କରୋନା ଯନ୍ତ୍ରଣା: ଗଞ୍ଜାମରେ ଅଳିଆ ଗଦାରୁ ଖାଦ୍ୟ ସାଉଁଟୁଛନ୍ତି ଗୋରୁପଲ
ବ୍ରହ୍ମପୁର ଅଫିସ,୨୨।୪- କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟରେ ଲକଡାଉନ (ତାଲା ବନ୍ଦ ) ସ୍ଥିତି ଜାରି ରହିଛି। ଏଥିଯୋଗୁ ମଣିଷଠାରୁ ଆରମ୍ଭ କରି ପଶୁପକ୍ଷୀମାନେ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ସମଗ୍ର ଗଞ୍ଜାମ ଜିଲାରେ ବୁଲା ଗାଈଗୋରୁ...
ଶପଥ ନେଲେ ସରପଞ୍ଚ: ‘ନିଜେ ବାହାରୁ ଆସିଥିବା ଶ୍ରମିକଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବୁ’
ଶେରଗଡ଼, ୨୨।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଭିଡିଓ କନଫେରନ୍ସି ହଲ୍ରେ ଶେରଗଡ଼ ବ୍ଲକର ସମସ୍ତ ସରପଞ୍ଚମାନେ ଏକ ଶପଥ ନେଇଛନ୍ତି। ସରପଞ୍ଚ ଭାବେ ନିଜେ ପଞ୍ଚାୟତକୁ ଫେରିଥିବା ଶ୍ରମିକମାନଙ୍କୁ ନେଇ ଗ୍ରାମ ପଞ୍ଚାୟତଗୁଡ଼ିକରେ ଖୋଲାଯାଇଥିବା କ୍ୱାରାଣ୍ଟାଇନ୍ ଗୃହରେ...
ଟ୍ରକ୍, ଆମ୍ବୁଲାନ୍ସରେ ବେଆଇନ୍ ପ୍ରବେଶ କରୁଛନ୍ତି ଲୋକେ: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ ସୀମାନ୍ତରେ କଡ଼ାକଡ଼ି ଯାଞ୍ଚ
ଛତ୍ରପୁର, ୨୨।୪(ଡି.ଏନ୍.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସୀମାରେ କରାଯାଉଥିବା ମିଳିତ ଯାଞ୍ଚ ବୁଧବାର ଷଷ୍ଠ ଦିନରେ ପହଁଚିଛି। ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍ କରି ଅସ୍ଥାୟୀ ଚେକ୍ଗେଟ କରାଯାଇ ଏହି...
ଦୁଇ କୃଷସାର ମୃଗ ମଧ୍ୟରେ ଲଢ଼େଇ: ଆହତକୁ ଉଦ୍ଧାର କଲା ବନ ବିଭାଗ
ବୁଗୁଡ଼ା,୨୨ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଚକରାପଲ୍ଲୀ ଗ୍ରାମ ନିକଟରେ ଥିବା ଏକ ବିଲରୁ ବୁଧବାର ସକାଳେ ଆହତ ଅବସ୍ଥାରେ ୫ ବର୍ଷର ଅଣ୍ଡିରା କୃଷ୍ଣସାର ମୃଗକୁ ବନବିଭାଗ କର୍ମଚାରୀମାନେ ଉଦ୍ଧାର କରିଥିବା ଜଣାପଡ଼ିଛି। ତେବେ ଦୁଇ ମୃଗଙ୍କ...
୧୩ ବସ୍ତା ଗୁଟ୍ଖା ଜବତ, ୫ ଗିରଫ
ଗୋପାଳପୁର,୨୨ା୪- ଗୁଟ୍ଖା ଚାଲାଣ ବେଳେ ଗୋଳନ୍ଥରା ପୋଲିସ ସୋମବାର ଚଢାଉ କରି ୧୩ ବସ୍ତା ଗୁଟ୍ଖା ଜବତ କରିବା ସହ ୫ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବ୍ରହ୍ମପୁର ମହାନଗର ନିଗମ ପାଣିଗ୍ରାହିପେଣ୍ଠ ସାହିର କାହ୍ନୁଚରଣ ପାଣିଗ୍ରାହି, ଶ୍ରୀଧର ବେହେରା,...
ଜଙ୍ଗଲରେ ଚଢାଉ, ୮୦ ଲିଟର ଦେଶୀମଦ ଜବତ
ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଘଞ୍ଚ ଜଙ୍ଗଲରେ ମଙ୍ଗଳବାର ଅବକାରୀ ଓ ପୋଲିସ ଟିମ୍ ମିଳିତ ଭାବେ ଚଢାଉ କରି ୮୦ ଲିଟର ରନ୍ଧା ଦେଶୀମଦ ଜବତ କରିଛି। ଏଥିସହ ୧୬୮୦୦ ଲିଟର ପୋଚ ନଷ୍ଟ କରି ମଦ ରନ୍ଧା...
ଉପଜିଲାପାଳଙ୍କୁ ସ୍କ୍ରାପ୍ ୱାଚ ଦେଲା ଆଇଟିଆଇ
ବ୍ରହ୍ମପୁର ଅଫିସ, ୨୨ା୪-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଥିବା ଜମାକାରୀଙ୍କୁ ପ୍ରେତ୍ସାହିତ କରାଯିବ। ୧୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର ସହାୟତା ରାଶି ପ୍ରଦାନ କରିଥିବା ଲୋକଙ୍କୁ ବ୍ରହ୍ମପୁର ସରକାରୀ ଆଇଟିଆଇ...
କ୍ୱାରାଣ୍ଟାଇନ୍ରେ ରହିଲେ ୩ ଜଣ
ଆସିକା,୨୨ା୪(ଡି.ଏନ୍.ଏ.): ଆସିକା ବ୍ଲକ ଓ ଏନ୍ଏସି ଇଲାକାକୁ ମଙ୍ଗଳବାର ବିଭିନ୍ନ ସ୍ଥାନରୁ ଆସିଥିବା ୩ ଜଣଙ୍କୁ ପ୍ରଶାସନ ପକ୍ଷରୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ା କେନ୍ଦୁଝର ଜିଲା ବଡବିଲରୁ ଜଣେ ବ୍ୟକ୍ତି କଲେଜ ଛକକୁ ଆସିଥିବା ସୂଚନା...
ଘୁମୁସର ବନଖଣ୍ଡରେ ରୋପଣ ହେବ ୨୫ ଲକ୍ଷ ଚାରା
ଭଞ୍ଜନଗର,୨୨।୪(ଡି.ଏନ.ଏ.)-କରୋନା ଲାଗି ଲକ୍ଡାଉନ୍ ଜାରି ରହିଥିଲେ ମଧ୍ୟ ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଓ ଦକ୍ଷିଣ ଘୁମୁସର ବନଖଣ୍ଡ କର୍ମଚାରୀମାନେ ଚାରା ଉପତ୍ାଦନ ପ୍ରତି ଧ୍ୟାନ ଦେଇଥିଲେ। ସୋମବାରଠାରୁ ଲକ୍ଡାଉନରେ ସାମାନ୍ୟ କୋହଳ ହେବାପରେ ନର୍ସରୀଗୁଡ଼ିକୁ ଆସୁଥିବା ଶ୍ରମିକଙ୍କ ସଂଖ୍ୟା...
ଚେନ୍ନାଇରୁ ସାଇକେଲରେ ସୋରଳ ଫେରିଲେ ୭ ଯୁବକ
ପାତ୍ରପୁର/ ଚିକିଟି,୨୧ା୪(ଡି.ଏନ୍.ଏ.)- ଏଗାର ଶହ କିଲୋମିଟରରୁ ଉର୍ଦ୍ଧ୍ୱ ରାସ୍ତା ସାଇକେଲରେ ଅତିକ୍ରମ କରି ଚେନ୍ନାଇରୁ ୭ଜଣ ଯୁବକ ଚିକିଟି ବ୍ଲକର ସୋରଳ ଗ୍ରାମରେ ପହଞ୍ଚତ୍ଛନ୍ତି। ପ୍ରଶାସନ ପକ୍ଷରୁ ସେମାନଙ୍କୁ ସୋରଳ ମୁକ୍ତେଶ୍ୱର ବିଦ୍ୟପୀଠ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ଶ୍ରମିକ ଭାବେ...
ମନ୍ଦିରରୁ ପୂଜକଙ୍କୁ ଉଠାଇନେଲା ପ୍ରଶାସନ
ଭଞ୍ଜନଗର,୨୧।୪(ଡି.ଏନ.ଏ.)-ଗଞ୍ଜାମରେ ଲକ୍ଡାଉନ ସାମାନ୍ୟ କୋହଳ ହୋଇଥିଲେ ମଧ୍ୟ ମନ୍ଦିରରେ ଲୋକଙ୍କ ଗହଳି ଉପରେ କଟକଣା ଜାରି ରହିଛି। ଏହା ସତ୍ତ୍ୱେ ଭଞ୍ଜନଗର-ବେଲଗୁଣ୍ଠା ରାସ୍ତାର ଜାମପଲ୍ଲୀ ଛକରେ ଥିବା ଏକ ମନ୍ଦିର ମଙ୍ଗଳବାର ସକାଳେ ଖୋଲାଥିବାରୁ କେତେଜଣ ଲୋକ ସେଠାକୁ ପୂଜା...
ଚିତ୍ରକଳାରେ କରୋନା ସଚେତନତା
ଆସିକା,୨୧ା୪(ଡି.ଏନ୍.ଏ.): ଆସିକା କଳାକାର ସଂଘ ପକ୍ଷରୁ ସହରର ବିଜୁ ପଟ୍ଟନାୟକ ଛକ, ବସଷ୍ଟାଣ୍ଡ, ତାଲୁକା ଛକ ଆଦିର ମୁଖ୍ୟ ରାସ୍ତାରେ ଚିତ୍ରକଳା ମାଧ୍ୟମରେ ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଛି । ଚିତ୍ରାଙ୍କନରେ କରୋନା ମୁକାବିଲା ନିମନ୍ତେ ଜନସାଧାରଣଙ୍କୁ...
Archives


