ଗଞ୍ଜାମ ଆର୍ଟିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଦେବାଶିଷ ସ୍ବାଇଁ
ଛତ୍ରପୁର,୨୦।୮(ଦିଲୀପ ସାମଲ): ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍ଟିଓ) ଭାବେ ଇଂ ଦେବାଶିଷ ସ୍ବାଇଁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି l ସେ ପୂର୍ବରୁ ଢେଙ୍କାନାଳ ଏମ୍ଭିଆଇ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ଏବେ ତାଙ୍କ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ...
କାଠ ମାଫିଆଙ୍କଠାରୁ ଟଙ୍କା ନେଉଥିଲେ, ଭିଡିଓ ଭାଇରାଲ ପରେ ବୁଗୁଡ଼ା ବନାଞ୍ଚଳ ଅଧିକାରୀ ସସ୍ପେଣ୍ଡ
ବୁଗୁଡା,୨୦।୮(କାଳିଚରଣ ଦାଶ): ଗତ ୧୭ ତାରିଖ ଦିନ ବୁଗୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ର ଜଣେ କାଠ ମାଫିଆଙ୍କଠାରୁ ଟଙ୍କା ଗ୍ରହଣ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ପରେ ଏନେଇ ବିଭିନ୍ନ ବୈଦୁୁତିକ ଓ ଛାପା...
ଫସଲ ବୀମା କ୍ଷତିପୂରଣ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ସଭାପତି ପି.ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ଶହଶହ ଚାଷୀ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି।...
ଅପରେଶନ ଅନ୍ବେଷଣ: ୨ ଦିନରେ ୨୫ ଶିଶୁ, ୩୨ ମହିଳା ଉଦ୍ଧାର
ଛତ୍ରପୁର,୨୦।୮(ସନ୍ତୋଷ ପାଢ଼ୀ): ଗଞ୍ଜାମ ପୋଲିସ ଜିଲାକୁ ସୋମବାର ଠାରୁ ଆରମ୍ଭ ହୋଇଛି ଅପରେଶନ ‘ଅନ୍ବେଷଣ’। ଏହି ଅଭିଯାନରେ ନିଖୋଜ ଶିଶୁ ଓ ମହିଳାଙ୍କୁ ଉଦ୍ଧାର କରାଯାଉଛି ଗଞ୍ଜାମ ପୋଲିସ ଜିଲାରେ ଦୁଇ ଦିନରେ ୫୭ ଜଣ ଉଦ୍ଧାର ହୋଇଛନ୍ତି ।...
ଏନଇପି ୨୦୨୦ରେ ନେତୃତ୍ୱ ବିକାଶ ଯୋଜନା: ବେଙ୍ଗାଲୁରୁରେ ତାଲିମ ନେବେ ୨୦୦ ପ୍ରଧାନଶିକ୍ଷକ
ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ)-ଜାତୀୟ ଶିକ୍ଷା ନୀତି (ଏନଇପି) ୨୦୨୦ ଇତିମଧ୍ୟରେ ରାଜ୍ୟରେ ପ୍ରାଥମିକ ଶିକ୍ଷା ଏବଂ ଉଚ୍ଚ ଶିକ୍ଷାରେ ଲାଗୁ ହୋଇଛି। ତେଣୁ ଛାତ୍ରୀଛାତ୍ରଙ୍କ ଦକ୍ଷତା ବିକାଶ କିଭଳି ହୋଇପାରିବ ସେଥିପାଇଁ ପ୍ରଥମେ ଶିକ୍ଷକମାନଙ୍କୁ ନେତୃତ୍ୱ ବିକାଶ ତାଲିମ ଦିଆଯାଉଛି। ରାଜ୍ୟର...
ଭୀଷ୍ମଗିରୀ ସରପଞ୍ଚ ବିରୋଧରେ ଅନାସ୍ଥା ପ୍ରସ୍ତାବ
ଦିଗପହଣ୍ଡି,୧୯|୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ଭୀଷ୍ମଗୀରି ପଞ୍ଚାୟତର ସରପଞ୍ଚ ଗାୟତ୍ରୀ ବ୍ରହ୍ମାଙ୍କ ବିରୋଧରେ ୱାର୍ଡ ସଭ୍ୟା ସଭ୍ୟମାନେ ଅନାସ୍ଥା ପ୍ରସ୍ତାବ ନିମନ୍ତେ ମଙ୍ଗଳବାର ବ୍ରହ୍ମପୁର ଉପ ଜିଲାପାଳଙ୍କୁ ସାକ୍ଷାତ କରି ଏକ ଦସ୍ତଖତ ସମ୍ବଳିତ ଦାବିପତ୍ର ଦେଇଥିବା ଜଣାପଡ଼ିଛି...
