ଗଞ୍ଜାମ

ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅନ୍ତର୍ଗତ ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହୁମ୍ମା ତଳ ସାହିର ଶ୍ରୀଧର…

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ୨ ଅଭିଯୁକ୍ତ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣ ଚଢ଼ାଉ ବେଳେ ବାଲି ମାଫିଆମାନେ ଅତିରିକ୍ତ ତହସିଲଦାର ଏବଂ ୩ ଆର୍‌ଆଇଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ପଡ଼ିଛି ମହଙ୍ଗା। ଉକ୍ତ ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ମଙ୍ଗଳବାର ସେମାନଙ୍କୁ…

ସମୁଦ୍ରରେ ଆଉ ନାହାନ୍ତି ମତ୍ସ୍ୟଜୀବୀ, ଅସୁରକ୍ଷିତ ସ୍ଥାନ ଚି଼ହ୍ନଟ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଲାଗି ସମୁଦ୍ର ଅଶାନ୍ତ ହେଉଛି। ଏ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ସମୁଦ୍ରରେ କେହି ମତ୍ସ୍ୟଜୀବୀ ନ ଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏ ନେଇ…

ଲୋକଙ୍କ ଲାଗି ୨ ଦିନ ସମୁଦ୍ର ବେଳାଭୂମି ମନା

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଲାଗି ଗଞ୍ଜାମ ଜିଲାର ସମସ୍ତ ସମୁଦ୍ର ବେଳାଭୂମିକୁ ମଙ୍ଗଳବାର ଓ ବୁଧବାର ୨ ଦିନ ଲାଗି ଲୋକଙ୍କୁ ଯିବା ପାଇଁ ବାରଣ କରାଯାଇଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି କରିଛନ୍ତି।…

ପହଁରି ପହଁରି ସମୁଦ୍ରକୂଳକୁ ଆସିଲେ ୬୦ ମତ୍ସ୍ୟଜୀବୀ

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ନିକଟ ଉପକୂଳଠାରୁ ୨୦୦ ମିଟର ଦୂର ସମୁଦ୍ରରେ ଏକ ବଡ଼ ଅଘଟଣରୁ ୬୦ ଜଣ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମାଛ ମାରି ଆର୍ଯ୍ୟପଲ୍ଲୀ ନିକଟ କୂଳକୁ ଫେରୁଥିବା ବେଳେ ଜେଟିଠାରୁ ୨୦୦ ମିଟର ଦୂରରେ…

ପର୍ଯ୍ୟଟକଙ୍କୁ ଗୋପାଳପୁର ବେଳାଭୂମି ମନା

ଗଞ୍ଜାମ,୧୦।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ଗୋପାଳପୁର ବେଳାଭୂମି ଅଶାନ୍ତ ହେଲାଣି। ସମୁଦ୍ରରେ ଉଚ୍ଚ ଜୁଆର ଆସୁଛି। ଫଳରେ ଗୋପାଳପୁର ବେଳାଭୂମିରେ ୩ ନଂ ବିପଦ ସଙ୍କେତ…

ଏୟାରଲିଫ୍ଟ ହେଲେ ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରୁ ୧୧ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି। କୋଷ୍ଟଗାର୍ଡର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଫସି ରହିିଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀ ଏକ ଡଙ୍ଗାରେ ମାଛ…

ଗଭୀର ସମୁଦ୍ରରେ ଫସି ରହିଛନ୍ତି ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଅଶାନ୍ତ ସମୁଦ୍ରରେ ଫସିରହିଛନ୍ତି ୧୧ ମତ୍ସ୍ୟଜୀବୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରେ। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀଏକ ଡଙ୍ଗାରେ ମାଛ ମାରିବାକୁ ସମୁଦ୍ର ଭିତରକୁ ଯାଇଥିଲେ। ଫେରିଲା ବେଳେ ଯାନ୍ତ୍ରିକ…

ମୋ ସ୍ବାମୀଙ୍କୁ ମିଥ୍ୟା ମାମଲାରେ ଫସାଇଛି ବନ ବିଭାଗ

ଭଞ୍ଜନଗର,୯ା୫(ଡି.ଏନ୍‌.ଏ.): ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥ ପ୍ରସାଦ ରେଞ୍ଜ ଅଧୀନ ତିରିଗୋଛ ଗ୍ରାମର ଅମର ବେହେରା ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଗତ ୨୭ ତାରିଖରେ ଗିରଫ ହୋଇଥିଲେ। ବନ୍ୟପ୍ରାଣୀ ଶିକାର ପାଇଁ ସେ ଜଙ୍ଗଲରେ ନିଆଁ ଲଗାଉଥିବା ନେଇ ବନ…

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ଘଟଣା: ୨ମୁଖ୍ୟ ଅଭିଯୁକ୍ତ ଗିରଫ

ଗଞ୍ଜାମ,୯।୫(ଡି.ଏନ୍‌.ଏ.): ଅତିରିକ୍ତ ତହସିଲଦାର ଶୁଭେନ୍ଦୁ କୁମାର ଜେନାଙ୍କ ସହ ୩ ଆର୍‌ଆଇ ଭାସ୍କର ସାହୁ, ସୀତାରାମ ସାହୁ ଓ ସୁଶାନ୍ତ କୁମାର ବେହେରାଙ୍କୁ ଆକ୍ରମଣକାରି ଲହୁଲୁହାଣ ଘଟଣାରେ ଗଞ୍ଜାମ ପୋଲିସ ସୋମବାର ୨ଜଣଙ୍କୁ ଗିରଫ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା…

ଗଞ୍ଜାମକୁ ୬ ଜାତୀୟ ପଞ୍ଚାୟତ ଆଓ୍ବାର୍ଡ, ଟିମ୍‌କୁ ଶ୍ରେୟ ଦେଲେ ଜିଲାପାଳ

ଛତ୍ରପୁର,୯ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ୬ଟି ଜାତୀୟ ପଞ୍ଚାୟତ ଆଓ୍ବାର୍ଡ-୨୦୨୨ ମିଳିଛି। ସେଥିମଧ୍ୟରେ ଜିଲାର ହିଞ୍ଜିଳି ବ୍ଲକ, ଶେରଗଡ଼ ବ୍ଲକ, ସାରୁ ଓ କେଳୁଆପଲ୍ଲୀ ପଞ୍ଚାୟତକୁ ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସଶକ୍ତିକରଣ ପୁରସ୍କାର ଆଓ୍ବାର୍ଡ ମିଳିଛି। ସେହିପରି କାଇଁଚପୁର ପଞ୍ଚାୟତକୁ ଚାଇଲ୍ଡ ଫ୍ରେଣ୍ଡଲି…

କନିଷ୍ଠ ଡାକ୍ତରଙ୍କ ବିରୋଧରେ ଅଧ୍ୟକ୍ଷଙ୍କ ଏତଲା

ବ୍ରହ୍ମପୁର ଅଫିସ,୯।୫: ଏମକେସିଜି ମେଡିକାଲ କଲେଜ ଓ ହସ୍ପିିଟାଲର ଏମବିବିଏସ ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ର଼୍ୟାଗିଂ ଘଟଣା ଏବେ ଥାନାରେ ପହଞ୍ଚିଛି। ର଼୍ୟାଗିଂ କରାଯିବା ନେଇ ସିସିଟିଭି ଫୁଟେଜ ସାମ୍ନାକୁ ଆସିବା ପରେ ଏମକେସିଜିର ଅଧ୍ୟକ୍ଷ ତଥା ଡିନଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?