କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପରତା
ଗଞ୍ଜାମ,୫ା୭(ଡି.ଏନ୍.ଏ.)- ଗଞ୍ଜାମ ବ୍ଲକ ଓ ଏନ୍ଏସି ଅଞ୍ଚଳରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ୱାର୍ଡ ନଂ.୫ରେ ରହୁଥିବା ୨ଦମ୍ପତି କରୋନା ଆକ୍ରାନ୍ତ ପରେ ଉକ୍ତ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ କରିବା ପାଇଁ ରବିବାର ତହସିଲଦାର…
ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ସହି ପାରିଲେନି: ଏମ୍କେସିଜିରେ ଆଖି ବୁଜିଲେ ନାବାଳିକା ପ୍ରଶଂସକ
ବ୍ରହ୍ମପୁର ଅଫିସ,୫।୭: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଖବରକୁ ସହଜରେ ଗହଣ କରିପାରୁ ନାହାନ୍ତି ପ୍ରଶଂସକ। ଏଭଳି ତାଙ୍କ ଆତ୍ମହତ୍ୟା ପରେ ତାଙ୍କ କେତେଜଣ ପ୍ରଶଂସକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଏଭଳି ଏକ ଘଟଣା ଘଟାଇ ଶେଷରେ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୫।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୯ ଜଣ ଥିବାବେଳେ ଗଜପତିରୁ ୫୬, ଝାରସୁଗୁଡାରୁ ୩୩, କଟକ ଓ ନବରଙ୍ଗପୁରରୁ ୧୬ ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ ୧୫,…
କାର୍ଯ୍ୟରେ ଯୋଗଦେଲେ ୨ ଆଇଏଏସ, ୬ ଓଏଏସ ଅଧିକାରୀ: ଗଞ୍ଜାମ ଜିଲାପାଳ
ଛତ୍ରପୁର,୫।୭(ଡି.ଏନ୍.ଏ.):ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କରୋନାରେ ୨୦ ଜଣଙ୍କ ଜୀବନ ଗଲାଣି। ଏହି ପରିପ୍ରେକ୍ଷୀରେ କରୋନା ପରିଚାଳନା ଲାଗି ୨ ଆଇଏଏସ୍ଙ୍କ ସହ ୬ ଓଏଏସ ଗଞ୍ଜାମ…
ଗଞ୍ଜାମର ପ୍ରତି ସରକାରୀ ଅଫିସରେ ମନିଟରଙ୍କୁ ନିଯୁକ୍ତି: ଜଣାଇବେ କର୍ମଚାରୀଙ୍କ କରୋନା ଲକ୍ଷଣ
ଛତ୍ରପୁର,୫।୭(ଡି.ଏନ୍.ଏ.):ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅସମ୍ଭାଳ ହେଉଥିବା ବେଳେ ସରକାରୀ ଅଧିକାରୀ ଓ କର୍ମଚାରୀ ମଧ୍ୟ ସଂକ୍ରମିତ ହେବାରେ ଲାଗିଛନ୍ତି। ଏମାନଙ୍କ ସୁରକ୍ଷା ଉପରେ ଧ୍ୟାନ ଦିଆଯିବା ସହ ପ୍ରତି ଅଫିସରେ ମନିଟରଙ୍କୁ ନିଯୁକ୍ତି ଦିଆଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା…
ଦିଗପହଣ୍ଡିରେ ଜନତା ହୋଟେଲ ସହ ବିଭିନ୍ନ ଦୋକାନ ସିଲ୍ : ୭ ଦିନ ରହିବ ବଳବତ୍ତର
ଦିଗପହଣ୍ଡି,୫।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡସ୍ଥିତ ଜନତା ହୋଟେଲକୁ ରବିବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଛି। ସେହିପରି ଅନ୍ୟ ୩ଟି ଗ୍ରୋସରି ଦୋକାନକୁ ମଧ୍ୟ ସିଲ କରାଯିବା ସହ ଲୁଚା ଚୋରାରେ ବିକ୍ରି ହେଉଥିବା ମାଛ,ମାଂସ ଓ ଚିକେନ ଦୋକାନ ଉପରେ…
ଗଞ୍ଜାମ ଆସିଲେ ୪ ଡିଏସ୍ପି, ୪ ପ୍ଲାଟୁନ ଫୋର୍ସ: କରିବେ କୋଭିଡ ପରିଚାଳନା ତଦାରଖ
