ଗଞ୍ଜାମ

ପୌର ନିର୍ବାଚନ ନେଇ ରାଜନୀତି ସରଗରମ: ପ୍ରଚାର ମଇଦାନରେ ଚେୟାରମ୍ୟାନ ପ୍ରାର୍ଥିନୀ

ଗଞ୍ଜାମ,୧୯।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ବଢୁଛି । ପୁଇଁତୋଳା, ଦାମୋଦରପୁର, ପଣ୍ଡାସାହି, ଦୁର୍ଗାଦେବୀ ସାହିରେ ବିଜେଡି ଚେୟାରମ୍ୟାନ ପ୍ରାର୍ଥିନୀ ଝୁଲି ପାତ୍ର ଓ ବିଜେଡି କାଉନସିଲର ପ୍ରାର୍ଥୀମାନେ ମିଶିି ଘରଘର ବୁଲି ଭୋଟ ଭିକ୍ଷା…

ଶାନ୍ତିଶୃଙ୍ଖଳାରେ ଶେଷହେଲା ଦୋଳଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ଠାକୁର

ଗଞ୍ଜାମ,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ୩ ଦିନ ଧରି ଚାଲିଥିବା ଐତିହାସିକ ଦୋଳଯାତ୍ରା ଶୁକ୍ରବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି । ସମସ୍ତ ଠାକୁର ଦୋଳ ବିମାନରେ ସ୍ବମନ୍ଦିରକୁ ଫେରିଛନ୍ତି । ଫେରିବା ବେଳେ ଠାକୁରଙ୍କୁ ଚଣା ଶାକର ଭୋଗ ଲଗାଯାଇଛି ।…

ହୋଲିରେ ଗଡ଼ିଲା ମୁଣ୍ଡ

ପୋଲସରା,୧୯।୩: ହୋଲିରେ ରକ୍ତ ରଞ୍ଜିତ ହେଲା ଗାଁ ଦାଣ୍ଡ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବନ୍ଥପଲ୍ଲୀ ପଞ୍ଚାୟତ ମୁକ୍ତାମାଳଦେଇପୁର ଶାସନ ଗ୍ରାମରେ। ପୂର୍ବ ଶତ୍ରୁତାକୁ ନେଇ ମୁକ୍ତାମାଳଦେଇପୁର ଶାସନ ଗ୍ରାମର ଅମିତ ଆଚାର୍ଯ୍ୟଙ୍କୁ…

ସ୍କୁଟିରୁ ମିଳିଲା ୧୫ ଲକ୍ଷ, ୪୦ କେଜି ଗଞ୍ଜେଇ

ବ୍ରହ୍ମପୁର ଅଫିସ,୧୯।୩: ବଡ଼ବଜାର ଥାନା ପୋଲିସ ଗଞ୍ଜେଇ ଚାଲାଣ ମାମଲାରେ ଦୁଇ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଜପତି ଜିଲା ଆର୍‌ଉଦୟଗିରି ଥାନା ଅଧୀନ ସିନ୍ଦୂରଡ଼ାଙ୍ଗ ଗ୍ରାମର ସୁଦୀପ ପାଇକ(୨୬) ଓ ଅନ୍ୟ ଜଣେ ଗଜପତି ଜିଲା ମୋହନା ଥାନା…

ବୃଷଭ ବାହାନରେ ବୁଲିଲେ ଚନ୍ଦ୍ରଶେଖର

ଖଲ୍ଲିକୋଟ,୧୮।୩(ଡି.ଏନ୍‌,ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଦୋଳ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏହି ଅବସରରେ ସକଳେଶ୍ୱର ମହାଦେବଙ୍କ ବିଜେ ପ୍ରତିମା ଚନ୍ଦ୍ରଶେଖର ଠାକୁର ବୃଷଭ ବାହାନରେ ସାହି ପରିକ୍ରମା କରିଥିଲେ। ଉତ୍ସବରେ ରାଜଅଗ୍ନୀ ସଂଯୋଗ ପରେ ଶକଳେଶ୍ୱର…

