ଛତ୍ରପୁର ହସ୍ପିଟାଲରେ କାମଚଳା ଲାବ୍
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ର୍ରପୁର ହସ୍ପିଟାଲରେ ଲାବ୍ ଟେକ୍ନିସିଆନ୍ ଅଭାବ ଲାଗି ରହିଛି। ଫଳରେ ଉକ୍ତ ହସ୍ପିଟାଲକୁ ଆସୁଥିବା ରୋଗୀମାନେ ବିଭିନ୍ନ ପରୀକ୍ଷା ପାଇଁ ହଇରାଣ ହେଉଛନ୍ତି। ଛତ୍ରପୁର ହସ୍ପିଟାଲରେ ଥିବା ୩ ଜଣ ଲାବ୍ ଟେକ୍ନିସିଆନଙ୍କ ମଧ୍ୟରୁ ଜଣେ ମଙ୍ଗଳବାର ଅବସର...
ମଇଁଷିଚରାଳିଙ୍କୁ ଛୁରାମାଡ
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ରପୁର ଥାନା ପଦ୍ମାବତୀ ଗଁା ନିକଟରେ ମଇଁଷି ଚରାଳିଙ୍କୁ ସୋମବାର ଅପରାହ୍ନରେ ଛୁରାମାଡ ହୋଇଛି। ସେହେଲେ ତେଲାପଲ୍ଲୀ ଗଁାର ଏସ୍. ମୋଚି ପାତ୍ର। ତାଙ୍କୁ ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ମୋଚି ମଇଁଷି...
ରାଶନ ସାମଗ୍ରୀ ବାଣ୍ଟିଲେ ଡିଆର୍ଡିଏ ପିଡି
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଗଞ୍ଜାମ ଡିଆର୍ଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଛତ୍ରପୁର ଉପକଣ୍ଠ ଦାମିୟନନଗର ବାସୀଙ୍କୁ ଡାଲି, ଚାଉଳ, ଚିନି, ଆଳୁ, ଚୂଡା ବଣ୍ଟନ କରିଥିଲେ। ଏନେଇ ୪୮ଟି ପରିବାର ଉପକୃତ ହୋଇଥିଲେ। ନିରାଶ୍ରୟ, ଗରିବ ଓ ଏଡ୍ସ ଆକ୍ରାନ୍ତଙ୍କୁ...
ଏମ୍କେସିଜି କରୋନା ୱାର୍ଡରେ ଅଛନ୍ତି ୭ ସନ୍ଦିଗ୍ଧ
ବ୍ରହ୍ମପୁର ଅଫିସ , ୩୧।୩: କରୋନା (କୋଭିଡ-୧୯)ଭାଇରସ ଏବେ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି । ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଅନେକ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ସାରା ଦେଶରେ ଏବେ ଲକ୍ଡାଉନ...
ମହିଳାଙ୍କୁ ଆକ୍ରମଣ, ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୬୫/୨୦) ରୁଜୁକରି ପୋଲିସ ତଦନ୍ତ ଚଳାଇଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ସୁରେନ୍ଦ୍ର ପାତ୍ର...
ହତ୍ୟା ଉଦ୍ୟମ ମାମଲା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ପଞ୍ଚାୟତ ଜକମେରୀପଲ୍ଲୀ ଗାଁର ୨ ଜଣଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ଅଭିଯୁକ୍ତ ସନ୍ତୋଷ ମହାନ୍ତିଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ମାମଲା (ନଂ.୬୪/୨୦) ଅନୁଯାୟୀ ତାଙ୍କୁ...
ଚୈତ୍ର ମଙ୍ଗଳବାର: କରୋନାରୁ ରକ୍ଷା ଲାଗି ମା’ତାରାତାରିଣୀଙ୍କ ପୀଠରେ ହେଲା ସ୍ବତନ୍ତ୍ର ପୂଜା
ପୁରୁଷୋତ୍ତମପୁର, ୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ଚୈତ୍ର ମଙ୍ଗଳବାର ଚତୁର୍ଥ ପାଳି ଯାତ୍ରା ଅବସରରେ ଜନଶୂନ୍ୟ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମା’ ଶୀତଳାଙ୍କ ବେଶରେ ସଜ୍ଜିତ ହୋଇଛନ୍ତି। ମାତ୍ର...
