ତି। ଏଭଳି ପରିସ୍ଥିତିରେ ବେକାରୀଙ୍କୁ ରୋଜଗାର ଦେଇଛି ଗଞ୍ଜାମ ଏନ୍ଏସି ପ୍ରଶାସନ । ବାହାରୁ…
ଗଞ୍ଜାମ ଏନ୍ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କଲା ପ୍ରଶାସନ
ଗଞ୍ଜାମ,୭।୭(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମଙ୍ଗଳବାର ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ୍ କରାଯାଇଛି। ଏଥିସହିତ ୱାଡ୍ ନଂ. ୩ ଓ ୪ ଦୁର୍ଗା ଦେବୀ ସାହି, ମଧ୍ୟଖଣ୍ଡ ସାହି ଓ…
ବେନ୍ଦାଳିଆରେ ଚାଷୀ କରୋନା ସଂକ୍ରମିତ: ଘର କାନ୍ଥରେ ଲାଗିଲା କୋଭିଡ଼-୧୯ ସମ୍ପର୍କିତ ପେପର
ବ୍ରହ୍ମପୁର ଅଫିସି,୬।୭: ଗଞ୍ଜାମ ଜିଲା କୁକୁଡଡାଖଣ୍ଡି ବ୍ଲକ ଅନ୍ତର୍ଗତ ଲାଠୀ ପଞ୍ଚାୟତର ବେନ୍ଦାଳିଆ ଗ୍ରାମର ଜଣେ ଚାଷୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଘଟଣା ଜଣାପଡ଼ିବା ପରେ ସୋମବାର କୁକୁଡ଼ାଖଣ୍ଡି ତହସିଲଦାର ଡ. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଉକ୍ତ ଗ୍ରାମରେ ପହଞ୍ଚି ଲୋକମାନଙ୍କୁ…
ଗୋଡ଼ାଇ ଗୋଡ଼ାଇ ଲୁହାଛଡ଼ରେ ଆକ୍ରମଣ ମାମଲା: ଅଭିଯୁକ୍ତ ୨ ଭାଇ ଗଲେ ଜେଲ
ଦିଗପହଣ୍ଡି,୬।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ଗ୍ରାମର ନିରାକାର ପ୍ରଧାନ ଏବଂ ହରି ପ୍ରଧାନ ଦୁଇ ଭାଇଙ୍କୁ ସୋମବାର କେ. ନୂଆଗାଁ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୧୩୯/୨୦ ଅନୁଯାୟୀ ଜାମିନ ଆବେଦନ…
ପୁରୁଷୋତ୍ତମପୁର ଏନ୍ଏସିର ୩ ୱାଡ୍କୁ କଣ୍ଟେଟମେଣ୍ଟ ଜୋନ୍ ଘୋଷଣା, ରାସ୍ତା ସିଲ୍
ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ୫ ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍ ହସ୍ପିଟାଲକୁ ପଠାଯାଇଛି। ଏହାପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ୩ଟି ଓ୍ବାଡ୍କୁ କଣ୍ଟେଟମେଣ୍ଟ ଜୋନ୍…
୨ ଡାକ୍ତର, ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ
ପୁରୁଷୋତ୍ତମପୁର,୬ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ୨ ଡାକ୍ତର ଏବଂ ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ଆକ୍ରାନ୍ତ କର୍ମଚାରୀଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଏହି ୩ ଜଣଙ୍କ ସ୍ବାବ୍ ରିପୋର୍ଟରେ ପଜିଟିଭ୍ ଆସିବା…
କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ
ଛତ୍ରପୁର, ୬।୭(ଡି.ଏନ୍.ଏ.): ସପ୍ତାହକ ମଧ୍ୟରେ କେତେକ କେସ୍ ଅନୁଧ୍ୟାନ କରିବା ପରେ ବହୁ ଲୋକ ନିଜର କରୋନା ଲକ୍ଷଣ ଲୁଚାଉଥିବା ଜଣାପଡ଼ିଛି। ଏ ନେଇ ସୋମବାର ଏକ ଭିଡିଓ ବାର୍ତ୍ତାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ…
ଶେରଗଡ଼ ସ୍ଥିତି ବିଗୁଡ଼ିଛି , ୩୦ ଗାଁରେ ୫୨ ପଜିଟିଭ୍
ଶେରଗଡ଼,୬ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ବ୍ଲକର ୩୦ ଗ୍ରାମରେ ବର୍ତ୍ତମାନ ସୁଦ୍ଧା ୫୨ଜଣ ଆକ୍ରାନ୍ତ ହେଲେଣି। ସେଥିରୁ କରୋନା ୧୫ କରୋନା ଯୋଦ୍ଧା, ୩୦ ପ୍ରବାସୀ, ଅନ୍ୟସ୍ଥାନୀୟ ୫ଟି କେସ୍ ଥିବାବେଳେ ଦୁଇଜଣଙ୍କ ମୃତ୍ୟୁ…
ଗଞ୍ଜାମର ମୃତ ୪ କୋଭିଡ୍ ଯୋଦ୍ଧାଙ୍କ ପରିବାରକୁ ସମବେଦନା ଜଣାଇଲେ ଜିଲାପାଳ
ଛତ୍ରପୁର,୬ା୭(ଡି.ଏନ୍.ଏ.): କୋଭିଡ-୧୯ ଯୁଦ୍ଧରେ ମାନବ ଜାତି ପାଇଁ କାର୍ଯ୍ୟ ନିର୍ବାହ କରୁଥିବା ବେଳେ ଗଞ୍ଜାମ ଜିଲାର ୪ କୋଭିଡ୍ ଯୋଦ୍ଧାଙ୍କ ଜୀବନ ଯାଇଛି। ଏମାନେ ହେଲେ ଧରାକୋଟ ବ୍ଲକର ଜେଇ ପି ସୁରେଶ କୁମାର, ଆସିକା ବ୍ଲକ କେ ରାଇସିଙ୍ଗି ଉଚ୍ଚ…
ରାତି ଅଧିଆ ମାର୍କେଟ କମ୍ପ୍ଲେକ୍ସ ସିଲ୍: ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ
ଗଞ୍ଜାମ,୬ା୭(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅଞ୍ଚଳରେ କରୋନା ପଜିଟିଭ୍ ଚି଼ହ୍ନଟ ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବଡ଼ ବଜାର ମାର୍କେଟ କମ୍ପ୍ଲେକ୍ସକୁ ରବିବାର ରାତିରେ ସିଲ୍ କରାଯାଇଛି l ଯାହାକୁ ନେଇ ବ୍ୟବସାୟୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାିଛି। ବିନା ନୋଟିସ…
ଶିକ୍ଷକଙ୍କୁ କୋଭିଡ୍ ଦାୟିତ୍ୱ ନ ଦେବାକୁ ଓଷ୍ଟାର ଦାବି
ଭଞ୍ଜନଗର,୬।୭(ଡି.ଏନ.ଏ.)- କୋଭିଡ୍-୧୯ ପରିଚାଳନା ଦାୟିତ୍ୱରେ ଥିବା ଗଞ୍ଜାମ ଜିଲାର ୨ ଶିକ୍ଷକଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଶିକ୍ଷକମାନଙ୍କୁ ସିଧାସଳଖ କୋଭିଡ୍ ଦାୟିତ୍ୱ ଅଗଷ୍ଟ ୩୧ ପର୍ଯ୍ୟନ୍ତ ନଦେବାକୁ ଓଷ୍ଟା ରାଜ୍ୟ ସଂଘ ଉପ ସଭାପତି ସନ୍ତୋଷ ଜେନା ରବିବାର ସଂଘର…
ସଙ୍ଗରୋଧ କେନ୍ଦ୍ରରୁ ଫେରୁଥିବା ମା’ ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ
ପାତ୍ରପୁର,୫ା୭(ଡି.ଏନ୍.ଏ.)- ପାତ୍ରପୁର ବ୍ଲକ ଜରଡ଼ା ଥାନା ଅଞ୍ଚଳର ଏକ ସଙ୍ଗରୋଧ କେନ୍ଦ୍ରରୁ ଚାଲିଚାଲି ଫେରୁଥିବା ମା’ ପୁଅଙ୍କୁ ରବିବାର ଅଜଣା ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆହତମାନେ ହେଲେ ପାତ୍ରପୁର ଗ୍ରାମର ତ୍ରିବେଣୀ ମହାନ୍ତି ଓ ତାଙ୍କ ପୁଅ ସୁଶାନ୍ତ। ଏନେଇ…
Archives


