ଗଞ୍ଜାମ

ଦିନକରେ ୯୫ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬୭କୁ ବୃଦ୍ଧି

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଗୁରୁବାର ଦିନକରେ ୯୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୬୭କୁ ବୃଦ୍ଧି ପାଇଛି । ଏଥି ମଧ୍ୟରୁ ୧୦୪୧ ଜଣ ସୁସ୍ଥ ହୋଇଥିବା ବେଳେ ୫୧୦ ଆକ୍ରାନ୍ତ…

କରୋନା ନେଲା ଆଉ ଏକ ମୁଣ୍ଡ: ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଛି। ମୃତକ ଜଣକ ୪୯ ବର୍ଷୀୟ ପୁରୁଷ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଗୁରୁବାର ଏ…

ଗଞ୍ଜାମ ଜିଲାପାଳଙ୍କ ଶେରଗଡ଼ ବ୍ଲକ ଗସ୍ତ: କହିଲେ ଜୁଲାଇ ମାସରେ ସତର୍କ ରହିବାକୁ ପଡ଼ିବ

ଶେରଗଡ଼,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଭୋରରୁ ଶେରଗଡ଼ ବ୍ଲକ ଗସ୍ତରେ ଆସିଛନ୍ତି। ଏହି ସମୟରେ ସେ ବ୍ଲକ ସମ୍ମୁଖରେ ସରପଞ୍ଚମାନଙ୍କ ସହ ଆଲୋଚନା କରିଛନ୍ତି। ଜିଲାପାଳ ସରପଞ୍ଚମାନଙ୍କୁ ନିଜ ପଞ୍ଚାୟତର ସମସ୍ତ ୱାର୍ଡରେ ଗୋଟିଏ ଲେଖାଏ କମିଟି…

ଗୋବିନ୍ଦପୁର ବଡ଼ପୋଖରୀରେ ଗାଧୋଇବାକୁ ବାରଣ କଲେ ତହସିଲଦାର: ପୂରା ଗ୍ରାମ ବୁଲି କଲେ ଅନୁରୋଧ

ଶେରଗଡ଼,୨।୭(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ପ୍ରତିଦିନ ତହସିଲ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଶେରଗଡ଼ ପରିବା ବଜାରକୁ ନିର୍ଜନ ସ୍ଥାନକୁ ଘୁଞ୍ଚାଇ…

ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ

ବୁଗୁଡ଼ା,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନାର ୬ ପୋଲିସ କର୍ମଚାରୀ ଏବଂ ଅଗ୍ନିଶମ ବିଭାଗର ୫ କର୍ମଚାରୀ କିଛିଦିନ ତଳେ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଏବେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ ହୋଇ କୋଭିଡ୍‌…

ଉପ ଜିଲାପାଳଙ୍କ ନିର୍ଦ୍ଦେଶପରେ ଚାରାରୋପଣ ସ୍ଥଗିତ

ଭଞ୍ଜନଗର,୧।୭(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ ଅନ୍ତର୍ଗତ ତନରଡ଼ା ଗୋଚର ଜମିରେ ଚାରାରୋପଣ ଯୋଜନାକୁ ନେଇ ବନ ବିଭାଗ ଓ ଆଇଆର୍‌ବି ବାଟାଲିୟନ ମଧ୍ୟରେ ଶୁକ୍ରବାର ବିବାଦ ଦେଖାଦେଇଥିଲା। ଏନେଇ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ଜାଣିବା ପରେ ମଙ୍ଗଳବାର ଚାରାରୋପଣକୁ…

କିରୋସିନ ଚୋରା ଚାଲାଣ ବେଳେ ଗୋଡେଇ ଧରିଲେ ଗ୍ରାମବାସୀ

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରୁ ବୁଧବାର ଟ୍ରାକ୍ଟର ଯୋଗେ ୨ ବ୍ୟାରେଲ ପିଡିଏସ୍‌ କିରୋସିନ ଚୋରାଚାଲାଣ ବେଳେ ଗ୍ରାମବାସୀ ପିଛା କରିଥିଲେ। ସମ୍ପୃକ୍ତ ବ୍ୟକ୍ତି ବ୍ୟାରେଲ ଫୋପାଡି ଫେରାର ହୋଇଯାଇଛନ୍ତି। ଦିଗପହଣ୍ଡି ଯୋଗାଣ ନିରୀକ୍ଷକ ସୌଭାଗ୍ୟ ରଞ୍ଜନ ନାୟକ…

