ଗଞ୍ଜାମ

ରାଜ୍ୟରେ ତୃତୀୟ: ଗଞ୍ଜାମରେ ୭ଦିନରେ କାର୍ଯ୍ୟକ୍ଷମ ହେବ କୋଭିଡ୍‌-୧୯ ହସ୍‌ପିଟାଲ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଥିବା ଟାଟା ମେମୋରିଆଲ ହସ୍ପିଟାଲକୁ କୋଭିଡ -୧୯ ହସ୍ପିଟାଲରେ ପରିଣତ କରାଯିବ। ସପ୍ତାହକ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହେବ। ପୂର୍ବରୁ ରାଜ୍ୟ ସରକାର ୨ଟି ଘରୋଇ ହସ୍ପିଟାଲରେ କୋଭିଡ -୧୯ ହସ୍ପିଟାଲ କରିବାକୁ ଚୁକ୍ତି କରିଛନ୍ତି।...

ସାଇକେଲରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- କରୋନାକୁ ପ୍ରତିରୋଧ ପାଇଁ ଗଞ୍ଜାମ ଜିଲାରେ ଲାଗୁ ହୋଇଥିବା ଲକ୍‌ଡାଉନ ଶନିବାର ସପ୍ତମ ଦିନରେ ପହଞ୍ଚତ୍ଛି। ଏନେଇ ଜିଲାରେ ବାଇକ ଚଳାଚଳ ସମ୍ପୂର୍ଣ୍ଣ ନିଷେଧ ରହିଛି। ଗ୍ରାମାଞ୍ଚଳଗୁଡିକରେ କରୋନା ନେଇ ଜାରି ହୋଇଥିବା ନିର୍ଦ୍ଦେଶନାମା କାର୍ଯ୍ୟକାରୀ ହେଉଛି କି...

ଛତ୍ରପୁର ହସ୍ପିଟାଲରେ ଜୀବାଣୁ ନାଶକ ସ୍ପ୍ରେ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- ଛତ୍ରପୁର ହସ୍ପିଟାଲ ପରିସରରେ ଶୁକ୍ରବାର ଅଗ୍ନିଶମ ବିଭାଗ ପକ୍ଷରୁ ଜୀବାଣୁ ନାଶକ ସିଞ୍ଚନ କରାଯାଇଛି। ପରେ ଛତ୍ରପୁର ଏନ୍‌ଏସିର ବିଭିନ୍ନ ଛକରେ ମଧ୍ୟ ଏହାକୁ ସ୍ପ୍ରେ କରଯାଇଥିଲା। କରୋନା ନେଇ ସତର୍କତା ଅବଲମ୍ବନ କରି ଏନ୍‌ଏସିର ମନିଟରିଂରେ ଏହି...

୨ ପୂର୍ବତନ ବିଧାୟକଙ୍କ ସହ ୨୪ ଡାକ୍ତରଙ୍କୁ ନେଇ ସ୍ବେଚ୍ଛାସେବୀ ଡାକ୍ତର ପ୍ୟାନେଲ ଗଠିତ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପ୍ରଶାସନ ପକ୍ଷରୁ ସ୍ବେଛାସେବୀ ଡାକ୍ତର ପ୍ୟାନେଲ ଗଠନ ହୋଇଛି। ଏହି ପ୍ୟାନେଲରେ ୨୪ ଜଣ ଡାକ୍ତର ଅଛନ୍ତି। ଉକ୍ତ ଡାକ୍ତର ମାନଙ୍କ ମଧ୍ୟରେ ୨ ଜଣ ପୂର୍ବତନ ବିଧାୟକ ତଥା ଡାକ୍ତର ଅଛନ୍ତି। ସେମାନେ ହେଲେ ଛତ୍ରପୁରର...

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା

ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ସୁୁନୀଲ କୁମାର ଟୁଡୁଙ୍କ ସମେତ କାର୍ଯ୍ୟରତ ସମସ୍ତ ୪୮ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର...