ବିଧାୟକ ପ୍ରତିନିଧି ଭାବେ ମନୋନୀତ ହେବା ପରେ କଲେ ବଡ଼ ଘୋଷଣା
ଗଞ୍ଜାମ, ୧୯।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଗଞ୍ଜାମ ଏନଏସି ପ୍ରତିନିଧି ହୋଇଛନ୍ତି ଭାଜପା ଯୁବ ଛାତ୍ର ନେତା ରାନୁ ବୈଠାରୁ। ବିଧାୟକଙ୍କ ପ୍ରତିନିଧି ମନୋନୀତ ହେବା ପରେ ଗଞ୍ଜାମ ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କୁ...
ଧରାପଡ଼ିଲା ଡକାୟତ ଗ୍ୟାଙ୍ଗ୍: କାର୍ରେ ଯାଉଥିବାବେଳେ ମାଡ଼ିବସିଲା ପୋଲିସ
ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଲରୁ ଏକ ଡକାୟତ ଗ୍ୟାଙ୍ଗ୍ ଧରାପଡ଼ିଛନ୍ତି। ଏହି ଗ୍ୟାଙ୍ଗ୍ର ୫ ଜଣଙ୍କୁ ପୋଲିସ ଧରିବା ସହ ୩ଟି ଖରଣ୍ଡା ଜବତ କରିଛି। ପୋଲିସ ଗାଙ୍ଗପୁର ଥାନା ଗୋବରା ଅଞ୍ଚଳରୁ ଏହି ଚୋରଙ୍କୁ ଧରିଛି।...
ଭଞ୍ଜନଗର ଏନଏସି ପକ୍ଷରୁ ଫୁଟବଲ ଟୁର୍ନାମେଣ୍ଟ: କେ ଏସୟୁବି କଲେଜକୁ ହରାଇ ବିପଦର ବନ୍ଧୁ ଚାମ୍ପିୟନ
ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସି ଆସନ୍ତା ୩୧ ତାରିଖରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳନ କରିବ । ଚଳିତ ବର୍ଷ ଏନଏସି ପକ୍ଷରୁ ବଡ ଧରଣର ଉତ୍ସବ ଆୟୋଜନ କରାଯାଇଛି । ତେଣୁ ଅଧ୍ୟକ୍ଷ...
ବରିଷ୍ଠ ନେତା ହରିବନ୍ଧୁ ପ୍ରଧାନଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା
ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ): ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ଜଣାଶୁଣା ନେତା ତଥା ସାମାଜିକ କର୍ମୀ ହରିବନ୍ଧୁ ପ୍ରଧାନଙ୍କର (୭୩) ସୋମବାର ପରଲୋକ ଘଟିଛି। ତାଙ୍କର ବିୟୋଗରେ ସଂପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଜଣେ ରାଜନେତା ସହ ବିଭିନ୍ନ ଧର୍ମ...
ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ : ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ
ଛତ୍ରପୁର,୧୮।୮(ଦିଲ୍ଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । କିଛି...
ପୁଅ, ଝିଅଙ୍କୁ ଟ୍ୟୁଶନ ଛାଡିବାକୁ ଯାଉଥିଲେ ବାପା, ବାଟରେ ଘଟିଲା ଛାତିଥରା ଘଟଣା
ଛତ୍ରପୁର,୧୮।୮(ଦିଲ୍ଲୀପ ସାମଲ): ଛତ୍ରପୁର ଜାତୀୟ ରାଜପଥ ଡିଆରଡିଏ ଛକ ନିକଟରେ ଟ୍ରକ ଦୁର୍ଘଟଣାରେ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ବେଳେ ବାପା ଓ ଦୁଇ ଭାଇ ଅଳ୍ପକେ ବଞ୍ଚିଯାଇଛନ୍ତି। ମୃତ ନାବାଳିକା ଜଣକ ହେଲେ କାଳିଆବାଲିର ଅବସରପ୍ରାପ୍ତ ଆର୍ମି ଏସ.ଦେବରାଜ...
Archives


