ବେତାରସିଙ୍ଗିର ୩ ସାହି କଣ୍ଟେନ୍ମେଣ୍ଟ ଜୋନ୍: ଆଖପାଖ ୬ ଗ୍ରାମ ବଫର ଜୋନ୍
ବୁଗୁଡ଼ା,୧୬ା୬(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେତାରସିଙ୍ଗି ଗ୍ରାମର ହୋମ୍ କ୍ବାରାଣ୍ଟାଇନରେ ଥିବା ଜଣେ ଯୁବକଙ୍କର ଶନିବାର କରୋନା ରିପୋର୍ଟ ପଜିଟିଭ ଆସିଥିଲା। ଫଳରେ ଜିଲା ପ୍ରଶାସନ ସୋମବାର ବିଳମ୍ବିତ ରାତିରେ ବେତାରସିଙ୍ଗି ଗ୍ରାମର ତଳ ସାହି, ବଡ଼ଦାଣ୍ଡ ସାହି ଓ ଖଦାଳ ସାହିକୁ…
ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ୧୦ ଏକର ଜମି ଲିଜ୍ ମଞ୍ଜୁର କଲେ ସରକାର
ଛତ୍ରପୁର,୧୬।୬(ଡି.ଏନ.ଏ)-ଗଞ୍ଜାମ ଜ଼ିଲା ଛତ୍ରପୁର ତହସିଲ ଅଧୀନ ଆର୍ଯ୍ୟପଲି ମୋଜାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୧୦ ଏକର ଜମି ଲିଜ୍ ମଞ୍ଜୁୁର କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏହି ଲିଜ ନୂଆଦିଲ୍ଲୀ ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ…
ଛତ୍ରପୁର ସହର ପ୍ରବେଶ ପଥ ସିଲ୍ : ୬ ପଞ୍ଚାୟତକୁ ଯାଇପାରୁନି ଆମ୍ବୁଲାନ୍ସ
ଛତ୍ରପୁର,୧୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହରର ପ୍ରବେଶ ପଥଗୁଡିକୁ ବ୍ୟାରିକେଟ କରି ସିଲ୍ କରି ଦିଆଯାଇଛି। କେତେକ ଅମାନିଆ ନିୟମ ଉଲ୍ଲଂଘନ କରି ଗାଡ଼ିଧରି ଛତ୍ରପୁର ସହରକୁ ଆସୁଛନ୍ତି। ଏଥିଲାଗି ଛତ୍ରପୁର ଏନ୍ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ କଡ଼ା ପଦକ୍ଷେପ ନିୟାଯାଇ…
ଗଞ୍ଜାମରେ ପୁଣି ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି
ଛତ୍ରପୁର, ୧୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବେଲଗୁଣ୍ଠା ବ୍ଲକର ୫୧, ୫୪, ୨୩ ଓ…
ଲକ୍ଡାଉନ ନିୟମ ଉଲ୍ଲଂଘନ, ଗଞ୍ଜାମ, ହୁମା ଅଞ୍ଚଳର ୭ ଦୋକାନ ସିଲ୍
ଗଞ୍ଜାମ,୧୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍ଡାଉନ ଘୋଷଣା କରିଛନ୍ତି। ଏଥିସହ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ଯାଏ…
ରଜ ସଂକ୍ରାନ୍ତିରେ ମାନିଲେନି ଲକଡାଉନ୍
ଭଞ୍ଜନଗର,୧୬ା୬ (ଡି.ଏନ୍.ଏ.) – ଭଞ୍ଜନଗର ଅଞ୍ଚଳରେ ସଙ୍ଗରୋଧ କେନ୍ଦ୍ର ବାହାରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଏଭଳି ସ୍ଥିତିରେ ଲୋକେ କାମ ପାଇଁ ହେଉ କି ଅନ୍ୟ କାରଣରୁ ଲକଡାଉନ୍ ନିୟମ ନ ମାନିବା ଚିନ୍ତାର ବିଷୟ ହୋଇଛି। ଜିଲାରେ…
କରୋନା ନେଇ ସରପଞ୍ଚଙ୍କ ସହ ଆଲୋଚନା କଲେ ଗଞ୍ଜାମ ଜ଼ିଲ୍ଲାପାଳ
ଛତ୍ରପୁର, ୧୫।୬(ଡି.ଏନ.ଏ.)-ଗଞ୍ଜାମ ଜ଼ିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପର୍ଯ୍ୟନ୍ତ ୬ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି। ସୋମବାର କରୋନା ନେଇ ଗଞ୍ଜାମ ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବର୍ତ୍ତମାନ…
ବ୍ରହ୍ମପୁରରେ ଲକ୍ଡାଉନ, ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ପ୍ରଶାସନ ପକ୍ଷରୁ ଗଣେଶ ମାର୍କେଟ ସିଲ୍
ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଏଡ଼ାଇବା ନେଇ ଗଞ୍ଜାମ ଜିଲାରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପୁଣି ଲକ୍ଡାଉନ ଘୋଷଣା କରାଯାଇଛି। ତେବେ ଏହା ଘୋଷଣା ହେବାର ପ୍ରଥମ ଦିନରେ ହିଁ ଲକଡାଉନ୍ ନିୟମାବଳୀ ଉଲ୍ଲଂଘନ ହୋଇଥିବା ଦେଖିବାକୁ ମିଳିଛି। ସକାଳ…
କରୋନା ନେଇ ସରପଞ୍ଚଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର, ୧୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଜିଲାରେ ୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଏହାର ମୁକାବିଲା ନେଇ ସୋମବାର ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ…
ଜୁଆଆଡ୍ଡାରେ ଚଢ଼ାଉ: ୩୦ ଗିରଫ, ୮୩ ହଜାର ଟଙ୍କା, ୮ବାଇକ୍ ଜବତ
ଛତ୍ରପୁର,୧୫ା୬(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ପକ୍ଷରୁ ଖଲ୍ଲିକୋଟ, ପୋଲସରା ଓ ଗାଙ୍ଗପୁର ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ୩ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରଯାଇଥିଲା। ସେଠାରୁ ୩୦ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୮୩ ହଜାର ୧୪୦ ଟଙ୍କା, ୮…
ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଲୁଟେରା
ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାରେ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍ଡାଉନ ଘୋଷଣା କରାଯାଇଛି। ଏହାର ସୁଯୋଗ ନେଇ ସୋମବାର ସକାଳେ ଗୋଶାଣିନୁଆଗାଁ ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ ହରିକୃଷ୍ଣନଗରରେ ଲୁଟେରାମାନେ…
ଶେରଗଡ଼ରେ ଜଳମଗ୍ନ ଚାଷଜମି, ଝିଣ୍ଟିକା ଦଳ ଦେଖି ଫେରିଲେ କୃଷି ବିଭାଗ ଅଧିକାରୀ
ଶେରଗଡ଼,୧୫ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ର ଜଳମଗ୍ନ ଚାଷଜମି ଓ ଝିଣ୍ଟିକା ଦଳ ଦେଖି କୃଷି ବିଭାଗର ଅଧିକାରୀମାନେ ଫେରିଯାଇଛନ୍ତି। କୃଷି ଜିଲା ଅଧିକାରୀ ପ୍ରଶାନ୍ତ କୁମାର ପଟ୍ଟନାୟକ, ବ୍ଲକ କୃଷି ଅଧିକାରୀ ଅଜୟ କୁମାର ନାୟକ, ପିତ୍ତଳ କୃଷି ଅଧିକାରୀ ବିଶ୍ୱନାଥ…
Archives