ଲକ୍‌ଡାଉନ: ବିନା କାମରେ ବାହାରେ ବୁଲୁଥିବା ଲୋକଙ୍କ ବାଇକ୍‌ ଜବତ କଲା ପୋଲିସ

ବ୍ରହ୍ମପୁର ଅଫିସ, ୨୮।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଜାରି ରହିଛି। ତେବେ ଲକ୍‌ ଡାଉନର ୬ ଦିନ ପରେ ମଧ୍ୟ ବ୍ରହ୍ମପୁରବାସୀ ପ୍ରଶାସନର କଟକଣାକୁ ଅବମାନନା କରୁଛନ୍ତି। ପ୍ରଶାସନର ଅନୁରୋଧ ସତ୍ତ୍ୱେ...

ଲକ୍‌ଡାଉନ: ସହରର ବିଭିନ୍ନ ସାହି ମୁଖ୍ୟରାସ୍ତାକୁ ସିଲ୍‌ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ, ୨୮।୩: କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ଜାରି ହୋଇଥିବା ଲକ୍‌ ଡାଉନକୁ ସଫଳ କରିବାକୁ ଶନିବାରଠାରୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଇଛି। ସହରର ବିଭିନ୍ନ ଛକସ୍ଥାନ ସମେତ ବିଭିନ୍ନ ସାହିର ମୁଖ୍ୟ...

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା

ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ଶୁନୀଲ କୁମାର ଟୁଡୁଙ୍କ ସମେତ କାର୍ଯ୍ୟରତ ସମସ୍ତ ୪୮ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର...

ତାମିଲନାଡ଼ୁରେ ଫସିଛନ୍ତି ଶତାଧିକ ଶ୍ରମିକ

ଭଞ୍ଜନଗର,୨୭ା୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁର ମୁକାବିଲା ଲାଗି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବଦାଙ୍ଗି ଗ୍ରାମର ବହୁ ଯୁବକ ତାମିଲନାଡ଼ୁରେ ଫସି ରହିଛନ୍ତି। ପ୍ରାୟ ୨ଶହ ଯୁବକ ସେଠାକୁ ଶ୍ରମିକ ଭାବେ କାମ କରିବାକୁ...

ଏମ୍‌କେସିଜିରେ ଭର୍ତ୍ତି ହେଲେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୨୭ା୩-ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଶୁକ୍ରବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କରୋନା ୱାର୍ଡର ସ୍ବତନ୍ତ୍ର କକ୍ଷରେ ରଖାଯାଇଛି। ଶନିବାର ସନ୍ଦିଗ୍ଧଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଭୁବନେଶ୍ୱର ଆରଏମ୍‌ଆର୍‌ସିକୁ ପଠାଯିବ ବୋଲି ଅଧୀକ୍ଷକ ପ୍ରଫେସର ଡ଼ା. ସନ୍ତୋଷ...

ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗର ପ୍ରସ୍ତୁତି ସମୀକ୍ଷା କଲେ ଆର୍‌ଡିସି

ବ୍ରହ୍ମପୁର ଅଫିସ,୨୭ା୩-କରୋନା ସଂକ୍ରମଣର ପ୍ରତିରୋଧ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପର ଶୁକ୍ରବାର ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆଓ। ସିଟି ହସ୍ପିଟାଲ, ଏମ୍‌କେସିଜିରେ କରୋନା ସଂକ୍ରମଣ ଚିକିତ୍ସା କେନ୍ଦ୍ର ଓ...

ଦିଗପହଣ୍ଡିରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ

ଦିଗପହଣ୍ଡି,୨୭ା୩(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ପୁଞ୍ଜିକଁୟା ଛକରେ କରୋନା ସଚେତନତା ପାଇଁ ମାନବ ଶୃଙ୍ଖଳ କରାଯାଇଥିଲା। ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ କରୋନା ଭୟାବହତା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri