ଦିନରାତି କାର୍ଯ୍ୟରେ ଲାଗିଛନ୍ତି ଅଗ୍ନିଶମ କର୍ମଚାରୀ: ଟ୍ରେନ୍, ବସ୍ରେ ଆସୁଥିବା ପ୍ରବାସୀଙ୍କୁ କରାଯାଉଛି ସାନିଟାଇଜ
ଛତ୍ରପୁର,୧।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ଅଗ୍ନିଶମ କର୍ମଚାରୀ ଦିନରାତି କାର୍ଯ୍ୟରେ ଲାଗିଛନ୍ତି। ଉଭୟ ବ୍ରହ୍ମପୁର, ଜଗନ୍ନାଥପୁର ଷ୍ଟେଶନକୁ ଅନ୍ୟ ରାଜ୍ୟରୁ ପ୍ରବାସୀମାନେ ଆସୁଛନ୍ତି। ପ୍ରବାସୀ ଓହ୍ଲାଇବା ପରେ ଷ୍ଟେଶନରେ ତାଙ୍କ ବ୍ୟାଗ୍ଠାରୁ ଆରମ୍ଭ କରି ପ୍ଲାଟ୍ଫର୍ମ, ସହ…
ମାସକ ମଧ୍ୟରେ ଫେରିଲେଣି ଦେଢ଼ଲକ୍ଷ ପ୍ରବାସୀ
ଛତ୍ରପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଓ ଜଗନ୍ନାଥପୁର ଷ୍ଟେଶନକୁ ମାସକ ମଧ୍ୟରେ ୧ ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଲେଣି। ତେବେ ଏଥିରେ ଗଞ୍ଜାମ ସମେତ ଓଡ଼ିଶାର ବିଭିନ୍ନ ଜିଲାର ଲୋକ ରହିଛନ୍ତି। ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏମାନଙ୍କ…
ଡୁମ୍ବୁଳା ଗ୍ରାମରେ ମାତିଲେ ଦୁର୍ବୃତ୍ତ; କବାଟ ଭାଙ୍ଗି ନେଇଗଲେ ଅଳଙ୍କାର, ଟଙ୍କା
ଦିଗପହଣ୍ଡି,୧।୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡଡୁମ୍ବୁଳା ପଞ୍ଚାୟତ ଅଧୀନ ସାନ ଡୁମ୍ବୁଳା ଗ୍ରାମରେ ରବିବାର ରାତିରେ ଲୁଟ୍ ହୋଇଛି। ଗ୍ରାମର ଜି.ରାଧାକାନ୍ତ ପ୍ରଧାନ ଓ ତାଙ୍କ ସାନଭାଇ ଜି. ଲକ୍ଷ୍ମୀ ପ୍ରଧାନଙ୍କ ଘର କବାଟ ଭାଙ୍ଗି ଦୁର୍ବୃତ୍ତମାନେ ସୁନା, ରୂପାଗହଣା ଓ…
ମହିଳା ସରପଞ୍ଚଙ୍କୁ ଅସଦାଚରଣ, ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ମହିଳା ସରପଞ୍ଚଙ୍କୁ ଅସଦାଚରଣ ଓ ଆକ୍ରମଣ ଘଟଣାରେ ପୋଲିସ ସୋମବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସୁଣ୍ଢିପଲ୍ଲୀ ଗାଁର ଡାକ ସ୍ବାଇଁ। ପ୍ରକାଶ ଯେ, ମହିଳା…
ସିଟି ହସ୍ପିଟାଲରେ କୋଭିଡ୍ ହେଲଥ ସେଣ୍ଟରକୁ ବିରୋଧ
ବ୍ରହ୍ମପୁର ଅଫିସ,୧ା୬-ବ୍ରହ୍ମପୁର ସିଟି ହସ୍ପିିଟାଲରେ ଖୋଲା ଯାଇଥିବା ଡେଡିକେଟେଡ୍ କୋଭିଡ୍ ହେଲଥ ସେଣ୍ଟରକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଶନିବାର ସେଣ୍ଟରରେ କରୋନା ସଂକ୍ରମିତଙ୍କୁ ରଖାଯାଉଥିବା ବେଳେ କୌଣସି ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରା ନ…
କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ଫେରୁଥିବା ଶିକ୍ଷକଙ୍କୁ ଆକ୍ରମଣ କରି ଲୁଟ୍
ଶେରଗଡ଼,୩୧ା୫(ଡି.ଏନ୍.ଏ.)- ଶେରଗଡ଼ ବ୍ଲକ ଢ଼ିଙ୍କିଶାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ୱାରାଣ୍ଟାଇନ୍ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକ ସୌମ୍ୟରଞ୍ଜନ ଗୌଡ଼ କାମସାରି ଶନିବାର ରାତି ପ୍ରାୟ ୯ଟାରେ ଫେରୁଥିଲେ। ବିଜୟ ରଘୁନାଥପୁର ଗ୍ରାମ ଛକରେ କେତେଜଣ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରି ମୋବାଇଲ,…
