ଗଞ୍ଜାମ

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ ମିଟର ଦୂରରେ । ଶ୍ରୀ ଶନିଶ୍ଚର ମନ୍ଦିରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ ଏକ ବଡ଼ ଧରଣର ଜିଲାବ୍ୟାପୀ ସ୍ୱତନ୍ତ୍ର ଅଭିଯାନ ଚାଲିଥିଲା। ଗତ ଜୁଲାଇ ୧…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଚ୍ଚନ ବିଷୋୟୀ (୩୦)। ମିଳିଥିବା ସୂଚନା…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଅନ୍ତର୍ଗତ ବାସୁଦେବନଗର ତୃତୀୟ ଲାଇନରେ । ଜଣେ ମହିଳା ତାଙ୍କ ଶାଶୁଘରେ ନିଜ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ସଂଘ ପକ୍ଷରୁ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଚିକିତ୍ସାଳୟ ଅଧ୍ୟକ୍ଷକ ଡାକ୍ତର ଅଲେଖ ପ୍ରଧାନ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ ଗତିରେ ଅବକ୍ଷୟ ହେବାରେ ଲାଗିଛି । ବିଶେଷ କରି ସମୁଦ୍ର ଉଚ୍ଚ…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା ଏବଂ ପଥର କୁଆଁରୀ ନିମନ୍ତେ ପାହାଡ଼କୁ କାଟିବା ଦ୍ୱାରା ପ୍ରଚଣ୍ତ ଶବ୍ଦ ଯୋଗୁ…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ ଯାତାୟତ କରିଥାଏ। ଆଜି ସକାଳ ୭ ଟା ସମୟରେ ବାଲୁଗାଁ ଠାରୁ ଯାତ୍ରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ କଲେ ଖାଲି ପ୍ରତିଶ୍ରୁତି ମିଳୁଛି, ମାତ୍ର କାର୍ଯ୍ୟକାରୀ ହେଉନି । ଜିଲା ପ୍ରଶାସନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ ଜାଣିବେ। ଏଥିସହ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ ହୋଇପାରିବ। ତେଣୁ ଉପଖଣ୍ଡ ପ୍ରଶାସନ…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି ମହାନ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଘଟଣାରୁ ପ୍ରକାଶ ଯେ, ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?