ଗଞ୍ଜାମ

୪ ଭାଇଙ୍କୁ ହତ୍ୟା ଘଟଣା, ଜେଲଗଲେ ୫ ଅଭିଯୁକ୍ତ

ହିଞ୍ଜିଳିକାଟୁ,୩୧।୩(ଡି.ଏନ୍‌.ଏ.): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ ଅନ୍ତର୍ଗତ ପିତଳ ଛକରେ ଗତ ୨୨ ତାରିଖ ରାତିରେ ସଂଘବଦ୍ଧ ଆକ୍ରମଣରେ ୪ ଭାଇଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ହିଞ୍ଜିଳି ପୋଲିସ ମଙ୍ଗଳବାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୫ ଜଣଙ୍କୁ ଗିରଫ…

ଆଇଆଇସିଙ୍କ ମୃତ୍ୟୁକୁ ପୋଲିସ ରୋକିପାରିନାହିଁ

ଭଞ୍ଜନଗର,୩୧।୩(ଡି.ଏନ.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଧିକାରୀ ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁକୁ ନେଇ ଦିନକୁ ଦିନ ନୂଆ ନୂଆ ତଥ୍ୟ ଲୋକଲୋଚନକୁ ଆସୁଛି। ବୁଧବାର ୩ଟି ଅଡିଓ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି। ସେଥିରୁ ଯାହା ଜଣାପଡ଼ୁଛି ମୃତ୍ୟୁର…

ଅଲିଭ୍‌ରିଡ୍‌ଲେଙ୍କ ଗଣ ଅଣ୍ଡାଦାନ ଜାରି: ଚତୁର୍ଥ ଦିନରେ ୮୫, ୭୪୭ ଅଣ୍ଡା

ଗଞ୍ଜାମ,୩୧।୩(ଡି.ଏନ.ଏ.):ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଣରେ ବିରଳ ପ୍ରଜାତିର ସାମୁଦ୍ରିକ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଗଣ ଅଣ୍ଡାଦାନ ଜାରି ରହିଛି। ଚତୁର୍ଥ ଦିନରେ ରାତ୍ରି ସମୟରୁ ବୁଧବାର ସକାଳ ୮ଟା ମଧ୍ୟରେ ୮୫ ହଜାର ୭୪୭ ସାମୁଦ୍ରିକ କଇଁଛ ବେଳାଭୂମି ଉପରକୁ ଉଠିଆସି ସାମୂହିକ…

ଋଷିକୁଲ୍ୟାରେ ଶ୍ରଦ୍ଧାଳୁଙ୍କ ବାରୁଣୀ ସ୍ନାନ

ପୁରୁଷୋତ୍ତମପୁର,୩୧।୩(ଡି.ଏନ.ଏ.): ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀରେ ବୁଧବାର ମହାବାରୁଣୀ ସ୍ନାନ ଲାଗି ଦୁଇ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥିଲା। ମହାମାରୀ କରୋନା ଲାଗି ଦୁଇ ବର୍ଷ ହେଲା ମହାବାରୁଣୀ ସ୍ନାନ ବନ୍ଦ ରହିଥିଲା। ଲୋକେ…

ଋଷିକୂଲ୍ୟାରେ ବୁଡ଼ ପକାଇଲେ ୨ ଲକ୍ଷରୁ ଅଧିକ ଭକ୍ତ

ପୁରୁଷୋତ୍ତମପୁର,୩୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟସ୍ଥ ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ ଅବସରରେ ଦୁଇ ଲକ୍ଷରୁ ଉର୍ଦ୍ଧ ଭକ୍ତଙ୍କ ସମାଗମ ହୋଇଥିଲା। ମହାମାରୀ କରୋନାକୁ ନେଇ ବାରୁଣୀ ସ୍ନାନ ଦୁଇ ବର୍ଷ ହେଲା ବନ୍ଦ ହୋଇ ପଡ଼ିଥିବାରୁ…

ଏନ୍‌ଏସି ଅଧ୍ୟକ୍ଷ ଦାୟିତ୍ୱ ନେଲେ ସୁବାସ ପଲେଇ

ହିଞ୍ଜିଳିକାଟୁ,୩୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର ଅଧ୍ୟକ୍ଷ ଭାବେ ବିଜେଡି ଦଳର ବିଜୟୀ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟ ନିିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁ ନୂତନ ଅଧ୍ୟକ୍ଷ ପଲେଇଙ୍କୁ ସ୍ବାଗତ କରିବା…

