ଗଞ୍ଜାମ

ଛତ୍ରପୁରବାସୀଙ୍କୁ ଡରାଉଛି କରୋନା: ୱାର୍ଡ ବାସିନ୍ଦା, ଦୋକାନୀଙ୍କ ସ୍ବାବ ସଂଗ୍ରହ

ହଛତ୍ରପୁର,୧୪।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁରବାସୀଙ୍କୁ କରୋନା ଡରାଇବାରେ ଲାଗିଛି । ଏଠାରେ ଦୈନିକ ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଛି । ଗୁରୁବାର ଛତ୍ରପୁର ଏନ୍‌ଏସିର ୩ ନଂ. ୱାର୍ଡ ଅଧିନ ରେଲ୍‌ୱେ କଲୋନୀରେ ୯ ଜଣ, ରିକାପଲ୍ଲୀ ମେନ୍‌ ରୋଡ୍‌, କୋର୍ଟ…

ରାସ୍ତା ସମ୍ପ୍ରସାରଣ ଆଳରେ ମାଛ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗିଲା, ରାସ୍ତାପାର୍ଶ୍ୱରେ ଚାଲିଛି ବ୍ୟବସାୟ

ଗଞ୍ଜାମ,୧୪ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସୌନ୍ଦର୍ଯ୍ୟକରଣ ପାଇଁ ଜୟଶ୍ରୀ ଛକଠାରୁ ଦାମୋଦରପୁର ପର୍ଯ୍ୟନ୍ତ ଉଭୟ ପାର୍ଶ ରାସ୍ତା ନିର୍ମାଣ କାମ ଚାଲିଛି l ଏଥିପାଇଁ ବଜାରରେ ଥିବା ଦୋକାନ ଓ ଉଠା ଦୋକାନୀମାନଙ୍କୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ବଡ଼ ବଡ଼…

ଛତ୍ରପୁର ଉପଖଣ୍ଡରେ ୮୩% ସୁସ୍ଥ

  ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ଛତ୍ରପୁର ଉପଖଣ୍ଡରେ ଥିବା ୮ ବ୍ଲକ ଓ ୯ ସହରାଞ୍ଚଳରେ ଟେଷ୍ଟ ତୁଳନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଜୁଲାଇ ୨୩ରୁ ଗତ ୧୧ ତାରିଖ ମଧ୍ୟରେ ଉପଖଣ୍ଡର ସ୍ଥିତି ଏକ ଗ୍ରାଫ ମାଧ୍ୟମରେ ଦିଆଯାଇଛି। ବର୍ତ୍ତମାନ…

ଅଙ୍ଗଦାନ ନେଇ ପ୍ରିୟଙ୍କାରାଣୀଙ୍କ ପରିବାରକୁ ମିଳିଲା ୫ ଲକ୍ଷ

ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କୁ ମରଣୋତ୍ତର ସୁରଜ ସମ୍ମାନ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଏଥିସହ ତାଙ୍କ ପରିବାରକୁ ପାଞ୍ଚଲକ୍ଷ ଟଙ୍କା…

କରୋନାରେ ଘରକୁ ବନ୍ଧୁ ଆଣିବାରୁ ହତ୍ୟା

ଜଗନ୍ନାଥପ୍ରସାଦ,୧୩ା୮(ଡି.ଏନ୍‌.ଏ.)-କରୋନାରେ ଘରକୁ ବନ୍ଧୁ ଆଣିବାରୁ ଘଟିଛି ବିଭତ୍ସ ହତ୍ୟାକାଣ୍ଡ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା କରଡାପଲ୍ଲୀ ଗ୍ରାମରେ ବୁଧବାର ମଧ୍ୟରାତ୍ରରେ ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ପ୍ରମୋଦ ବେହେରା (୪୮)। ପୋଲିସ କହିଛି, ପ୍ରମୋଦଙ୍କ…

ଅମାନିଆଙ୍କୁ ୮୫,୦୦୦ ଜରିମାନା

ବ୍ରହ୍ମପୁର ଅଫିସ,୧୩ା୮: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହ ଦିନକୁ ଏହାର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ କଟକଣା ଜାରି କରାଯାଇଛି। ଏପରିକି ଅପରାହ୍ନ ୪ ଟାଠାରୁ ତା’ପରଦିନ ସକାଳ ୬ ଟା…

ତାଗିଦ ସତ୍ତ୍ୱେ କରୁଥିଲେ କୋଭିଡ ନିୟମ ଉଲ୍ଲଂଘନ: ସିଲ୍‌ ହେଲା ମୋବାଇଲ୍‌ ଦୋକାନ

ଗଞ୍ଜାମ,୧୩।୮(ଡି.ଏନ୍‌.ଏ. ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଅସମ୍ଭାଳ ହୋଇ ପଡିଥିବା ବେଳେ ଗଞ୍ଜାମ ସହରର କିଛି ବ୍ୟବସାୟୀ କୋଭିଡ ନିୟମ ମାନୁନାହାନ୍ତି । ଫଳରେ ପ୍ରଶାସନ ବାଧ୍ୟ ହୋଇ କଡା ପଦକ୍ଷେପ ଗ୍ରହଣ କରୁଛି । ବଡ଼ ବଜାରଠାରେ ଥିବା…

୧୫ରୁ ଖୋଲିବ ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ ,୧୨ା୮- ଜନସାଧାରଣଙ୍କ ସୁବିଧା ପାଇଁ ଆସନ୍ତା ୧୫ରୁ ବ୍ରହ୍ମପୁର ବଡ ମେଡିକାଲ ସାଧାରଣ ଓପିଡି ସେବା ଆରମ୍ଭ ହେବ। ଏ ନେଇ ଗଞ୍ଜାମ ଜିଲାପାଳ ଟୁଇଟ୍‌ କରି ବୁଧବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଡାକ୍ତରଖାନାକୁ ଆସିବା ସମୟରେ ରୋଗୀମାନେ…

ଗଞ୍ଜାମର ବଜାରରେ ଦୋକାନ ମାଲିକଙ୍କ ହେଲା ଆଣ୍ଟିଜେନ ଟେଷ୍ଟ: କେତେ ଜଣ ପଜିଟିଭ୍‌ ଜାଣନ୍ତୁ

ଗଞ୍ଜାମ,୧୨।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ନିର୍ଦ୍ଦେଶରେ ଗତ ୨ ଦିନ ଧରି ଗଞ୍ଜାମ ସହର ବଡ଼ ବଜାର ଓ ସାନ ବଜାରଠାରେ ଥିବା ସମସ୍ତ ବ୍ୟବସାୟୀଙ୍କ ଆଣ୍ଟିଜେନ ଟେଷ୍ଟ ହେଉଛି। ମୋଟ ୪୯୨ ଜଣଙ୍କ ଆଣ୍ଟିଜେନ ଟେଷ୍ଟ ହୋଇଥିଲା…

ବ୍ରହ୍ମପୁର ପୋଲିସ ଜିଲାରେ ୧୧୬ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୧୨ା୮- ଗଞ୍ଜାମ ଜିଲାରେ କରୋନା ଭୟାଭୟ ସ୍ଥିତିରେ ପହଞ୍ଚିଛି। ଅଗଷ୍ଟରେ ମଧ୍ୟ ଏଭଳି ସ୍ଥିତି ଜାରି ରହିଛି। ଏହିଧାରାରେ ବ୍ରହ୍ମପୁର ପୋଲିସ ଜିଲାରେ କରୋନା ଯୋଦ୍ଧା ଭାବେ ପରିଚିତ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସଂକ୍ରମିତ ହୋଇଛନ୍ତି। ବ୍ରହ୍ମପୁର ପୋଲିସ…

ଘାଇରୁ ପାଣି ନେବାକୁ କେନ୍ଦ୍ର କରି ୨ ଗ୍ରାମବାସୀ ମୁହଁ।ମୁହିଁ

ବୁଗୁଡ଼ା,୧୨ା୮(ଡି.ଏନ୍‌.ଏ.)- ଘାଇରୁ ପାଣି ନେବାକୁ କେନ୍ଦ୍ରକରି ଦୁଇ ଗ୍ରାମବାସୀ ମୁହଁ।ମୁହିଁ ହେବା ପରେ ବିଭାଗୀୟ କର୍ତ୍ତୃପକ୍ଷ ପହଞ୍ଚତ୍ ସମାଧାନ କରିଛନ୍ତି। ଏଭଳି ଘଟଣା ଘଟିଛି ବୁଗୁଡା ଅଞ୍ଚଳରେ। ପ୍ରକାଶ ଯେ, କ୍ଷୁଦ୍ର ଜଳସେଚନ ବିଭାଗ ଅଧିନରେ ଥିବା ଜାଉପାଣିଆ ଘାଇ ଉପରେ…

ସ୍କୁଲ ଖୋଲିଲେ ପିଲାଙ୍କୁ ଛାଡ଼ିବେନି ଅଭିଭାବକ

ଭଞ୍ଜନଗର,୧୨।୮(ଡି.ଏନ୍‌.ଏ.)- କେନ୍ଦ୍ର ସରକାର ସେପ୍ଟେମ୍ବରରେ ବିଦ୍ୟାଳୟ ଖୋଲିବା ପାଇଁ ଯୋଜନା କରୁଛନ୍ତି। ଏନେଇ ଅଭିଭାବକଙ୍କ ଫିଡ୍‌ବ୍ୟାକ୍‌ ମଗାଯିବ। କିନ୍ତୁ ଶେଷ ନିଷ୍ପତ୍ତି ରାଜ୍ୟ ସରକାର ନେବେ। ଏଭଳି ପରିସ୍ଥିତିରେ ସ୍କୁଲ ଖୋଲିଲେ ପିଲାମାନଙ୍କୁ ବିଦ୍ୟାଳୟ ନଛାଡିବାକୁ ଭଞ୍ଜନଗର ଅଞ୍ଚଳର ଅଧିକାଶଂ ଅଭିଭାବକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri