ଡାକମଣ୍ଡଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ
ପାତ୍ରପୁର,୨୧ା୪(ଡି.ଏନ୍.ଏ.): ଲକ୍ଡାଉନ ଯୋଗୁ ଗ୍ରାମାଞ୍ଚଳର ଜନସାଧାରଣଙ୍କ ପାଖରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପହଞ୍ଚିପାରୁନି। ଏଭଳି ସ୍ଥିତିରେ ଡାକ ବିଭାଗ ପକ୍ଷରୁ ଗରିବଙ୍କୁ ଶୁଖିଲା ଖାଦ୍ୟ ଓ ବିଭିନ୍ନ ସାମଗ୍ରୀ ବଣ୍ଟାଯାଉଛି ା ବ୍ରହ୍ମପୁର ମଣ୍ଡଳ ମହାଡାକପାଳ ଜଳେଶ୍ୱର କହଁରଙ୍କ ନିର୍ଦ୍ଦେଶକ୍ରମେ...
ବିଓଆଇର ମୋବାଇଲ ବ୍ୟାଙ୍କିଙ୍ଗ ସେବା ଆରମ୍ଭ
ବେଗୁନିଆପଡା,୨୧ା୪(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଗଞ୍ଜାମ ଜିଲାପାଳ ଏ ଦିଗରେ ବହୁ କଟକଣା ମଧ୍ୟ ଜାରି କରିଛନ୍ତି। କିନ୍ତୁ ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବ୍ୟାଙ୍କରେ ଜନଗହଳି ଦେଖିବାକୁ ମିଳିଛି। ଏହାକୁ ପ୍ରତିହତ...
ତହସିଲ, ଏନ୍ଏସି ଓ ପୋଲିସ ପ୍ରଶାସନ ପକ୍ଷରୁ ସଚେତନତା
ଗଞ୍ଜାମ,୨୧ା୪(ଡି.ଏନ୍.ଏ.)- କରୋନା ମୁକାବିଲା ପାଇଁ ରାଜ୍ୟ ଓ ଜିଲା ପ୍ରଶାସନ ରାତିଦିନ ଏକ କରିଦେଇଛନ୍ତି l ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସାମାଜିକ ଦୂରତ୍ୱ ଓ ସର୍ବ ସାଧାରଣ ସ୍ଥାନରେ ଛେପ...
ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶକୁ ନେଇ ପ୍ରତିଷେଧ ମୂଳକ ପଦକ୍ଷେପ: କୋଷ୍ଟଗାର୍ଡ, ମେରାଇନ ପୋଲିସକୁ ଚିଠି ଲେଖିଲେ ଜିଲାପାଳ
ଛତ୍ରପୁର, ୨୧।୪(ଡି.ଏନ୍.ଏ.): ବାହାର ରାଜ୍ୟରୁ କେହି ଲୋକ ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶ କରିବାକୁ ନେଇ ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରତିଷେଧକ ମୂଳକ ପଦକ୍ଷେପ ନିଆଯାଇଛି। ଏ ନେଇ ସମୁଦ୍ର ପଥରେ ନଜର ରଖିବାକୁ କୋଷ୍ଟଗାର୍ଡ, ଗଞ୍ଜାମ ଓ...
କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଭାଗବତ ଗାଦି ପକ୍ଷରୁ ଦାନ
ଛତ୍ରପୁର, ୨୧।୪(ଡି.ଏନ୍.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିଆବାଲି ସ୍ଥିତ ଲକ୍ଷୀନୃସିଂହ କାମିନୀ ଦାସୁଡୁ ସତ୍ୟମ ସେବା ନୃତ୍ୟ କଳାକେନ୍ଦ୍ର (ଭାଗବତ ଗାଦି) ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୫ ହଜାର ଟଙ୍କାର ଚେକ୍ ପ୍ରଦାନ...
କରୋନା କଟକଣା କୋହଳ ଯୋଗୁଁ ଆରମ୍ଭ ହେଲା ଚାଷ କାର୍ଯ୍ୟ: ଜିଲାପାଳଙ୍କୁ ଧନ୍ୟବାଦ ଦେଲେ ଚାଷୀ
ପୁରୁଷୋତ୍ତମପୁର, ୨୧।୪(ଡି.ଏନ୍.ଏ.): କରୋନା ସହ ମୁକାବିଲା ପାଇଁ ସରକାର ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ହେଲା ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏଥିଯୋଗୁ ଗଞ୍ଜାମରେ ବିଭିନ୍ନ କଟକଣା ଓ ନିୟମ ଜାରି କରି ଲକ୍ଡାଉନ୍କୁ କଡ଼ାକଡ଼ି ଭାବେ ପାଳନ କରିବାକୁ...