ଦୋଳଯାତ୍ରାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି

ଗଞ୍ଜାମ,୧୭।୫(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଚାଲିଛି ଦୋଳଯାତ୍ରା। ଏନେଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି l ସହରରେ କିପରି ଶାନ୍ତି ଶୃଙ୍ଖଳାକୁ ବଜାୟ ରହିବ ସେନେଇ ଗୁରୁବାର ସନ୍ଧ୍ୟାରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ ଏହାର ସ୍ଥିତି ଅନୁଧ୍ୟାନ…

ଲେମ୍ବୁ ଓ ପାଟ ଯୋଗୁ ଶେରଗଡ଼ର ଥିଲା ସ୍ବତନ୍ତ୍ର ପରିଚୟ

ଶେରଗଡ଼,୧୭ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ର ଲେମ୍ବୁ ଓ ପିତଳର ହାତବୁଣା ପାଟର ଏକ ସ୍ବତନ୍ତ୍ର ପରିଚୟ ଥିଲା। ୧୯୫୦-୧୯୯୯ ପର୍ଯ୍ୟନ୍ତ ଏହି ଦୁଇଟି ବ୍ୟବସାୟ କୋଲକାତା ଓ ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଥିଲା। ବ୍ୟବସାୟକୁ ନେଇ ଶେରଗଡ଼ ପାଢୀ ସାହିର ବହୁ ପରିବାର…

ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଖଲ୍ଲିକୋଟ,୧୭ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ ଘାଟିରେ ବୁଧବାର ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ମହିଳାଙ୍କ ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ତାଙ୍କ ବେକକୁ ଏକ…

କାଷ୍ଠ ଅର୍କକ୍ଷେତ୍ର: ବିରଞ୍ଚି ନାରାୟଣ ମନ୍ଦିର

ବୁଗୁଡ଼ା,୧୭ା୩(ଡି.ଏନ.ଏ.): ପ୍ରସ୍ତରର କାରୁକାର୍ଯ୍ୟରେ ନିର୍ମିତ ବିଶ୍ୱପ୍ରସିଦ୍ଧ କୋଣାର୍କର ସୂର୍ଯ୍ୟମନ୍ଦିର ପ୍ରଥମ ଅର୍କକ୍ଷେତ୍ର ହୋଇଥିବା ବେଳେ ଗଞ୍ଜାମ ଜିଲା ବୁଗୁଡ଼ାରେ କାଷ୍ଠ କାରୁକାର୍ଯ୍ୟରେ ନିର୍ମିତ ସୂର୍ଯ୍ୟ ଅର୍ଥାତ୍‌ ଶ୍ରୀବିରଞ୍ଚି ନାରାୟଣଙ୍କ ମନ୍ଦିର ଦ୍ୱିତୀୟ ଅର୍କକ୍ଷେତ୍ର ରୂପେ ପ୍ରସିଦ୍ଧି ଲାଭ କରିଛି। କୋଣାର୍କ ଭଳି…

ବିନା ମାସ୍କରେ ତାରାତାରିଣୀ ମନ୍ଦିର ପ୍ରବେଶ ମନା

ଛତ୍ରପୁର,୧୭ା୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ପର୍ବ ଲାଗି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରି…

ଅସୁସ୍ଥ, ବୟସ୍କ ବ୍ୟକ୍ତି ମନ୍ଦିର ନ ଆସିବାକୁ ପରାମର୍ଶ ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଚଳିତ ମାସ ୨୨ ଓ ୨୯ ଏବଂ ଆସନ୍ତା ଏପ୍ରିଲ ୫ ଏବଂ ୧୨ ତାରିଖରେ ପାଳିତ ହେବାକୁ ଥିବା ଚୈତ୍ର ପର୍ବ ପାଳନ ପାଇଁ ପ୍ରସ୍ତୁତି ବୈଠକ ବୁଧବାର…

ପ୍ରଚାର ମଙ୍ଗ ଧରିଲେ ଛତ୍ରପୁର ବିଧାୟକ

ଛତ୍ରପୁର,୧୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଜେଡି ଚେୟାରମ୍ୟାନ ପ୍ରାର୍ଥିନୀ ଟି. ଲକ୍ଷ୍ମୀ ଓ ସମସ୍ତ କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ ନିମନ୍ତେ ବିଜେଡି ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମଙ୍ଗଳବାର ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?