ସୋରଡ଼ା ଏନ୍‌ଏସି ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

ସୋରଡ଼ା,୩୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଏନ୍‌ଏସିର ନବନିର୍ବାଚିତ ଅଧ୍ୟକ୍ଷ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଶିବଶଙ୍କର ପଣ୍ଡା। ଏହିଅବସରରେ କାର୍ଯ୍ୟନିର୍ବାହୀ ଅଧିକାରୀ ଦୂତିକୃଷ୍ଣ ପାତ୍ର ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସ୍ବାଗତ କରିଥିଲେ। ସହରର ଆବଶ୍ୟକ ସୁବିଧା, ସମସ୍ୟା…

ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଦାୟିତ୍ୱ ନେଲେ ଶର୍ମିଷ୍ଠା ପ୍ରଧାନ

ଛତ୍ରପୁର,୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଭାବେ ଶର୍ମିଷ୍ଠା ପ୍ରଧାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଲାଗି ଉଦ୍ୟମ କରିବି ବୋଲି ସେ କହିଛନ୍ତି। ଏଥିସହ ଦଳୀୟ ନିର୍ବାଚନୀ ଇସ୍ତାହାରକୁ କାର୍ଯ୍ୟକାରୀ…

ପିତ୍ତଳ ଛକ ୪ ଭାଇଙ୍କୁ ହତ୍ୟା ଘଟଣା: ୫ ଗିରଫ

ହିଞ୍ଜିଳିକାଟୁ,୨୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପିତ୍ତଳ ଛକରେ ୪ ଭାଇଙ୍କୁ ନିର୍ମମ ଭାବରେ କାଠ ଫାଳିଆରେ ହତ୍ୟା ମାମଲାରେ ମଙ୍ଗଳବାର ୪ ଜଣଙ୍କୁ ପୋଲିସ ଗିରଫ କରିଛି । ଏ ନେଇ ଗଞ୍ଜାମ ଏସପି ବ୍ରିଜେଶ ରୟ ସୂଚନା ଦେଇଛନ୍ତି। ଗିରଫ…

ମା’ ତାରାତାରିଣୀଙ୍କ ମହାଲକ୍ଷ୍ମୀ ବେଶ

ପୁରୁଷୋତ୍ତମପୁର,୨୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଦ୍ୱିତୀୟ ପାଳି ଯାତ୍ରା କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଯାଇଛି। ସୋମବାର ରାତି ୧ଟା ୩୫ରେ ମନ୍ଦିର ଦ୍ୱାରା ଫିଠାଯାଇଥିଲା। ପରମ୍ପରା ଅନୁସାରେ ଅବକାଶ ନୀତି, ମଙ୍ଗଳ ଆଳତି,…

ବିଜେଡି ହାତରୁ ଖସିଲା ୩ ଏନ୍‌ଏସି

ଛତ୍ରପୁର,୨୯ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ୩ ଏନ୍‌ଏସି ଛତ୍ରପୁର, ଗଞ୍ଜାମ ଓ ରମ୍ଭାରେ ବିଜେଡିର ପରାଜୟ ହୋଇଛି। ଏହି ୩ ଏନ୍‌ଏସି ଅଧ୍ୟକ୍ଷ ଆସନ ବିଜେଡି ହାତରୁ ଖସିଯାଇଛି। ଗତ ପୌର ନିର୍ବାଚନରେ ବିଜେଡି ଏହି ୩…

ଶ୍ରମିକ ୟୁନିୟନର ରାଜପଥ ଅବରୋଧ

ହିଞ୍ଜିଳିକାଟୁ,୨୮।୩(ଡି.ଏନ୍‌.ଏ.): ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ସମର୍ଥନ କରି ଓଡ଼ିଶା ନିର୍ମାଣ ଶ୍ରମିକ ୟୁନିୟନ ପକ୍ଷରୁ ବନ୍ଦ ପାଳନ କରାଯାଇଥିଲା। ଘରୋଇକରଣ ବନ୍ଦ, ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?