ଗଞ୍ଜାମ

ଏମ୍‌କେସିଜି ମେଡିକାଲ କଲେଜ ପ୍ରଶାସନିକ କୋଠାରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୨ା୫: ଏମ୍‌କେସିଜି ମେଡିକାଲ କଲେଜ ପ୍ରଶାସନିକ କୋଠାରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟିଛ। ବିଦ୍ୟୁତ୍‌ ଶଟ୍‌ସର୍କିଟ୍‌ ଯୋଗୁ ଅଧ୍ୟକ୍ଷଙ୍କ କୋଠରି ନିକଟରେ ଥିବା ଏଷ୍ଟାବ୍ଲିସମେଣ୍ଟ ବିଭାଗରେ ନିଆଁ ଲାଗି କିଛି ଫାଇଲ ଓ ଆସବାବପତ୍ର ପୋଡ଼ିଯାଇଛି। କାନ୍ଥରେ ଲାଗିଥିବା ଏକ…

ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ଜଙ୍ଗଲ ମନ୍ତ୍ରୀ

ଭଞ୍ଜନଗର,୧ା୫(ଡି.ଏନ୍‌.ଏ.): ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ବ୍ଲକ ଲେମ୍ଭେଇ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମନ୍ତ୍ରୀ ପ୍ରଥମେ ମାଙ୍କଡ଼କମ୍ପା ଅଙ୍ଗନଓ୍ବାଡି କେନ୍ଦ୍ର,…

ଚୋରାମଦ କାରବାର: ୪ ଗିରଫ

ଦିଗପହଣ୍ଡି,୩୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଚୋରାମଦ କାରବାର ଚାଲୁଥିବା ସମ୍ପର୍କରେ ସୂଚନା ପାଇ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଦିଗପହଣ୍ଡି ଅବକାରୀ ଦଳ ପୃଥକ୍‌ ସ୍ଥାନରେ ମିଳିତ ଚଢ଼ାଉ କରି ୧୧୯ ଲିଟର ଚୋରା ଦେଶୀ…

ଏସ୍‌ଟିଏଫ୍‌ ପଞ୍ଝାରେ ଦୁଇ ଗଞ୍ଜେଇ ବେପାରୀ

ବୁଗୁଡ଼ା,୨୯ା୪(ଡି.ଏନ୍‌.ଏ.): ବୁଗୁଡ଼ାର ଦୁଇ ପୋଖତ ଗଞ୍ଜେଇ ବେପାରୀ ଭାଇ ବନମାଳୀ ପ୍ରଧାନ ଓ ଅରୁଣ ଗୁରୁବାର ମଧ୍ୟରାତିରେ ଏସ୍‌ଟିଏଫ୍‌ ପଞ୍ଝାରେ ପଡ଼ିଛନ୍ତି। ସେମାନଙ୍କଠାରୁ ୧୧୦୦ କି.ଗ୍ରା ଗଞ୍ଜେଇ, ୧ କି.ଗ୍ରା ଅଫିମ, ୬୮୨ ଗ୍ରାମ୍‌ ସୁନା ଓ ୧୨୦ ଗ୍ରାମ୍‌ର ରୁପା…

ବିଦ୍ୟୁତ୍‌ ଖୁଣ୍ଟରୁ ଖସିପଡ଼ିଲେ ଲାଇନ୍‌ମ୍ୟାନ

ଗଞ୍ଜାମ,୨୯।୪(ଡି.ଏନ୍‌.ଏ.): ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି ମରାମତି କରୁଥିବା ବେଳେ ଖସିପଡି ଜଣେ ଲାଇନ ମ୍ୟାନ୍‌ (କର୍ମଚାରୀ) ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଦାମୋଦରପୁର ଗ୍ରାମର ଭୀମ ରେଡି l ତାଙ୍କ ଗୋଡ଼ରେ ଅଧିକ ଆଘାତ ଲାଗିଥିବା ବେଳେ ତୁରନ୍ତ ତାଙ୍କୁ…

ପୁଅର ଠେଙ୍ଗା ମାଡ଼ରେ ମା’ମୃତ

ହିଞ୍ଜିଳିକାଟୁ, ୨୮।୪(ଡି.ଏନ୍‌.ଏ.): ପୁଅର ଠେଙ୍ଗା ମାଡ଼ରେ ମା’ଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧିନ ଚାନ୍ଦୁଲି ଗ୍ରାମରେ। ମୃତକ ହେଲେ ଚାନ୍ଦୁଲି ଗାଁ ଆଡୁଆ ସାହିର କନକ ସାହୁ (୭୫)…

୬ ଦିନ ପରେ ପୋଲିସ ହାତରେ ଲାଗିଛି ପ୍ରମାଣ

ଛତ୍ରପୁର,୨୮ା୪(ଡି.ଏନ୍‌.ଏ): ଛତ୍ରପୁର ଥାନା ହଂସପୁର ଗାଁର ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡାଙ୍କୁ ହତ୍ୟା ଘଟଣାର ୬ ଦିନ ପରେ ବି ପୋଲିସ କାହାରିକୁ ଗିରଫ କରିପାରି ନାହିଁ। ଗତ ୨୨ ତାରିଖ ରାତିରେ କୃଷ୍ଣଚନ୍ଦ୍ରଙ୍କୁ ହତ୍ୟା କରାଯାଇଥିଲା। ୩ ଦିନ ପର୍ଯ୍ୟନ୍ତ…

ନିଆଁ ଲଗାଇବା ପଡ଼ିଲା ମହଙ୍ଗା

ଭଞ୍ଜନଗର,୨୮।୪(ଡି.ଏନ.ଏ.): ଘୁମୁସର ଉତ୍ତର ବନଖଣ୍ଡର ମୁଜାଗଡ଼, ଗାଲେରି ଏବଂ ତାରସିଂ ରେଞ୍ଜରେ ଜଙ୍ଗଲ ପୋଡ଼ି ବଢ଼ିବାରେ ଲାଗିଛି। ଏଥିଲାଗି ବନ୍ୟପ୍ରାଣୀ ବିପଦରେ ପଡ଼ୁଥିବା ବେଳେ ମୂଲ୍ୟବାନ ଗଛ ମଧ୍ୟ ଧ୍ୱଂସ ପାଉଛି । ଏହାକୁ ନେଇ ପରିବେଶବିତ୍‌ ଚିନ୍ତା ପ୍ରକଟ କରିଛନ୍ତି।…

ବିଭିନ୍ନ ପ୍ରକଳ୍ପର ଉନ୍ନୟନ କାର୍ଯ୍ୟ ବୁଲି ଦେଖିଲେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୨୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠ ପରିଦର୍ଶନ କରିଥିଲେ l ସେଠାରେ ନୂତନ ଭାବେ ନିର୍ମିତ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଉନ୍ନୟନମୂଳକ କାର୍ଯ୍ୟଶୈଳୀ ଦେଖି ବିଡିଓ ଏବଂ…

୪ ବର୍ଷ ପରେ ପୁଣି ଚମକିଲେ ଗଞ୍ଜାମର ମନସ୍ବିନୀ

ଗଞ୍ଜାମ,୨୮।୪(ଡି.ଏନ.ଏ.): ଗଞ୍ଜାମ ଜିଲା ମଲାଡ଼ ପଞ୍ଚାୟତ ପଣିବନ୍ଧ ଗ୍ରାମର ସୁନାଝିଅ ମନସ୍ବିନୀ ମହାରଣା ପୁଣି ଚମକିଛନ୍ତି। ସେ ଚଳିତ ମାସ ୨୦ରୁ ୨୪ ଯାଏ ଗୋଆର ହାୱାଲି ବିଚରେ ଅଲ ଇଣ୍ଡିଆ ବୋର୍ଡ ସେଲିଂ ଚାମ୍ପିୟନସିପ ପ୍ରତିଯୋଗିତା ଭାଗ ନେଇ ରୌପ୍ୟ…

ସ୍ମାର୍ଟ ସ୍କୁଲରେ ଶିକ୍ଷକ ଅଭାବ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମର ବହୁ ପୁରାତନ ସରକାରୀ ସିଟି ହାଇସ୍କୁଲରେ ଚଳିତ ଶିକ୍ଷାବର୍ଷ ନିମନ୍ତେ ଏପ୍ରିଲ ୨୦ରୁ ବିଭିନ୍ନ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ନାମଲେଖା ଆରମ୍ଭ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳର ଅଭିଭାବକ ପିଲାଙ୍କ ନାମ ଲେଖାଇବା ପାଇଁ ଗଲେ…

ବୁଗୁଡ଼ା ନୂଆ ବସ୍‌ଷ୍ଟାଣ୍ଡରେ ଶୀତଳ ଜଳ ଯନ୍ତ୍ର ଅକାମୀ

ବୁଗୁଡ଼ା,୨୮।୪(ଡି.ଏନ.ଏ.): ଯାତ୍ରୀମାନଙ୍କୁ ସ୍ବଚ୍ଛ ଓ ଶୀତଳ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ମାତ୍ର ୪ ମାସ ତଳେ ବୁଗୁଡ଼ା ନୂଆଁ ବସଷ୍ଟାଣ୍ଡ ପରିସରରେ ସ୍ଥାପନ କରାଯାଇଥିବା ୱାଟର ଫିଲଟର ଅକାମି ହୋଇପଡିଛି। ଫଳରେ ବିଭିନ୍ନ ସ୍ଥାନକୁ ଯାତ୍ରା କରିବା ପାଇଁ ବସକୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?