ଗଞ୍ଜାମ

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ବଢ଼ିଛି। ସମୁଦ୍ର ଗାଁର ଅତି ନିକଟକୁ ଆସି ପହଞ୍ଚିଥିବା ବେଳେ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ ଝିଅ ଝାନ୍ସି ରାଣୀ ସାହୁ(୬)ଙ୍କୁ ୨ ବୁଲା କୁକୁର ଝୁଣି ଖଣ୍ଡିଆ ଖାବରା…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା ଅଭିଯୋଗରେ ୪ ଜଣକୁ ମଙ୍ଗଳବାର ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ଦୁଇଟି…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ ମିଳିତ ଭାବେ ମେଗା ଚାରା ରୋପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ ଝୁଲାଇ ଦେଇଥିବା ଜଣାପଡିଛି । ଘଟଣାସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚି ତଦନ୍ତ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ ହେବାରେ ଲାଗିଛି। ବିଶେଷ କରି ସମୁଦ୍ର ଉଚ୍ଚ ଜୁଆର ମାଡ଼ରେ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି ପର୍ଯ୍ୟନ୍ତ ସମୁଦ୍ର ବେଳାଭୂମି ଅବକ୍ଷୟ ହେବାରେ ଲାଗିଛି l ପୋଡ଼ମ ପେଟା ଗ୍ରାମରେ…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର): ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି ବ୍ଳକ କଇଠଖଣ୍ଡି – କଇଠଡା ପଞ୍ଚାୟତ ସଂଲଗ୍ନ ଗାଇଡା ସଂରକ୍ଷିତ ଜଙ୍ଗଲ କମଳାପୁର…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା ତାମ୍ପରା ହ୍ରଦ ଏବେ ବିପଦରେ। ହ୍ରଦର ଅନ୍ୟ ପାର୍ଶରେ ରହିଛି ବଙ୍ଗୋପସାଗର। ଏହି…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ଜଣକ ହେଲେ ସୁନାମ ସାହୁ(୭୪)। ବୃଦ୍ଧ ଜଣକ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସୀମା ନାୟକ(୨୮) ତାଙ୍କ ଗାଁର ଜଣେ ୩୩ ବର୍ଷୀୟା ଯୁବତୀଙ୍କ…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି ବ୍ଲକ ଅଧିନ ଏକ ଗାଁର ଶିବଶଙ୍କର ନାୟକ(୨୮) ତାଙ୍କୁ ଧୋକା ଦେଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?