ବେଢା ଭିତରେ ହେଲା ବାହୁଡା ଯାତ୍ରା

ଧରାକୋଟ,୨ା୭(ଡି.ଏନ୍‌.ଏ.)- ଓଡ଼ିଶାର ଯେତେ ଗଡ଼ଜାତ ରାଜ୍ୟ ରହିଛି ସେଥିମଧ୍ୟରୁ ଧରାକୋଟ ଗଡ଼ର ବାହୁଡ଼ା ଯାତ୍ରା ନିଆରା। କିନ୍ତୁ ଚଳିତବର୍ଷ ମହାମାରୀ କରୋନା ପାଇଁ ଶହ ଶହ ବର୍ଷର ପରମ୍ପରା ଭାଙ୍ଗିଛି। ମନ୍ଦିର ବେଢ଼ା ଭିତରେ ସମ୍ପନ୍ନ ହୋଇଛି ଶ୍ରୀଜୀଉଙ୍କ ବାହୁଡା ଯାତ୍ରା।…

ଗୋକର୍ଣ୍ଣପୁର ପଞ୍ଚାୟତ ଓ୍ବାର୍ଡ ନଂ.୧୩ ସିଲ୍‌

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ପରେ ବୁଧବାର ସ୍ଥାନୀୟ ସରପଞ୍ଚ ମିନତୀ କୁମାରୀ ଦେବୀ ଓ୍ବାର୍ଡ ନଂ.୧୩କୁ ୭ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏନେଇ ବିଡ଼ିଓ ହଳଧର ଶବରଙ୍କୁ ସନ୍ଧ୍ୟାରେ ଜଣାଇଥିଲେ।…

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ସ୍ଥାୟୀ କୋଠାର ଭିତ୍ତିପ୍ରସ୍ତର

ବ୍ରହ୍ମପୁର ଅଫିସ,୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାପନର ୫ବର୍ଷ ପରେ ଏହାର ନିଜସ୍ବ କୋଠା ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପାଲୁରହିଲ୍‌ସ୍ଥିତ ସତଚିତ ଆନନ୍ଦ ବିହାରଠାରେ ବୁଧବାର ବିଶ୍ୱବିଦ୍ୟାଳୟର ଏକାଡେମିକ ବ୍ଲକ, ଅଡିଟୋରିୟମ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ…

ବ୍ୟାଙ୍କ କଲୋନୀକୁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଛତ୍ରପୁର,୧ା୭(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସିରେ ୬ ଦିନିଆ ଶଟ୍‌ଡାଉନ୍‌ ବଳବତ୍ତର ରହିଛି ା ବୁଧବାର ଶଟ୍‌ଡାଉନ୍‌ର ଦ୍ୱିତୀୟ ଦିବସରେ ମଧ୍ୟ ହାତଗଣତି ଔଷଧ ଦୋକାନ ଖୋଲାରହିଥିବା ବେଳେ ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା ା ଲୋକେ ଘରୁ ବାହାରି ନ ଥିବା…

ଆସିକା ପ୍ରବେଶପଥ ସିଲ୍‌

ଆସିକା,୧ା୭(ଡି.ଏନ୍‌.ଏ) ଆସିକା ସହରାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜନସମାଗମକୁ ରୋକିବା ଲକ୍ଷ୍ୟରେ ପ୍ରଶାସନ ପକ୍ଷରୁ ସହରର ମୁଖ୍ୟ ପ୍ରବେଶ ପଥକୁ ବୁଧବାର ସିଲ କରାଯାଇଛି ା ବସଷ୍ଟାଣ୍ଡରୁ ସହର ମଧ୍ୟକୁ ଆସୁଥିବା ବସଷ୍ଟାଣ୍ଡ ସଂଲଗ୍ନ ଖମ୍ବେଶ୍ୱରୀ ଗେଟ, କୁମ୍ଭାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri