ଗଞ୍ଜାମରେ ୨୪୮ କରୋନା ଆକ୍ରାନ୍ତ ସୁସ୍ଥ
ଛତ୍ରପୁର,୨୫ା୫(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସୋମବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସମସ୍ତଙ୍କୁ କୋଭିଡ୍ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ା ଏମାନେ ଘରେ କ୍ୱାରାଣ୍ଟାଇନ୍ରେ ରହିବେ। ସ୍ବାସ୍ଥ୍ୟ ଟିମ୍ ନିୟମିତ…
ଆହାର କେନ୍ଦ୍ର ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ: ଏନ୍ଏସି ଇଓଙ୍କୁ ଦାବିପତ୍ର
ଗଞ୍ଜାମ, ୨୫।୫(ଡି.ଏନ୍.ଏ.): ଗଞ୍ଜାମ ସହର ଜୟଶ୍ରୀ ଛକଠାରେ ଏନ୍ଏସି ପକ୍ଷରୁ ୨୦ ଲକ୍ଷ୍ୟ ଟଙ୍କା ବ୍ୟୟ ଅଟକଳରେ ଏକ ଆହାର କେନ୍ଦ୍ର ନିର୍ମାଣ କାର୍ଯ୍ୟ ଚାଲିଛି l ଏହି କେନ୍ଦ୍ରର ଛାତ ପଡ଼ିସାରିଲାଣି l ମାତ୍ର ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା…
ଅଣ୍ଡା ଯୋଗାଣରେ ଅନିୟମିତତା ନେଇ ଦିଗପହଣ୍ଡି ସିଡିପିଓଙ୍କ ବଦଳି
ଦିଗପହଣ୍ଡି,୨୫।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ହଠାତ୍ ବଦଳି କରାଯାଇ। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସରଭାବେ ଅବସ୍ଥାପିତ କରାଯାଇଥିବା…
୨ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା, ଜଗନ୍ନାଥପ୍ରସାଦ ଶଟ୍ଡାଉନ୍
ଜଗନ୍ନାଥପ୍ରସାଦ,୨୫ା୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ କାର୍ଯ୍ୟରତ ୨ଜଣ ପୁରୁଷ ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାବ୍ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଶନିବାର ରାତିରେ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ସଙ୍ଗେ ସଙ୍ଗେ ବ୍ରହ୍ମପୁରସ୍ଥିତ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…
ଅଣ୍ଡା ଦୁର୍ନୀତି: ଦିଗପହଣ୍ଡି ସିଡିପିଓଙ୍କ ବଦଳି
ଦିଗପହଣ୍ଡି,୨୪୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ଅଚାନକ ବଦଳି କରାଯାଇଛି। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସର ଭାବେ ଅବସ୍ଥାପିତ କରାଯାଇଛି।…
ସଙ୍ଗରୋଧ କେନ୍ଦ୍ରରେ ସାପ
ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍.ଏ.)- ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ଖମ୍ବେୟାଦୋରା ଜୁନିୟର କଲେଜରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ସରୀସୃପ ଦେଖି ଅନ୍ତେବାସୀମାନେ ଅତଙ୍କିତ ହୋଇ ପଡ଼ିଛନ୍ତି। ଗତ ୪ଦିନ ହେଲା ଏଠାରେ ବିଷାକ୍ତ ସାପ ଓ ଗୋଧି ବିଚରଣ କରୁଥିବା ଫଟୋ ରାଳବ ଗ୍ରାମର ଜଣେ…
୯ ଜୁଆଡି ଗିରଫ, ୧୯ହଜାର ଟଙ୍କା ଜବତ
ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳ ଥାନାସାହି ନିକଟରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ରବିବାର ହିଞ୍ଜିଳିକାଟୁ ପୋଲିସ ଚଢ଼ାଉ କରିଥିଲା। ସେଠାରୁ ୯ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୧୯ହଜାର ୨ଶହ ଟଙ୍କା ଓ ତାସ ମୁଠା ଜବତ କରିଛି।…
ଦାରିଙ୍ଗବାଡି ଘାଟିରେ ଫସି ରହିଲା ପ୍ରବାସୀଙ୍କ ବସ୍ : ସାରା ରାତି ସମୟ କାଟିଲେ ଶ୍ରମିକ
ସୋରଡା,୨୪ା୫,(ଡି.ଏନ.ଏ.)-ତାମିଲନାଡୁର କୋଏମ୍ବାଟୁରରୁ ୩୨ ଜଣ ପ୍ରବାସୀ ଓଡିଆଙ୍କୁ ଧରି ବଲାଙ୍ଗୀର ଅଭିମୁଖେ ଆସୁଥିବା ଏକ ବସ୍ ଶନିବାର ରାତି ୧୦ଟାରେ ଗଞ୍ଜାମ ଜିଲା ସୀମାନ୍ତ ସୋରଡା-ଦାରିଙ୍ଗବାଡ଼ି ୪ ନଂ. ଘାଟିରେ ଫସି ରହିଥିଲା। ଫଳରେ ପ୍ରବାସୀମାନେ ଘାଟିରେ ସାରା ରାତି ସମୟ…
ପ୍ରବାସୀଙ୍କୁ ଓଡ଼ିଆଙ୍କୁ ନେଇ ବ୍ରହ୍ମପୁର ଫେରିଲା ୪ ଟ୍ରେନ
ବ୍ରହ୍ମପୁର ଅଫିସ,୨୪।୫-ବ୍ରହ୍ମପୁର ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରେ ରବିବାର ଅପରାହ୍ନ ସୁଦ୍ଧା ପହଞ୍ଚିଲା ୪ଟି ଟ୍ରେନ। ପ୍ରଥମ ଟ୍ରେନଟି ତାମିଲନାଡୁରୁ ୮୯୮ ଜଣ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସିଥିବାବେଳେ ଏଥିରେ ଗଞ୍ଜାମ ଜିଲାର ରହିଛନ୍ତି ୬୩୬ ଜଣ। ଦ୍ବିତୀୟ ଟ୍ରେନ ସୁରଟରୁ…
ଚେନ୍ ଟାଣି ଟ୍ରେନରୁ ଖସି ପଳାଇଲେ ଗଞ୍ଜାମର ୪୦୦ ପ୍ରବାସୀ
ଛତ୍ରପୁର,୨୪ା୫,(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ବାଲିବଗଡ ରେଲୱେ ଫାଟକ ନିକଟରେ ରବିବାର ଅପରାହ୍ନରେ ଚେନ୍ ପୁଲିଂ କରି ଗଞ୍ଜାମର ୪୦୦ ପ୍ରବାସୀ ଖସି ପଳାଇଛନ୍ତି। ଖବରପାଇ ଆରପିଏଫ ଓ ଛତ୍ରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି କେତେକ ପ୍ରବାସୀଙ୍କୁ ବାଲିବଗଡ଼ ରାସ୍ତା,…
ମଦ ପାଇଁ ଆକ୍ରମଣ: ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୪ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଶ୍ରୀହରି ସେଠୀଙ୍କୁ ରବିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କେସ୍ ନଂ.୧୧୨/୨୦ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ୍ ହାଜତକୁ ପଠାଇଦିଆଯାଇଛି। ଆଇଆଇସି ବସନ୍ତ କୁମାର…
ମଦ ବିକ୍ରି ଅଭିଯୋଗରେ ଅବକାରୀ ଚଢ଼ାଉ: ମିଳିଲାନି ମଦ, ସାହିରେ ଉତ୍ତେଜନା
ଗଞ୍ଜାମ,୨୪ା୫(ଡି.ଏନ୍.ଏ.): କରୋନା ପାଇଁ ସବୁଆଡ଼େ ମଦ ଦୋକାନ ବନ୍ଦ ରହିଛି। ଚୋରା ଲୁଚାରେ ମଦ ବିକ୍ରି ହେଉଥିବା ନେଇ ଗଞ୍ଜାମ ସହରରେ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଶନିବାର ଅବକାରୀ ବିଭାଗ ପକ୍ଷରୁ ବ୍ରାହ୍ମଣଢମଣା ସାହିରେ…
Archives


