ଗଞ୍ଜାମ

ଭଞ୍ଜନଗରରେ ଭିଜିଲାନ୍ସ ସର୍କିଟ କୋର୍ଟ

ଭଞ୍ଜନଗର,୨୮।୪(ଡି.ଏନ୍‌.ଏ.): ହାଇକୋର୍ଟ ନିର୍ଦ୍ଦେଶକ୍ରମେ ଭଞ୍ଜନଗରରେ ମଙ୍ଗଳବାର ଭିଜିଲାନ୍ସ ସର୍କିଟ କୋର୍ଟ ଖୋଲିଛି । ଗଞ୍ଜାମ ଜିଲା ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ଲୁନା ମହାନ୍ତି ବୁଧବାର ସର୍କିଟ କୋର୍ଟରେ ଯୋଗଦେଇ ଭଞ୍ଜନଗର ଅଞ୍ଚଳର ୬ଟି ମାମଲାର ବିଚାର କରିଥିଲେ। ଏହାପୂର୍ବରୁ ବାର ଆସୋସିଏଶନ…

ରାଜନୈତିକ ଶତ୍ରୁତାରୁ ୨ ବିଜେଡି ନେତାଙ୍କୁ ହତ୍ୟା ଘଟଣା: ପୋଲିସ କବ୍‌ଜାରେ ୬ ସନ୍ଦିଗ୍ଧ

ଦିଗପହଣ୍ଡି,୨୮।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ପଞ୍ଚାୟତର ସଉରା ପାହାଡ ଗାଁ ନିକଟ ରାସ୍ତା ପାର୍ଶ୍ୱରେ ଗତ ଶନିବାର ପାଳଝାଡି ଗ୍ରାମର ୨ ବିଜେଡି ନେତା ସୁଦର୍ଶନ ସୁଆର ଓ ସୁଧୀର କାନ୍ତ ପାତ୍ରଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ମା’ କନକଦୁର୍ଗା ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଶିଳ୍ପାଞ୍ଚଳ ପାର୍ଶ୍ୱ ଆଙ୍କୁଲିର ପ୍ରସିଦ୍ଧ ମା’ କନକ ଦୁର୍ଗା ଠାକୁରାଣୀ ଯାତ୍ରା ବୁଧବାର ରାତ୍ରରୁ ଆରମ୍ଭ ହୋଇଛି। ତେଣୁ ମହାନଗରର ୪୦ନଂ. ୱାର୍ଡ ଆଙ୍କୁଲି ଉତ୍ସବମୁଖର ହୋଇଯାଇଛି। ଏହି ଦ୍ୱି-ବାର୍ଷିକ ଯାତ୍ରା ୧୫ ଦିନ ଚାଲିବ ଏବଂ…

୫ ମାସ ପରେ ବି ପାଞ୍ଚ ଅନ୍ତେବାସୀଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସ(ବାଳକ)ରୁ ୬ ଜଣ ଅନ୍ତେବାସୀ ଚମ୍ପଟ ଘଟଣାର ୫ ମାସ ବିତିଯାଇଛି। ଅଦ୍ୟାବଧି ୫ ଜଣଙ୍କ ପତ୍ତା ପାଇ ପାରିନାହିଁ ପୋଲିସ। ଚମ୍ପଟ ଅନ୍ତେବାସୀ ନିଜ…

ବିଏମ୍‌ସି କଠିନ ବର୍ଜ୍ୟବସ୍ତୁ ପ୍ରକଳ୍ପ କାର୍ଯ୍ୟାରମ୍ଭ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ନିର୍ମିତ ହୋଇଥିବା କଠିନ ବର୍ଜ୍ୟବସ୍ତୁ ପ୍ରକଳ୍ପ ପ୍ରାୟ ୩ ବର୍ଷ ପରେ କାର୍ଯ୍ୟାରମ୍ଭ ହୋଇଛି। ଏ ନେଇ ବୁଧବାର ବିଏମ୍‌ସି କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ନିର୍ବାହୀ ଯନ୍ତ୍ରୀ ବସନ୍ତ ପାଢୀ…

ଗଞ୍ଜାମରେ ନୂଆ ଆର୍‌ଟିଓ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଆର୍‌ଟିଓ ଭାବେ ମାନସ ସାହୁ କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ବରଗଡ଼ ଜିଲାରେ ଆର୍‌ଟିଓ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ଏବେ ଗଞ୍ଜାମରେ ସେ ଯୋଗଦେବା ପରେ ତାଙ୍କୁ କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିବା ଜଣାପଡ଼ିଛି।

