ଗଞ୍ଜାମ

ସମ୍ବେଦନଶୀଳ ବୁଥ୍‌ ଚି଼ହ୍ନଟ, ସୁରକ୍ଷା ବ୍ୟବସ୍ଥା ପାଇଁ ବ୍ୟାପକ ବନ୍ଦୋବସ୍ତ

ଗଞ୍ଜାମ,୧୧।୨(ଡି.ଏନ୍‌.ଏ.): ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ l ଏହି ବ୍ଲକ ୧୫ ପଞ୍ଚାୟତକୁ ନେଇ ଗଠିତ ହୋଇଥିବା ବେଳେ ଦୁଇଟି ଜିଲାପରିଷଦ ଜୋନ୍‌ ରହିଛି l ମୋଟ ଭୋଟର ସଂଖ୍ୟା ୭୪,୬୯୩ l ଶୃଙ୍ଖଳିତ ନିର୍ବାଚନ…

ରାଜନୈତିକ ହିଂସା: ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର, ୩ କୋର୍ଟଚାଲାଣ

ଗୋପାଳପୁର,୧୧ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ପଞ୍ଚାୟତରେ ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଜଣେ ଯୁବକଙ୍କୁ ବିପକ୍ଷ ଗୋଷ୍ଠୀ ସଂଘବଦ୍ଧ ଆକ୍ରମଣ କରି ଗୁରୁତର କରିଥିବା ଜଣାପଡିଛି। ଆହତ ଯୁବକ ହେଲେ…

ପରିବାର କୋର୍ଟରେ ହାଜର ହେଲେ ସୁମିତ

ବ୍ରହ୍ମପୁର ଅଫିସ,୧୧ା୨: ଡା.ସୁମିତ ସାହୁ ଓ ତପସ୍ବିନୀ ଦାଶ ମାମଲାକୁ ନେଇ ରୁଜୁ ହୋଇଥିବା ଛାଡ଼ପତ୍ର ଆବେଦନର ଉଭୟପକ୍ଷ କାଉନ୍‌ସେଲିଂ ପାଇଁ ଗୁରୁବାର ଦିନ ଧାର୍ଯ୍ୟ ହୋଇଥିଲା। କେବଳ ସୁମିତ ପରିବାର କୋର୍ଟରେ ହାଜର ହୋଇଥିଲେ, କିନ୍ତୁ ତପସ୍ବିନୀ ହାଜର ନ…

ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ମଇଦାନରେ ବିଧାୟକ

ଛତ୍ରପୁର,୧୦ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ. ଧନଞ୍ଜୟ ରେଡ୍ଡୀ ଏହି ବ୍ଲକ ଅନ୍ତର୍ଗତ ୨୦ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟ ପାଇଁ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି। ତେବେ ତାଙ୍କ ପକ୍ଷରୁ ପ୍ରଚାର ଜୋର୍‌ଦାର ହୋଇଛି। ଛତ୍ରପୁର ବିଧାୟକ…

୧୫ ନମ୍ବର ଜୋନରେ ବିଧାୟକଙ୍କ ମାରାଥନ ପ୍ରଚାର

ଗଞ୍ଜାମ,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ୧୫ନମ୍ବର ଜୋନରେ ଦଳୀୟ ଜିଲାପରିଷଦ ପ୍ରାର୍ଥୀ ସନାତନ ବେହୋରାଙ୍କ ପାଇଁ ସ୍ଥାନୀୟ ବିଧାୟକ ମାରାଥନ ନିର୍ବାଚନ ପ୍ରଚାର କରୁଛନ୍ତି । ରାମଗଡ଼, ହୁମ୍ମା , ସୁବଳୟା, ସାନରାମଚନ୍ଦ୍ରପୁର ପଞ୍ଚାୟତ ସ୍ବତଃପ୍ରବୃତ୍ତ ଭାବେ ଲୋକମାନେ ବିଧାୟକ ବେହେରାଙ୍କୁ…

ଗୋଳନ୍ଥରା ତୈଳ ଡିପୋ ନେଇ ରାଜନୀତି

ବ୍ରହ୍ମପୁର ଅଫିସ,୧୦ା୨: ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀ ରଙ୍ଗେଇଲୁଣ୍ଡା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୮ରେ ଭୋଟଗ୍ରହଣ ହେବ। ଆଉ ମାତ୍ର ୮ ଦିନ ଥିବାରୁ ସବୁ ଦଳର ପ୍ରଚାର ଜୋରଦାର ହୋଇଛି। ଏହି ବ୍ଲକରେ ୩…