ଛତ୍ରପୁର,୫।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କୋଭିଡ-୧୯ ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହିପରିପ୍ରେକ୍ଷୀରେ କୋଭିଡ ପରିଚାଳନା ଓ ନିୟମକୁ କଡାକଡି ପାଳନର ତଦାରଖ କରିବା ପାଇଁ ୪ ଜଣ ଡିଏସ୍ପି ଓ ୪ ପ୍ଲାଟୁନ ଫୋର୍ସଙ୍କୁ ଡିଜିପି ଜିଲାକୁ…
ସୁସ୍ଥ ହେଲେ ଓଡ୍ରାଫ୍ର ୧୩ କର୍ମଚାରୀ
ଛତ୍ରପୁର,୫ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠରେ ଥିବା ଅଷ୍ଟମ ବାଟାଲିୟନ ଅଧୀନ ଓଡ୍ରାଫ୍ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସର ୧୩ କର୍ମଚାରୀ କରୋନାରୁ ସୁସ୍ଥ ହୋଇଛନ୍ତି। ଏମାନେ ଭୁବନେଶ୍ୱରସ୍ଥିତ କୋଭିଡ୍ ହସ୍ପିଟାଲରୁ ଫେରି ହୋମ୍ କ୍ୱାରାଣ୍ଟାଇନ୍ରେ ଅଛନ୍ତି। ମିଳିଥିବା ସୂଚନାନୁଯାୟୀ,…
ଗଞ୍ଜାମ ବ୍ଲକକୁ ଛୁଇଁଲା କରୋନା: ଏନ୍ଏସିରେ ସ୍ତ୍ରୀ ସ୍ବାମୀ, ଖଟୁଆକୁଦାରେ ଜଣେ ଗର୍ଭବତୀ ପଜିଟିଭ୍ ଚିହ୍ନଟ
ଗଞ୍ଜାମ,୫ା୭(ଡି.ଏନ୍.ଏ.): ଦୀର୍ଘ ପାଞ୍ଚମାସ ସଂଘର୍ଷ ପରେ ଶେଷରେ ଗଞ୍ଜାମ ବ୍ଲକକୁ କରୋନା ଛୁଇଁଥିବା ତହସିଲଦାର ଅବନୀ କୁମାର ସାହୁ ସୂଚନା ଦେଇଛନ୍ତି। ଗଞ୍ଜାମ ଏନ୍ଏସି ଓ୍ବାର୍ଡ ନଂ ୫ର ସ୍ତ୍ରୀ, ସ୍ବାମୀ ଓ ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଓଡିଆର୍ପି…
ପଥରାରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
ଖଲ୍ଲିକୋଟ,୫ା୭(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପଥରା ପଞ୍ଚାୟତ ମଝିସାହି ଛକରେ ଶୁକ୍ରବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ଜୀବନ ଯାଇଛି। ମୃତକ ହେଲେ ପିଣ୍ଟୁ ଦାସ (ପିଙ୍କୁ)। ଅନ୍ୟ ୬ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…
୮ ଦିନରେ ୩୭୧୩୨୨ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ
ବ୍ରହ୍ମପୁର ଅଫିସ,୫ା୭- ବ୍ରହ୍ମପୁରରେ କରୋନା ସ୍ଥିତି ସଙ୍ଗିନ ହେଉଛି। ଏହାକୁ ପ୍ରତିହତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଆରମ୍ଭ ହୋଇଥିବା ମିଶନ ଜିରୋ କୋଭିଡ୍-୧୯ ଅଭିଯାନ ଶେଷ ହୋଇଛି। ଜୁନ ୨୭ ରୁ ଆରମ୍ଭ ହୋଇଥିବା ଏହି ସ୍ବତନ୍ତ୍ର…
ମଦ ଧରପଗଡବେଳେ ପୋଲିସକୁ ଟାଙ୍ଗିଆରେ ଆକ୍ରମଣ, ଦମ୍ପତି ଗିରଫ
ପାଟପୁର,୫ା୭- ମଦ ଧରଗପଡରେ ଯାଇଥିବା ପାଟପୁର ଥାନା ଏସ୍ଆଇ ଶୁଭ୍ରଜିତ୍ ସାମନ୍ତରାଙ୍କୁ ଶୁକ୍ରବାର ରାତିରେ ଜନୈକ ଦମ୍ପତି ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଏନେଇ ଏସ୍ଆଇ ସାମନ୍ତରାଙ୍କ ଅଭିଯୋଗକ୍ରମେ ନଂ.୧୬୭/୨୦ରେ ମାମଲା ରୁଜୁକରି ସମ୍ପୃକ୍ତ ଦମ୍ପତିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୪୦…
Archives


