ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ : ବିନା ଅଧ୍ୟାପକରେ ଚାଲିଛି ଏମ୍ଜେଏମ୍ସି ବିଭାଗ
ବ୍ରହ୍ମପୁର ଅଫିସ,୯ା୬-ଓଡ଼ିଶାର ପ୍ରମୁଖ ବିଶ୍ୱବିଦ୍ୟାଳୟ ମଧ୍ୟରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ (ଭଞ୍ଜବିହାର) ଅନ୍ୟତମ। ଓଡିଶା ତଥା ରାଜ୍ୟ ବାହାରୁ ବହୁ ଛାତ୍ରୀଛାତ୍ର ଏହି ବିଶ୍ୱବିଦ୍ୟାଳୟକୁ ଅଧ୍ୟୟନ କରିବାକୁ ଆସିଥାନ୍ତି। ଏଥି ସହ ଉଚ୍ଚତର ଗବେଷଣା କରି ଏଠାକାର ଛାତ୍ରୀଛାତ୍ରମାନେ ଦେଶ ବିଦେଶରେ ସୁନାମ…
ଆଇଟିଆଇର ପୁଣି ନୂଆ ଉଦ୍ଭାବନ: ପ୍ରସ୍ତୁତ କଲା ୟୁଭିସି ସୋଲ ସାନିଟାଇଜର
ବ୍ରହ୍ମପୁର ଅଫିସ,୯ା୬-କୋଭିଡ୍-୧୯ ମୁକାବିଲା ତଥା ସଂକ୍ରମଣରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ଗୋଟିଏ ପରେ ଗୋଟିଏ ଉଦ୍ଭାବନକରି ଏବେ ସାରା ଦେଶରେ ବ୍ରହ୍ମପୁର ଆଇଟିଆଇ ଅନ୍ୟ ଆଇଟିଆଇ ପାଇଁ ଉଦାହରଣ ପାଲଟିଛି। ସୋମବାର ପୁଣି ଆଉ ଏକ ଉଦ୍ଭାବନ ପାଇଁ…
ଡିଆଇଜିଙ୍କ ଆସିକା ଥାନା ପରିଦର୍ଶନ
ଆସିକା,୮ା୬(ଡି.ଏନ୍.ଏ.)-ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ସତ୍ୟବ୍ରତ ଭୋଇ ସୋମବାର ଆସିକା ଥାନା ପରିଦର୍ଶନରେ ଆସି ସମୀକ୍ଷା କରିଥିଲେ ା ଗତ ଏକ ବର୍ଷ ମଧ୍ୟରେ ଆସିକା ଥାନା ୱାରେଣ୍ଟି ଧରପଗଡ, ଜୁଆଆଡ୍ଡା ଚଢ଼ାଉ, ଚୋରାମଦ, ବିସ୍ଫୋରକ ସାମଗ୍ରୀ ଓ ବେଆଇନ ଆତସବାଜୀ ଜବତ…
ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ବ୍ରହ୍ମପୁର ଉପଜିଲାପାଳ
ଦିଗପହଣ୍ଡି,୮।୬(ଡି.ଏନ.ଏ.): ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଦିଗପହଣ୍ଡି ବ୍ଲକ ଗସ୍ତରେ ଆସି ସିଦ୍ଧେଶର, ଗୋକର୍ଣ୍ଣପୁର ଏବଂ ବି.ତୁରୁବୁଡି ପଞ୍ଚାୟତେ ଥିବା ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଛନ୍ତି। ଘରୋଇ ସଙ୍ଗରୋଧରେ ରହୁଥିବା ପ୍ରବାସୀ ଫେରନ୍ତାମାନେ ଘରେ ନରହି ବାହାରେ ବୁଲାବୁଲି…
ମାସ୍କ ନ ପିନ୍ଧି ଦେଲେ ୪୭ ହଜାର ଜରିମାନା: ମଦ ଜବତ, ଜୁଆ ଆଡ୍ଡା ଉପରେ ଚଢ଼ାଉ
ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ନେଇ ହୋଇଥିବା ଲକ୍ଡାଉନ ଓ ଶଟ୍ଡାଉନ ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ପକ୍ଷରୁ ଧରପଗଡ଼ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ଜିଲାର ବିଭିନ୍ନ ଥାନା ପୋଲିସ ୪୭ ହଜାର ୨୦୦ଟଙ୍କା…
ଗଞ୍ଜାମରେ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ୩.୫ ଲକ୍ଷ ପରିବାରଙ୍କ ପାଖରେ ପହଞ୍ଚିବ ଟିମ୍
ଛତ୍ରପୁର, ୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂ ଫେଜ୍ -୨ ଆରମ୍ଭ ହୋଇଛି। ଜିଲାରେ ଥିବା ସାଢ଼େ ୩ ଲକ୍ଷରୁ ଊର୍ଦ୍ଧ୍ୱ ପରିବାରର ସମସ୍ତ ସଦସ୍ୟଙ୍କ କରୋନା ଲକ୍ଷଣ ଅଛି କି ନାହିଁ ତାହାର ଥର୍ମାଲ ସ୍କ୍ରିନିଂ ଚାଲିଥିବା…