ଲକ୍ଡାଉନ ଉଠିବା ପରେ ବାହାର ରାଜ୍ୟରୁ ଫେରିବେ ଲୋକେ: ନାମ ପଞ୍ଜିକରଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଫର୍ମ ଜାରି
ଛତ୍ରପୁର, ୨୧।୪( ଡି.ଏନ୍.ଏ.): ଗଞ୍ଜାମ ଜ଼ିଲାର ବହୁ ଲୋକ ଓଡ଼ିଶା ବାହାରେ ଅଛନ୍ତି। ମେ’ ୩ ତାରିଖ ପରେ ଲକ୍ଡାଉନ ଉଠିବା ପରେ ସେମାନେ ଗଞ୍ଜାମ ଜ଼ିଲ୍ଲାକୁ ପ୍ରତ୍ୟାବର୍ତ୍ତନ କରିବେ। ସେମାନଙ୍କୁ ବାହାର ରାଜ୍ୟ ଫେରନ୍ତା ଭାବରେ ବିବେଚନା କରାଯିବ।...
ଗଞ୍ଜାମରେ ସକାଳ ୭ ରୁ ଅପରାହ୍ନ ୨ଟା ଯାଏ ଖୋଲିବ ବ୍ୟାଙ୍କ: ଜିଲାପାଳ
ଛତ୍ରପୁର, ୨୧।୪(ଡି.ଏନ୍.ଏ.): ଗଞ୍ଜାମ ଜ଼ିଲାରେ ଥିବା ସମସ୍ତ ବ୍ୟାଙ୍କ ସକାଳ ୭ ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ସକାଳେ ଟୁଇଟ୍ କରି ଜଣାଇଛନ୍ତି। ବ୍ୟାଙ୍କଗୁଡିକରେ ଭିଡ଼ ନିୟନ୍ତ୍ରଣ...
କୋଭିଡ୍ ଫଣ୍ଡକୁ ଶବର ସମାଜ କଲ୍ୟାଣ ସମିତିର ସହାୟତା
ଆର.ଉଦୟଗିରି,୨୧ା୪(ଡି.ଏନ.ଏ.)- ଗଜପତି ଜିଲା ଆଦିବାସୀ ଶବର ସମାଜ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀ ରିଲିଫି ପାଣ୍ଠିକୁ ଏକ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏନେଇ ଏକ ଚେକ ଶବରପଲ୍ଲୀ ଶ୍ରୀରାମପୁର ସ୍ଥିତ ଶବର କଲ୍ୟାଣ ସମିତି କାର୍ଯ୍ୟାଳୟ ଶବର ସମାଜ...
ମାସ୍କ ପିନ୍ଧି ନ ଥିବା ଲୋକଙ୍କ ଠାରୁ ୩୮୦୦ ଜରିମାନା ଆଦାୟ
ଆର.ଉଦୟଗିରି,୨୧ା୪(ଡି.ଏନ.ଏ.)- କରୋନା ଭୂତାଣୁକୁ ନେଇ ବିଭିନ୍ନ କଟକଣା ଜାରି କରାଯାଇଥିବାବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଗଜପତି ଜିଲାର ଆର୍.ଉଦୟଗିରି ଥାନା ଅଞ୍ଚଳରେ ମାସ୍କ ନ ପିନ୍ଧି ବଜାର ବୁଲିବା, ସୌଦା ଓ ବିଭିନ୍ନ ଜରୁରୀ କାମରେ ଘରୁ ବାହାରକୁ...
କାଜୁ ଜଙ୍ଗଲ ଲିଜ୍କୁ ନେଇ ବୋମାମାଡ଼, ଜଣେ ମୃତ
ବେଗୁନିଆପଡା,୨୦ା୪(ଡି.ଏନ.ଏ.)- କାଜୁ ଜଙ୍ଗଲ ଲିଜ୍କୁ ନେଇ ବେଗୁନିଆପଡା ବ୍ଲକ ଖିଡିଙ୍ଗିଠାରେ ସୋମବାର ୨ଗୋଷ୍ଠୀ ମୁହଁାମୁହିଁ ହେବା ସହ ବୋମାମାଡରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ବଡଖଇରିଖମା ପଞ୍ଚାୟତ ଗୁଞ୍ଜଗଳ ଗ୍ରାମର ପ୍ରଭାକର ବିଶ୍ୱାଳ(୩୮)। ଅନ୍ୟ...
ଲକ୍ଡାଉନରେ ମାତିଛନ୍ତି ଲୁଟେରା
ପାଟପୁର,୨୦ା୪- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଥିବାବେଳେ ଜଣେ ମହିଳାଙ୍କ ବେକରୁ ସୁନାହାର ଝାମ୍ପି ନେଇଛନ୍ତି। ପୋଲିସ ଲକ୍ଡାଉନ୍ରେ ବ୍ୟସ୍ତ ଥିବାବେଳେ ପାଟପୁର...
Archives