କୋଭିଡ ଫଣ୍ଡ କୁ ୧.୧୧ଲକ୍ଷ ପ୍ରଦାନ
ଛତ୍ରପୁର,୩୦ା୩(ଡି.ଏନ୍.ଏ.)- ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍ ଫଣ୍ଡ)କୁ ଛତ୍ରପୁରର ବ୍ୟବସାୟୀ ଡମ୍ବୁରୁଧର ସାହୁଙ୍କ ପରିବାର ପକ୍ଷରୁ ୧ଲକ୍ଷ ୧୧ହଜାର ୧୧୧ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଛତ୍ରପୁରଠାରେ ଉକ୍ତ ଟଙ୍କାର ଡ୍ରାଫ୍ଟକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ପ୍ରଦାନ କରଯାଇଥିଲା।...
ଗରିବ ଲୋକମାନଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ
ପାଟପୁର,୩୦ା୩- ଲକ୍ଡାଉନ ପରେ ବହୁ ଗରିବ ନିଃସହାୟ ଦୁଇଓଳି ଦୁଇମୁଠା ଖାଇବାକୁ ପାଉ ନାହାନ୍ତି। ଏପରିସ୍ଥଳେ ରାଜ୍ୟ ତଥା କେନ୍ଦ୍ର ସରକାର କୌଣସି ଲୋକ ଭୋକ ଉପାସରେ ଯେପରି ନ ରୁହନ୍ତୁ ବୋଲି ସରକାର ପ୍ରତ୍ୟେକ ଗ୍ରାମରେ ରନ୍ଧା ଖାଦ୍ୟ...
ହରିଡ଼ାଖଣ୍ଡିରେ ବାର୍ହା ଆତଙ୍କ: ଧରିବାକୁ ଯାଇ ବନକର୍ମଚାରୀଙ୍କ ସମେତ ୯ ଆହତ
ବ୍ରହ୍ମପୁର ଅଫିସ,୩୦।୩- କରୋନା ଭାଇରସକୁ ନେଇ ସାରା ବିଶ୍ୱ ଆତଙ୍କିତ ଥିବାବେଳେ ସୋମବାର ସକାଳୁ ବ୍ରହ୍ମପୁରରେ ଦେଖାଦେଇଥିଲା ବାର୍ହା ଆତଙ୍କ। ବ୍ରହ୍ମପୁର ହରିଡାଖଣ୍ଡି ଗୌଡ଼ସାହି ଲକ୍ଷ୍ମୀ ନୃସିଂହ ମଠର ତାପବନରେ ଦୁଇଦିନ ଧରି ଏକ ବାର୍ହା ବୁଲୁଥିବାରୁ ଅଞ୍ଚଳବାସୀ ଆତଙ୍କିତ...
ଏମ୍କେସିଜିରେ ପୁଣି ୪ କରୋନା ସନ୍ଦିଗ୍ଧ: ଗୋଟିଏ ପରିବାରର ୩
ବ୍ରହ୍ମପୁର ଅଫିସ,୩୦।୩: ବିଶବ୍ୟାପୀ ଆତଙ୍କ ସୃଷ୍ଟି କରି ଚାଲିଥିବା କରୋନା ଭୂତାଣୁକୁ ନେଇ ଦକ୍ଷିଣ ଓଡ଼ିଶାର ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ଏଠାକାର ଗୋଟିଏ ପରେ ଗୋଟିଏ ସନ୍ଦିଗ୍ଧ ଡାକ୍ତରଖାନାରେ ଭର୍ତ୍ତି ହେବାରେ ଲାଗିଛନ୍ତି। ଏମ୍କେସିଜି ମେଡିକାଲରେ ଶନିବାର ୫...
କ୍ଷୁଦ୍ର ବ୍ୟବସାୟୀଙ୍କୁ ଟିକସ ଛାଡ଼ କରୁନି ଏନ୍ଏସି ପ୍ରଶାସନ : ସରକାର, ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି
ଗଞ୍ଜାମ, ୩୦।୩(ଡି.ଏନ୍.ଏ.): କରୋନାକୁ ନେଇ ରାଜ୍ୟ ଏବେ ଆତଙ୍କିତ ଅବସ୍ଥାରେ ଗତିକରୁଛି। ସରକାର ଲକ୍ଡାଉନ ଘୋଷଣା କରିବା ପରେ ଲୋକେ ଘରୁ ବାହାରିପାରୁ ନାହାନ୍ତି l ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି। ଜନସାଧାରଣଙ୍କ...
Archives