ଗୌଡଗାଁରେ ରାଜନୈତିକ ହିଂସା ଥମୁନି: ଘରେ ପଶି ୨ଜଣଙ୍କୁ କାତି ଚୋଟ, ୩ ଜେଲ ଗଲେ

ଦିଗପହଣ୍ଡି,୧୦ା୨(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗାଁ ପଞ୍ଚାୟତରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ଜଣେ ନିର୍ଦ୍ଦିଷ୍ଟ ସରପଞ୍ଚ ପ୍ରାର୍ଥୀଙ୍କୁ ସମର୍ଥନ କରିବାରୁ ମଙ୍ଗଳବାର ରାତିରେ ପଞ୍ଚାୟତ ଅଧିନ ଜାମସାହି ବସ୍ତିର ଏକ ଘରେ ପଶି ୨ ଯୁବକଙ୍କୁ କାତିରେ…

୫୨ନଂ. ଜୋନ୍‌ରେ ତ୍ରିମୁଖୀ ଲଢ଼େଇ

ଭଞ୍ଜନଗର,୧୦ା୨(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ୫୨ନଂ. ଜିଲା ପରିଷଦ ଜୋନ୍‌ରେ ତ୍ରିମୁଖୀ ଲଢ଼େଇ ହେଉଛି। ବିଜେଡିରୁ ଭାଗ୍ୟଲତା ସେଠୀ, କଂଗ୍ରେସରୁ ସାଗରି ନାୟକ ଓ ଭାଜପାରୁ କାମିନୀବାଳା ସେଠୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭାଗ୍ୟଲତା ବୁଧବାର ବାରୁଡା ପଞ୍ଚାୟତର ବିଭିନ୍ନ…

୧୪ ନଂ ଜୋନ୍‌ରେ ପ୍ରାର୍ଥିନୀଙ୍କ ପ୍ରଚାର ଜୋରଦାର

ଗଞ୍ଜାମ,୧୦ା୨(ଡି.ଏନ୍‌.ଏ.): ଆଉ ମାତ୍ର ଦିନ କେଇଟା ପରେ ଗଞ୍ଜାମ ବ୍ଲକରେ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ୧୪ ନମ୍ବର ଜୋନ୍‌ରେ ବିଜେଡି ପ୍ରାର୍ଥିନୀ ସସ୍ମିତା ସ୍ବାଇଁ ପ୍ରଚାରକୁ ଜୋରଦାର କରିଛନ୍ତି। ଗୁରୁବାର ସନ୍ତୋଷପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ଦଳୀୟ ନେତୃବୃନ୍ଦଙ୍କୁ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ନିର୍ଦ୍ଦେଶ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୦ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କାର୍ଯ୍ୟକୁ ସୂଚାର ରୂପେ ସମ୍ପାଦନା କରିବା ନିମନ୍ତେ ଅନେକ ଯାନବାହନର ଆବଶ୍ୟକ ରହିଛି। ଯାନବାହନ ଅଧିଗ୍ରହଣ ପ୍ରକ୍ରିୟାରେ ସହଯୋଗ ନିମନ୍ତେ ସମ୍ପୃକ୍ତ ଗାଡ଼ିମାଲିକଙ୍କୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ବିଜୟ…

ଗଞ୍ଜାମ ଥାନାଧିକାରୀଙ୍କୁ ଚ୍ୟାଲେଞ୍ଜ ରହିବ ଚଳିତ ପଞ୍ଚାୟତ ନିର୍ବାଚନ

ଗଞ୍ଜାମ,୧୦।୨(ଡି.ଏନ୍‌.ଏ.): ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ଯେ କୌଣସି ରଣକୌଶଳ ଜାରି ରଖିଛନ୍ତି । ଗତ କିଛି ମାସ ହେବ ପ୍ରଥମ ଆଇଆଇସି…

ସ୍ତ୍ରୀଙ୍କୁ ହତ୍ୟା କରି ନିଜ ହାତ, ଗୋଡ଼ ହାଣିଦେଲେ ସ୍ବାମୀ

ଦିଗପହଣ୍ଡି,୯ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ବାମୀ ହିରଣ୍ୟ ସେଠୀ ସ୍ତ୍ରୀ ଝୁନୁଙ୍କୁ କାତିରେ ହାଣି ହତ୍ୟା କରିବା ପରେ ନିଜ ହାତ ଓ ଗୋଡ଼କୁ ହାଣି ଦେଇଥିଲେ। ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?