ଗୋପାଳ ସାର୍‌ଙ୍କୁ ଧକ୍କା ଦେଲା ସ୍କୁଲ ବସ୍‌

ଗଞ୍ଜାମ,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ସହର ନିକଟସ୍ଥ ଶନିମନ୍ଦିର ପାଖରେ ମଙ୍ଗଳବାର ଏକ ସ୍କୁଲ ବସ୍‌ ଧକ୍କାରେ ଜଣେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଦାମୋଦର ପୁର ଗ୍ରାମର ଆଦର୍ଶ ଶିକ୍ଷକ ଗୋପାଳ ଚନ୍ଦ୍ର ବେହେରା। ତାଙ୍କୁ ଚିକିତ୍ସା ପାଇ ବ୍ରହ୍ମପୁର…

ଶୂନ୍ୟ ହେଲା ମା’ କୋଳ: ଏକାସାଙ୍ଗରେ ଚାଲିଗଲେ ଭାଇ ଉଭଣୀ

ଗଞ୍ଜାମ,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ହୁମା ଫାଣ୍ଡି ଅଧୀନ ଗଡ଼ହୁମା ଗ୍ରାମରେ ମଙ୍ଗଳବାର ଏକ ଦୁଖଃଦ ଘଟଣା ଘଟିଛି। ଗାଁର ଗୋବିନ୍ଦ ମହାରଣାଙ୍କ ନାତି ଏବଂ ନାତୁଣୀଙ୍କ ଗୋଟିଏ ଦିନରେ ଅକାଳ ବିୟୋଗ ଘଟିଛି। ମୃତ ଭାଇ ଭଉଣୀ ହେଲେ ରୁଦ୍ର(୨ ବର୍ଷ)…

ଋଷିକୂଲ୍ୟାରେ ବୁଡ଼ି ଛତିଶଗଡ଼ ଯୁବକ ନିଖୋଜ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଗଙ୍ଗାପୁର ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ନିକଟ ଋଷିକୁଲ୍ୟା କଂସାରୀ ଗଣ୍ଡରେ ଗାଧୋଇାକୁ ଯାଇ ଛତିଶିଗଡ଼ର ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ଜଣକ ହେଉଛନ୍ତି ଆଶିଷ କୁମାର…

ବ୍ୟାଙ୍କରେ ଅଚେତ ହୋଇଗଲେ ନାବାଳିକା ଛାତ୍ରୀ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଜ୍ୟୋତ୍ସ୍ନା ସ୍ବାଇଁ ଓ ତାଙ୍କ ଝିଅ କାଜଲ ସ୍ବାଇଁ(୯) ସୋମବାର କୌଣସି କାମରେ ଗଞ୍ଜାମ ଷ୍ଟେଟ୍‌ ବ୍ୟାଙ୍କ ଆସିଥିଲେ। ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଯୋଗୁ କାଜଲ ହଠାତ୍‌ ଅଚେତ ହୋଇ…

ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି କହି ଠକିନେଲେ ୧୦ ହଜାର

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି। ୧୯୯୯ ମହାବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଟଙ୍କା ମିଳିବ କହି ଜଣେ ବୃଦ୍ଧଙ୍କଠାରୁ ୧୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଗତ ଶନିବାର ପୂର୍ବାହ୍ନରେ ଏକ ବାଇକ୍‌ରେ ଜଣେ ଯୁବକ ଗଞ୍ଜାମ…

ଭାବି ସ୍ବାମୀଙ୍କ ମୃତ୍ୟୁ ସହି ନ ପାରି ଆତ୍ମହତ୍ୟା କଲେ ଯୁବତୀ

ଛତ୍ରପୁର,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ାଙ୍କୁ ଗତ ୨୨ ତାରିଖ ରାତିରେ ପିଟିପିଟି ହତ୍ୟା କରାଯାଇଥିଲା। ତେବେ ଏହି ମାମଲା ସୋମବାର ଭିନ୍ନମୋଡ଼ ନେଇଛି। ଉକ୍ତ ବ୍ୟବସାୟୀଙ୍କ ସହ ବିବାହ କରିବାକୁ ଥିବା ଯୁବତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?