ସଙ୍ଗରୋଧ କେନ୍ଦ୍ରରେ ମଦ ଯୋଗାଣକୁ ବିରୋଧ କରିବାରୁ ସରପଞ୍ଚଙ୍କୁ ଆକ୍ରମଣ
ପୋଲସରା,୩୧ା୫(ଡି.ଏନ.ଏ.)- ସଙ୍ଗରୋଧ କେନ୍ଦ୍ରରେ ଥିବା ଅନ୍ତେବାସୀଙ୍କୁ ସମ୍ପର୍କୀୟ ମଦ ଦେବାକୁ ଯାଇଥିବାବେଳେ ଏହାକୁ ବିରୋଧ କରିବାରୁ କଳମ୍ବ ସରପଞ୍ଚଙ୍କୁ ଆକ୍ରମଣ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ଟାୟାର ଜାଳି ରାସ୍ତାରୋକୋ କରିଛନ୍ତି। ପୋଲସରା ବ୍ଲକ କଳମ୍ବ ପଞ୍ଚାୟତ କଳମ୍ବ ନୋଡାଲ ୟୁପି…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ: ୬ କୋର୍ଟଚାଲାଣ
ଗୋପାଳପୁର,୩୧ା୫-ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ରବିବାର ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହି ଥାନା ଅନ୍ତର୍ଗତ ନୂଆଗୋଳାବନ୍ଧର କେ.ବୈରାଗୀ ଓ ଉକ୍ତ ଗ୍ରାମର ଏସ.ଧନରାଜଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିଲା।…
କରୋନା ଯୋଦ୍ଧା ଭାବେ ଗଞ୍ଜାମ ଆଇଆଇସି ସମ୍ବର୍ଦ୍ଧିତ
ଗଞ୍ଜାମ,୩୧ା୫(ଡି.ଏନ୍.ଏ.): ସାରା ବିଶ୍ୱରେ କରୋନା ପାଇଁ ଲୋକେ ଚିନ୍ତିତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି। ଏଥିପାଇଁ ଡାକ୍ତର, ନର୍ସ, ଅଙ୍ଗନଓ୍ବାଡି କର୍ମୀ, ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଦିନ ରାତି ଏକ କରିଛନ୍ତି। ଏହି…
ହତ୍ୟା ଉଦ୍ୟମ ମାମଲା: ଜେଲ୍ ଗଲେ ଦୁଇ ଭାଇ
ଦିଗପହଣ୍ଡି,୩୧ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ ବ୍ରାହ୍ମଣ ନୂଆପଡ଼ା ଗାଁର ଦୁଇ ଭାଇ ବି. ଶ୍ୟାମସୁନ୍ଦର ଏବଂ ବି. ଶ୍ରୀରାମୁଲୁଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛିି। ଉଭୟଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରାଯାଇଥିବା ଆଇଆଇସି…
ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବେଆଇନ ପାର୍କିଂ: ଜରୁରୀ କଲ୍ ଆସିଲେ ବାହାରିପାରୁନି ଆମ୍ବୁଲାନ୍ସ
ଗଞ୍ଜାମ,୩୧ା୫(ଡି.ଏନ୍.ଏ.): ଗଞ୍ଜାମ ସହର ବଡ଼ ବଜାରଠାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ସରକାର ୧୦୮ ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ମେଡିକାଲ ସମ୍ମୁଖରେ ରହୁଥିବା ଏହି ଆମ୍ବୁଲାନ୍ସ ନିକଟରେ ବେଆଇନ ଭାବେ ବାଇକ୍ ପାର୍କିଂ ହେଉଛି। ଫଳରେ ହଠାତ ଜରୁରିକାଳୀନ ଫୋନ୍ କଲ ଆସିଲେ…
କ୍ବାରାଣ୍ଟାଇନ୍ ପୂର୍ବରୁ ଯୋଗଦେବାକୁ ନିର୍ଦ୍ଦେଶନାମାକୁ ଆୟୁଷ ଡାକ୍ତରଙ୍କ ବିରୋଧ
ବ୍ରହ୍ମପୁର ଅଫିସ, ୩୧ା୫- କୋଭଡ୍ ଡ୍ୟୁଟି ସାରି ଫେରିଥିବା ଆୟୁଷ ଡାକ୍ତରଙ୍କୁ କରାଣ୍ଟାଇନ୍ ସମୟ ଅବଧି ସରିବା ପୂର୍ବରୁ ପୁନଃ କୋଭିଡ୍ ଡ୍ୟୁଟିରେ ଯୋଗଦେବା ନେଇ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ (ସିଡିଏମ୍ପିଏଚଓ)ଙ୍କ ନିକଟରୁ ନିର୍ଦ୍ଦେଶ ଦିଆଯାଇଛି। ପାରଳା…
Archives


