କୋଭିଡ୍ ନିୟମ ଉଲ୍ଲଂଘନ କରି ବାହାଘର: ଗୋପାଳପୁର ମେ ଫେୟାର ହୋଟେଲ ସିଲ୍
ବ୍ରହ୍ମପୁର ଅଫିସ/ଗୋପାଳପୁର,୪ା୭- ଗଞ୍ଜାମ ଜିଲାରେ ଭୟଙ୍କର ରୂପ ନେଉଛି କରୋନା। ଏହାର ମୁକାବିଲା ପାଇଁ ସରକାର ଲକ୍ଡାଉନ ଘୋଷଣା କରିଛନ୍ତି। ମାତ୍ର ସବୁ ନିୟମକୁ ଫୁ’ କରି ଗୋପାଳପୁର ଥାନା ଇଲାକାରେ ବ୍ରହ୍ମପୁର ସହରର ଜଣେ ପ୍ରତିଷ୍ଠିତ ହୋଟେଲ ମାଲିକଙ୍କ ପୁଅ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ ୬…
ମାସ୍କ ନ ପିନ୍ଧି ୮୯,୪୦୦ ଟଙ୍କା ଜରିମାନା ଦେଲେ ଅମାନିଆ
ଛତ୍ରପୁର,୪ା୭(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା କିଛି ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଏହାକୁ କିଛି ଲୋକ ଅମାନ୍ୟ କରିଚାଲିଛନ୍ତି। ଫଳସ୍ବରୁପ ଏହି କୋଭିଡ୍ ନିୟମ…
ଛତ୍ରପୁରରେ ଶଟ୍ଡାଉନର ପଞ୍ଚମ ଦିନ: ନିୟମରେ ଖିଲାପ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଛତ୍ରପୁର,୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍ଏସିରେ ୬ ଦିନିଆ ଶଟଡାଉନ ଜାରି ରହିଛି। ଶନିବାର ଶଟଡାଉନର ପଞ୍ଚମ ଦିନରେ ପୋଲିସ ଓ ପ୍ରଶାସନ ପକ୍ଷରୁ ଛତ୍ରପୁର ସହରରେ ସାଇରନ ବଜାଇ ଲୋକଙ୍କୁ ଘରେ ରହିବାକୁ କୁହାଯାଇଛିା ଏହାର ଖିଲାପ କଲେ…
କରୋନା ପରିଚାଳନା ଲାଗି ୬ ଓଏଏସ୍ ଗଞ୍ଜାମ ପାଇଁ ନିଯୁକ୍ତ
ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ପରିଚାଳନା ଲାଗି ୨ ଆଇଏଏସ୍ଙ୍କ ସହ ୬ ଓଏଏସ୍ ଗଞ୍ଜାମ ଜିଲା ପାଇଁ ନିଯୁକ୍ତି ହୋଇଛନ୍ତି। ସେମାନେ ଜିଲା ପ୍ରଶାସନ ନିର୍ଦ୍ଦେଶରେ କାର୍ଯ୍ୟ କରିବେ। ୬…
ଗଞ୍ଜାମ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍ ନିଯୁକ୍ତ
ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ୨ ଆଇଏଏସ୍ ଅଫିସର କରୋନା ପରିଚାଳନା ପାଇଁ ଜିଲାକୁ ଯିବେ। ସରକାର ଉକ୍ତ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍ଙ୍କୁ ନିଯୁକ୍ତି କରିଛନ୍ତି। ସେମାନେ…
ହାତବାନ୍ଧି ବସିଛନ୍ତି ଅଟୋ ଚାଳକ: ଭଡା ପାଇଁ ବାହାରିଲେ ପୋଲିସ ପାହାରକୁ ଡର
ଗଞ୍ଜାମ,୪।୭(ଡି.ଏନ୍.ଏ): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଓ ଜଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍ଡାଉନ, ଶଟ୍ଡାଉନ ସହ ବିଭିନ୍ନ କଟକଣା ଜାରି କରାଯାଇଛି । ତେବେ ଏଥିରେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି ଅଟୋ ଚାଳକ। ଭଡା ପାଇଁ ବାହାରିଲେ…
ଦାରିଙ୍ଗବାଡ଼ିରେ ଶଟ୍ଡାଉନ କଡ଼ାକଡ଼ି: ହଟ୍ସ୍ପଟ ସ୍ଥାନରୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର
ଦାରିଙ୍ଗବାଡ଼ି,୪।୭(ଡି.ଏନ୍.ଏ): କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଶନିବାର ଏବଂ ରବିବାର ଶଟ୍ଡାଉନ୍ କରାଯାଇଛି । ବାହାର ଜିଲାର ହଟ୍ସ୍ପଟ ସ୍ଥାନରୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରଖାଯାଇଛି। ଶଟ୍ଡାଉନ ଘୋଷଣା ପରେ ଦାରିଙ୍ଗବାଡ଼ ବ୍ଲକର…
CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ; ଅଛନ୍ତି ଗଞ୍ଜାମରୁ ୩, ଖୋର୍ଦ୍ଧାରୁ ୨
ଭୁବନେଶ୍ୱର, ଛତ୍ରପୁର, ୪।୭(ବ୍ୟୁରୋ/ଡି.ଏନ୍.ଏ.): ଶନିବାର ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୫ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ତେବେ ଗଞ୍ଜାମ ଜିଲାର ୩ ଆକ୍ରାନ୍ତ ପୁରୁଷ ହୋଇଥିବା…
ବୁଗୁଡାଥାନାର ପୁଣି ୧୬ପୋଲିସ କର୍ମଚାରୀଙ୍କ ସହ କାନସୁକା ଗ୍ରାମର ସ୍ବାମୀ, ସ୍ତ୍ରୀ କରୋନା ସଂକ୍ରମିତ
ବୁଗୁଡା,୪।୭(ଡି.ଏନ୍.ଏ): ଗଞ୍ଜାମ ଜିଲା ବୁଗୁଡା ବ୍ଳକ ଅନ୍ତର୍ଗତ ଗୌଡିଆବୋରଦା ପଞ୍ଚାୟତ ଅନ୍ତର୍ଗତ କାନସୁକା ଗ୍ରାମର ଗୋଟିଏ ପରିବାରର ସ୍ବାମୀ ଓ ସ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ବୁଗୁଡା ଥାନାର ପୁଣି ୧୬ ପୋଲିସ କର୍ମଚାରୀ (ଓଏସ୍ଏପି) କରୋନାରେ ଆକ୍ରାନ୍ତ…
ଗଞ୍ଜାମରେ ଶଟ୍ଡାଉନ ପ୍ରଭାବ, ରାସ୍ତାଘାଟ ଜନଶୂନ୍ୟ
ଗଞ୍ଜାମ,୪।୭(ଡି.ଏନ୍.ଏ.): ମହାମାରୀ କରୋନା ଭାଇରସ୍ ବା କୋଭିଡ-୧୯ ମୁକାବିଲା ନିମନ୍ତେ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରାଯାଉଛି l ଏହି କ୍ରମରେ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ ଏପିଡି ତଥା ଗଞ୍ଜାମ ବ୍ଲକ ବିଡ଼ିଓ…
କରୋନାରେ ପୁଅ ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା
କବିସୂର୍ଯ୍ୟନଗର,୩ା୭(ଡି.ଏନ୍.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ (୫୫)।…
Archives


