ଗଞ୍ଜାମ

ନିର୍ବାଚନୀ ହିଂସାରେ ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର ଅଫିସ,୨୫ା୩: ବ୍ରହ୍ମପୁର ମହାନଗରରେ ସଂଘଟିତ ନିର୍ବାଚନୀ ହିଂସା ଘଟଣାରେ ବୈଦ୍ୟନାଥପୁର ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଲାଞ୍ଜିପଲ୍ଲୀ ଢିପ ସାହିର ସୁନୀଲ ବେହେରା। ପୋଲିସ ଏକ ମାମଲା(ନଂ. ୮୭/୨୨) ରୁଜୁ କରି ସୁନୀଲଙ୍କୁ ଶୁକ୍ରବାର କୋର୍ଟ ଚାଲାଣ…

ଗୁଳି ଫୁଟି ଆଇଆଇସିଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ/ଆସ୍କା, ୨୫।୩: ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି । ଏ ନେଇ ଗଞ୍ଜାମ ଏସ୍‌ପି ସୂଚନା ଦେଇଛନ୍ତି । ଗାଙ୍ଗପୁର ଥାନା ପରିସରରେ ଆଇଆଇସି ଦେବ କୁମାର…

ମା ଦଣ୍ଡ କାଳୀଙ୍କ ପ୍ରସିଦ୍ଧ  ୨୧ ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ 

ପୁରୁଷୋତ୍ତମ ପୁର,୨୫/୩(ଡିଏନ୍ଏ) ଗଞ୍ଜାମ ଜିଲ।ର ପ୍ରସିଦ୍ଧ ମା ଦଣ୍ଡ କାଳୀ ଙ୍କ ୨୧ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ ହୋଇଛି। ଗତ ତିନି ବର୍ଷ ହେଲା ମହାମାରି କରୋନାକୁ ନେଇ ଯାତ୍ରା ବନ୍ଦ ହୋଇ ପଡିଥିବା ବେଳେ କେବଳ ପରମ୍ପରା ଅନୁସାରେ ଦେବ…

ଆକ୍ରମଣ, ଗାଡ଼ି ଭଙ୍ଗାରୁଜାରେ ସରିଲା ନିର୍ବାଚନ

ପୋଲସରା,୨୪ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ପୋଲସରା ଏନ୍‌ଏସିରେ ଗୁରୁବାର କାଁ ଭାଁ ହିଂସା ମଧ୍ୟରେ ସରିଛି ପୌର ନିର୍ବାଚନ। ପୋଲସରା ଏନ୍‌ଏସିର ୧୯ ୱାର୍ଡ଼ରେ ପ୍ରଥମ ପର୍ଯ୍ୟାୟରେ ପ୍ରାଥମିକ ସ୍ତରରେ ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଆରମ୍ଭ ହୋଇଥିବା ବେଳେ ମଧ୍ୟାହ୍ନରେ କାଁ ଭାଁ…

ଅପରାହ୍ନ ୩ଟା ସୁଦ୍ଧା ହିଞ୍ଜିଳିରେ ୫୪ ପ୍ରତିଶତ ମତଦାନ

ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦ ନିର୍ବାଚନ ନିମନ୍ତେ ଗୁରୁବାର ବିଭିନ୍ନ ଓ୍ବାର୍ଡରେ ମତଦାନ ନିମନ୍ତେ ଭୋଟରଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି। ଅପରାହ୍ନ ୩ଟା ସୁଦ୍ଧା ଏଠାରେ ୫୪ ପ୍ରତିଶତ ମତଦାନ ହୋଇଥିବା ପ୍ରକାଶ। ପୂର୍ବାହ୍ନରେ ମତଦାନ ନିମନ୍ତେ…

କୋର୍ଟରେ ଆତ୍ମସମର୍ପଣ କଲେ ସରପଞ୍ଚ ପ୍ରାର୍ଥିନୀ

ବ୍ରହ୍ମପୁର ଅଫିସ,୨୪।୩: ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସମୟରେ ଗଞ୍ଜାମ ଜିଲା ଚିକିଟି ବ୍ଲକ ପିତାତଳି ପଞ୍ଚାୟତର ବୈରିବାଡ଼ ଗ୍ରାମର ଏକ ବୁଥରେ କିଛି ସମୟ ପାଇଁ ଭୋଟଦାନ ବନ୍ଦ ରହିଥିଲା। ଜଣେ ସରପଞ୍ଚ ପ୍ରାର୍ଥିନୀଙ୍କ ଯୋଗୁ ଏହି ବିଭ୍ରାଟ ହୋଇଥିଲା…

ଭାରୋତ୍ତୋଳନ ପ୍ରତିଯୋଗିତା: ମୁନାଙ୍କୁ ରୌପ୍ୟ

ବ୍ରହ୍ମପୁର ଅଫିସ,୨୪।୩: ଭାରତୀୟ ଭାରୋତ୍ତୋଳନ ସଂଘ ପକ୍ଷରୁ ମାର୍ଚ୍ଚ ୧୯ରୁ ୨୧ ପର୍ଯ୍ୟନ୍ତ ଭୁବନେଶ୍ୱର କିଟ୍‌ ବିଶ୍ୱବିଦ୍ୟାଳୟଠାରେ ଜାତୀୟସ୍ତରୀୟ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଗଞ୍ଜାମ ଜିଲାର ମୁନା ନାୟକ ୬୧ କେଜି ବର୍ଗରେ ରୌପ୍ୟ ପଦକ ଅର୍ଜନ କରିଛନ୍ତି।…

ନରେନ୍ଦ୍ରପୁର ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ, ୨୪।୩: ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଥିବା ସଂଘବଦ୍ଧ ଆକ୍ରମଣରେ ନରେନ୍ଦ୍ରପୁରର ମଙ୍ଗୁଳୁ ସ୍ବାଇଁଙ୍କ ୩ ପୁଅ ଓ ବଉଳଘାଇ ଗ୍ରାମର ସଡ଼ୁଙ୍କ ପୁଅର ଜୀବନ ଯାଇଛି। ପୁଅ ରାଜା, ଶମ୍ଭୁ,…

ପୂର୍ବ ନାମାଙ୍କନ ବଳବତ୍ତର

ଛତ୍ରପୁର,୨୪।୩(ଡି.ଏନ.ଏ.): ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଏପ୍ରିଲ ୨ ତାରିଖରେ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନ ଧାର୍ଯ୍ୟ କରିଛନ୍ତି। ଗତ ୧୨ ତାରିଖରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପାଇଁ ଭୋଟ ଗ୍ରହଣ ବେଳେ ୫ଜଣ ସମିତିସଭ୍ୟଙ୍କୁ କରୋନା ହୋଇଥିବା…

ପୌର ନିର୍ବାଚନ ପୂର୍ବରୁ ବିକିବାକୁ ରଖିଥିଲେ ମଦ, ବାନ୍ଧିଲା ପୋଲିସ

ଗଞ୍ଜାମ,୨୩ା୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ପିଏଚ୍‌ଡି ଅଫିସ ନିକଟସ୍ଥ ଗୋପାଳଜି ମଠରେ ବେଆଇନ ମଦ ବିକ୍ରି ହେଉଥିବା ଖବର ପାଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ଆଇଆଇସି ଶୁଭେନ୍ଦୁ କୁମାର ସାହୁଙ୍କ ନେତୃତ୍ୱରେ ବୁଧବାର ଅଚାନକ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ…

ମମତା ହେଲେ ପୁରୁଷୋତ୍ତମପୁର ବ୍ଲକ ଉପାଧ୍ୟକ୍ଷା

ପୁରୁଷୋତ୍ତମପୁର,୨୩ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଉପାଧ୍ୟକ୍ଷା ନିର୍ବାଚନ ବୁଧବାର ଶେଷ ହୋଇଛି। ୨୬ଟି ପଞ୍ଚାୟତ ବିଶିଷ୍ଟ ଏହି ବ୍ଲକର ଉପାଧ୍ୟକ୍ଷା ପଦବୀ ଲାଗି ଅନ୍ତରିଗାଁ ପଞ୍ଚାୟତର ସମିତି ସଭ୍ୟା ମମତା ବାରିକ ଜଣେ ମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ…

କମେଣ୍ଟମରାକୁ କେନ୍ଦ୍ରକରି ବୀଭତ୍ସ କାଣ୍ଡ: ୪ ମୃତ

ବହ୍ମପୁର ଅଫିସ,୨୩।୩: ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପିତ୍ତଳ ନିକଟ ରାମଚନ୍ଦ୍ରପୁର ଛକରେ ଥିବା ମା’ଖମ୍ବେଶ୍ୱର ଫାଷ୍ଟଫୁଡ୍‌ ଦୋକାନରେ ହୋଇଥିବା ଗୋଷ୍ଠୀସଂଘର୍ଷରେ ଜଣେ ନାବାଳକ ସମେତ ୪ ଭାଇଙ୍କ ମୃତ୍ୟୁ ଘଟିଛି। ଏହି ବୀଭତ୍ସ ହତ୍ୟାକାଣ୍ଡରେ ନରେନ୍ଦ୍ରପୁରର ମଙ୍ଗୁଳୁ ସ୍ବାଇଁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?