ଗଞ୍ଜାମ

ମହଙ୍ଗା ପଡ଼ିଲା ପୂର୍ବତନ କର୍ପୋରେଟରଙ୍କୁ ହତ୍ୟା ଧମକ: ୫ ଗିରଫ

ବ୍ରହ୍ମପୁର ଅଫିସ,୨୮ା୩: ବ୍ରହ୍ମପୁର ସହରରେ ପୌର ନିର୍ବାଚନ ପରବର୍ତ୍ତୀ ହିଂସା ଓ ଜଣେ କର୍ପୋରେଟରଙ୍କୁ ହତ୍ୟା ଧମକ ଘଟଣାରେ ଗୋଷାଣୀନୂଆଗାଁ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପ୍ରେମନଗର ଫର୍ଚ୍ୟୁନ ଶଙ୍କର ପ୍ୟାଲେସରେ ରହୁଥିବା ଶିବା ଓରଫ କୁମାର…

ରାଜ୍ୟ ଦଳରେ ଗଞ୍ଜାମର ୫ ପ୍ରତିଯୋଗୀ

ବ୍ରହ୍ମପୁର ଅଫିସ,୨୮।୩: ୩୨ତମ ଜାତୀୟସ୍ତରୀୟ ଟେନିସ ବଲ କ୍ରିକେଟ (ପୁରୁଷ ଓ ମହିଳା) ଚାମ୍ପିୟନଶିପ୍‌ ପ୍ରତିଯୋଗିତା ଆସନ୍ତା ୨୮ରୁ ୩୧ ପର୍ଯ୍ୟନ୍ତ ମହାରାଷ୍ଟ୍ରର ନାଗପୁରଠାରେ ଅନୁଷ୍ଠିତ ହେବ। ଏଥିନିମନ୍ତେ ଗଞ୍ଜାମ ଜିଲା ଟେନିସ ବଲ କ୍ରିକେଟ ସଂଘର ୫ ଜଣ ପ୍ରତିଯୋଗୀ…

ମହାନଗରରେ ବଦଳୁଛି ରାଜନୈତିକ ଚିତ୍ର

ବ୍ରହ୍ମପୁର ଅଫିସ,୨୮।୩: ଗଞ୍ଜାମ ଜିଲାର ଗୁରୁତ୍ୱପୂର୍ଣ୍ଣ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ଚଳିତ ପୌର ନିର୍ବାଚନରେ ଖାତା ଖୋଲିଛି ଭାଜପା। ୨୦୧୩ ନିର୍ବାଚନରେ ଜଣେ ବି କର୍ପୋରେଟର ଜିତିନଥିବା ବେଳେ ଏଥର ୭ ଜଣ ନିର୍ବାଚିତ ହୋଇଛନ୍ତି। ଅପରପକ୍ଷରେ ରେଶମ ନଗରୀରେ…

ଦୁର୍ଦ୍ଦଶାରେ ସାବିତ୍ରୀଙ୍କ ଜୀବନ

ବଲସକୁମ୍ପା,୨୮।୩: ଖଜୁରିପଡ଼ା ବ୍ଲକ ଅନ୍ତର୍ଗତ ବଲସକୁମ୍ପା ଗ୍ରାମ ପଞ୍ଚାୟତ ଅଧୀନ ନବଗୁବା ଗ୍ରାମରେ ଦୁର୍ଦ୍ଦଶାରେ ଜୀବନ କାଟୁଛନ୍ତି ସାଗର ବେହେରାଙ୍କ ପରିବାର। ପରିବାର କହିଲେ ସ୍ବାମୀ, ସ୍ତ୍ରୀ ସହ ଦୁଇ ପୁଅ ଏବଂ ଗୋଟିଏ ଝିଅ। ପ୍ରତିଦିନ ଚାଷବାସ କରିବା ସହିତ…

୧୨ ବର୍ଷ ହେଲା ଛୁଇଁନାହାନ୍ତି ଖାଦ୍ୟ: ଗୋଡ଼ି, ପଥର ଖାଇ ବଞ୍ଚିଛନ୍ତି ଏହି ବ୍ୟକ୍ତି

ଛତିଶଗଡ଼ର ଯଶପୁର ଜିଲାର ଉଦ୍ୟାନ ବିକାଶ ବ୍ଲକ ଛିପତାଲା ବାସିନ୍ଦା ସନ୍ତୋଷ ଲାକ୍ରାଙ୍କ ନାମ ଏବେ ବେଶ୍‌ ଚର୍ଚ୍ଚାରେ। କାରଣ ସନ୍ତୋଷ ଦୀର୍ଘ ୧୨ ବର୍ଷ ହେଲା ଅନ୍ନ ସ୍ପର୍ଶ ନ କରି କେବଳ ଗୋଡ଼ି, ପଥର ଖାଇ ଜୀବନ ବଞ୍ଚାଇଛନ୍ତି।…

ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୮ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ନିକଟସ୍ଥ ରୁଷିକୂଲ୍ୟା ମୁହାଣରେ ସାମୁଦ୍ରିକ କଇଁଛଙ୍କ ଗଣଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୦,୫୩୩ ସାମୁଦ୍ରିକ କଇଁଛ ସମୁଦ୍ରର ନୀଳ ଜଳରାଶିରୁ ଉଠିଆସି ବେଳାଭୂମିର ବାଲୁକା ରାଶିରେ ଗଣଅଣ୍ଡାଦାନ…

ପୂର୍ବତନ କର୍ପୋରେଟରଙ୍କ ଘରେ ପଶି ହତ୍ୟା ଧମକ

ବ୍ରହ୍ମପୁର ଅଫିସ,୨୭।୩: ଗଞ୍ଜାମ ଜିଲାରେ ପୌର ନିର୍ବାଚନ ଶେଷ ହୋଇଛି। ହେଲେ ନିର୍ବାଚନୀ ହିଂସା ଥମିବାର ନାଁ ନେଉ ନାହିଁ। ଶନିବାର ବିଳମ୍ବିତ ରାତିରେ ଗୋଷାଣୀ ନୂଆଗାଁ ଥାନା ଅଧୀନ ହାଉସିଂବୋର୍ଡ ବ୍ରିଟ କଲୋନୀରେ ରହୁଥିବା ପୂର୍ବତନ କର୍ପୋରେଟର ତଥା ପରାଜିତ…

ସୋରଡ଼ା ଏନ୍‌ଏସି ଦଖଲ କଲା ବିଜେଡି

ସୋରଡ଼ା,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଏନ୍‌ଏସି ପୌର ନିର୍ବାଚନରେ ବିଜେଡିର ଶିବଶଙ୍କର ପଣ୍ଡା ବିଜୟୀ ହୋଇଛନ୍ତି। ସେ ଭଜପାର ସାଧୀନ ପଣ୍ଡାଙ୍କଠାରୁ ୨୮୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୋରଡ଼ା ଏନ୍‌ଏସିର ୧୧ଟି ଓ୍ବାର୍ଡରେ ୯ଟିରେ ବିଜେଡି ଓ ଗୋଟିଏ…

ବିଜେଡି ହାତକୁ ଗଲା ହିଞ୍ଜିଳିକାଟୁ ପୌର ପରିଷଦ

ହିଞ୍ଜିଳିକାଟୁ,୨୬ା୩(ଡି.ଏନ୍‌.ଏ.): ହିଞ୍ଜିଳିକାଟୁ ପୌର ପରିଷଦ ନିର୍ବାଚନରେ ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ସୁବାସ ଚନ୍ଦ୍ର ପଲେଇ ବିଜୟୀ ହୋଇଛନ୍ତି। ସେ ଭାଜପା ପ୍ରାର୍ଥୀ ସନ୍ତୋଷ କୁମାର ପାଣିଗ୍ରାହୀଙ୍କୁ ୧୬୩୪ ଭୋଟରେ ହରାଇ ଦେଇଛନ୍ତି । ବିଜୟୀ ବିଜେଡି ପ୍ରାର୍ଥୀ ପଲେଇ ୬୮୨୦ ଭୋଟ୍‌…

ପୁରୁଷୋତ୍ତମପୁରରେ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ,ସ୍ତ୍ରୀଙ୍କ ବାଜିମାତ୍‌

ପୁରୁଷୋତ୍ତମପୁର,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ବିଜେଡିକୁ ପଛରେ ପକାଇ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ-ସ୍ତ୍ରୀ ବାଜି ମାରିନେଇଛନ୍ତି। ସ୍ବାଧୀନ ପ୍ରାର୍ଥୀ ପ୍ରିୟଙ୍କା ଗୌଡ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇ ଏନ୍‌ଏସିକୁ ଦଖଲ କରିଥିବା ବେଳେ ତାଙ୍କ ସ୍ବାମୀ ଅଶୋକ କୁମାର ମହାକୁୁଡ…

ଦିଗପହଣ୍ଡିିରେ କଂଗ୍ରେସର ବାଜିମାତ: ଅଧ୍ୟକ୍ଷ ହେଲେ ପ୍ରଫୁଲ୍ଲ ପଣ୍ଡା

ଦିଗପହଣ୍ଡି,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ୍ଲ ପଣ୍ଡା ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ବିଜେଡି ପ୍ରାର୍ଥୀ ଭି.ରବି ନାରାୟଣ ରାଜୁଙ୍କୁ ପରାଜିତ କରିଛନ୍ତି। ସେହିପରି…

ରାଜନୈତିକ ହିଂସା: ଭୋଟ ଗଣତି ପୂର୍ବରୁ ଜାଳିଦେଲେ କାର

ବ୍ରହ୍ମପୁର ଅଫିସ,୨୬।୩: ପୁଣିଥରେ ପୌର ନର୍ବାଚନକୁ ନେଇ ବ୍ରହ୍ମପୁରରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଲାଞ୍ଜିପଲିରେ ଭାଜପା ପ୍ରାର୍ଥୀଙ୍କ ଘର ସମ୍ମୁଖରେ ଥିବା ଏକ କାରରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ଲାଞ୍ଜିପଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?