ଗଞ୍ଜାମରେ ପୁଣି ୩୩ କରୋନା ସଂକ୍ରମିତ: ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ ଟପିଲା
ବ୍ରହ୍ମପୁର ଅଫିସ,୮ା୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଜିଲାରେ କରୋନା ଭୂତାଣୁ ଜନିତ ସଂକ୍ରମିତଙ୍କ ସଂଖ୍ୟାରେ ପ୍ରତିଦିନ ରେକର୍ଡ ବୃଦ୍ଧି ଘଟୁଛି। ସୋମବାର ଜିଲାରେ ପୁଣି ୩୩ ନୂତନ ସଂକ୍ରମିତଙ୍କୁ ନେଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୩୧ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ…
ଜାତୀୟସ୍ତର ଫିଲ୍ମ ଫେଷ୍ଟିଭାଲରେ ‘ଅଭିଳାଷ’
ବ୍ରହ୍ମପୁର ଅଫିସ,୭ା୬-ଗଞ୍ଜାମ ଜିଲା ହିଞ୍ଜିଳିକାଟୁର କଳା ଓ ନୃତ୍ୟ ଅନୁଷ୍ଠାନ ନୃତ୍ୟମର ମୁଖ୍ୟ କୃଷ୍ଣଚନ୍ଦ୍ର ସାହୁଙ୍କ ନିର୍ଦ୍ଦେଶିତ କ୍ଷୁଦ୍ର ପ୍ରାମାଣିକ ଚଳଚ୍ଚିତ୍ର ‘ଅଭିଳାଷ’ ଜାତୀୟସ୍ତରର ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନିତ ହୋଇଛି। କରୋନା ମୁକବିଲା ନେଇ ଘୋଷିତ ଲାକଡାଉନ ସଚେତନତା ବାର୍ତ୍ତା…
ଲକ୍ଡାଉନରେ ବନ୍ୟଜନ୍ତୁ ଶିକାର: ବାଇକ ସହ ବାର୍ହା ମାଂସ ଜବତ, ୨ ଗିରଫ
ବୁଗୁଡ଼ା,୭ା୬(ଡି.ଏନ.ଏ.)- ବୁଗୁଡ଼ା ସହର ମଦନମୋହନ ଛକଠାରେ ରବିବାର ବୁଗୁଡ଼ା ବନବିଭାଗ ତରଫରୁ ଚଢ଼ାଉ କରାଯାଇ ଏକ ବାଇକ ସହ ୫ କେଜି ବାର୍ହା ମାଂସ ଜବତ ହୋଇଛି। ଏଥିରେ ୨ ଜଣ ଶିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଗାଙ୍ଗପୁର ଥାନା…
ସୋମବାରଠାରୁ ଗଞ୍ଜାମରେ ଘର ଘର ବୁଲି କରାଯିବ ସ୍କ୍ରିନିଂ: ଜିଲାପାଳ
ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ପଜିଟିଭ୍ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ କରୋନା ପଜିଟିଭ ତାଲିକାରେ ଜିଲା ପ୍ରଥମରେ ରହିଛି। ଗଞ୍ଜାମରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଜିଲାକୁ ଫେରି କ୍ୱାରେଣ୍ଟାଇନ…
ଶଟ୍ଡାଉନ୍ ନିୟମ ଉଲ୍ଲଂଘନ: ଛତ୍ରପୁରର ୯ ଦୋକାନ ସିଲ୍
ଛତ୍ରପୁର,୭ା୬(ଡି.ଏନ୍.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ୬୦ ଘଣ୍ଟିଆ ଶଟ୍ଡାଉନ୍ ଜାରିରହିଛି। ଅପରପକ୍ଷରେ ଏହି ଗାଇଡ୍ଲାଇନ୍କୁ ଅମାନ୍ୟ କରିଥିବାରୁ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରର ୯ଟି ଦୋକାନକୁ ରବିବାର ଏନ୍ଏସି କର୍ତ୍ତୃପକ୍ଷ ସିଲ୍ କରିଦେଇଛନ୍ତି। ଏଥିସହ ଏହି ଦୋକାନୀମାନଙ୍କଠାରୁ ୯ ହଜାର…
ଖଲ୍ଲିକୋଟର ୨ ପଞ୍ଚାୟତରେ ୧୫ ପଜିଟିଭ୍ : ୧୦ ଗାଁ କଣ୍ଟେନମେଣ୍ଟ, ୨୨ ଗାଁ ବଫର ଜୋନ୍ ଘୋଷଣା
ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଖଲ୍ଲିକୋଟ ବ୍ଲକର ୧୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବାଦପଲି ପଞ୍ଚାୟତରେ ୧୨ ଜଣ ଓ ଆଇତିପୁର ପଞ୍ଚାୟତରେ ୩ ଜଣ ସମୁଦାୟ ୧୫ ଜଣ ଅଛନ୍ତି। ଏହାପରେ ସଂକ୍ରମଣ ଯେପରି ଆଉ ନ ବ୍ୟାପିବ ସେଥିପାଇଁ ବ୍ଲକର…
Archives


