ଗଞ୍ଜାମ

ଜେଜେ ମା’ଙ୍କୁ ଅଣ୍ଡା ଆଣିବାକୁ କହି ପିନ୍ଧା ଲୁଙ୍ଗିରେ ଝୁଲିପଡ଼ିଲେ

ଗଞ୍ଜାମ,୧।୨(ଡି.ଏନ୍‌.ଏ.): ଗଞ୍ଜାମ ଥାନା ବନ୍ଦର ସାହିରେ ଜଣେ ଯୁବକ ଘର ପାଇଖାନାରେ ପିନ୍ଧା ଲୁଙ୍ଗିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସୁମୂନାଥ ଗୌଡ଼(୨୩)। ଖବର ପାଇ ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ, ସେକେଣ୍ଡ ଅଫିସର ଅଜିତ କୁମାର ପରିଡl,…

ଜିଲାପରିଷଦ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଲେ ଛତ୍ରପୁର ବିଧାୟକ

ଛତ୍ରପୁର,୧।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ୨୦ ନଂ ଜୋନ ଜିଲାପରିଷଦର ବିଜେଡି ପ୍ରାର୍ଥୀ ତଥା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌.ଧନଞ୍ଜୟ ରେଡ୍ଡୀଙ୍କ ପାଇଁ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି । ଛତ୍ରପୁର ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହି…

ତୁରନ୍ତ ଧାନ କିଣା ଟାର୍ଗେଟ ପୂରଣ କରିବାକୁ ଜିଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଧାନ କିଣା ଧିମା ରହିଛି । କେତେକ ଚାଷୀଙ୍କ ଟୋକନ ଅବଧି ସରିବାକୁ ଥିବାବେଳେ ଏହା ରଦ୍ଦ ହେବାର ଆଶଙ୍କା ଦେଖାଦେଇଛି। ଏ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ର୍ରିୟା ପ୍ରକାଶ ପାଇବା ସହ ଅସନ୍ତୋଷ ଲାଗି…

ସ୍ମାର୍ଟ କ୍ଲାସ ରୂପାନ୍ତରିତ କାର୍ଯ୍ୟ ତଦାରଖ କଲେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୩୦।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ ଗ୍ରସ୍ତରେ ଆସି ସ୍କୁଲରେ ଚାଲିଥିବା ରୂପାନ୍ତରିତ କାର୍ଯ୍ୟ ତଦାରଖ କରିଥିଲେ। ଏଥିରେ ବିଡିଓ ବିଶ୍ୱଜିତ୍‌ ରାୟ, ପୁରାତନ ଛାତ୍ର ରବୀନ୍ଦ୍ର କୁମାର ପଣ୍ଡା, ହାଇସ୍କୁଲ କିରାଣି…

ପୂଜା ସାମଗ୍ରୀ ଦୋକାନରେ ନିଆଁ ଲଗାଇ ଜେଲ ଗଲେ ଯୁବକ

ଗଞ୍ଜାମ,୩୦।୧(ଡି.ଏନ୍‌.ଏ.): ଗଞ୍ଜାମ ବଡ଼ ବଜାରଠାରେ ଥିବା ପୂଜାସାମଗ୍ରୀ ଦୋକାନରେ ବିଳମ୍ବିତ ରାତିରେ ହରିଜନ ସାହିର ଜଣେ ଯୁବକ ନିଆଁ ଲଗାଇ ଦେଇଥିଲେ। ବିଦେଶୀ ମଦ ଦୋକାନ ସିସିଟିଭି ଯାଞ୍ଚ ପରେ ସେହି ଦିନ ହିଁ ନିଆଁ ଲଗାଇ ଥିବା ଯୁବକଙ୍କୁ ପୋଲିସ…

ସର୍ବକନିଷ୍ଠ ସରପଞ୍ଚ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱ

ଶେରଗଡ଼,୩୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ ବ୍ଲକର ଦୁଇଟି ପଞ୍ଚାୟତ ଖିରିଡା ଓ ଧନନ୍ତରରେ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀ ଅପ୍ରତିଦ୍ୱନ୍ଦ୍ୱି ରହିଛନ୍ତି। ଏମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ଧନନ୍ତର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ରାଜେଶ ଜେନା ବ୍ଲକରେ ସର୍ବ…

ନିର୍ବାଚନୀ ହିଂସା ଏଡ଼ାଇବା ପାଇଁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ

ଗଞ୍ଜାମ,୩୦ା୧(ଡି.ଏନ୍‌.ଏ.): ଆସନ୍ତା ଫେବୃୟାରୀ ୨୦ରେ ଗଞ୍ଜାମ ବ୍ଲକରେ ଅନୁଷ୍ଠିତ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଗଞ୍ଜାମ ଥାନା ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ଆରମ୍ଭ ହୋଇଛି l କେମିତି ଶାନ୍ତି ଶୃଙ୍ଖଳା, ଅବାଧରେ ଭୋଟରମାନେ ନିଜର ମତଦାନ କରି ପାରିବେ ସେଥିପାଇଁ…

ଉଠୁନି ଧାନ: ରାସ୍ତା ଅବରୋଧ କରି ବ୍ରହ୍ମପୁରକୁ ପାଣି ଯୋଗାଣ ବନ୍ଦ କଲେ ଚାଷୀ

ଛତ୍ରପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତର ଚାଷୀମାନଙ୍କ ଧାନ ଉଠୁନି। ସରକାରଙ୍କ ମଣ୍ଡି ବ୍ୟବସ୍ଥାରେ ଉଠାଣରେ ଅହେତୁକ ବିଳମ୍ବ ହେତୁ ଟୋକନ୍‌ ରଦ୍ଦ ହେବାର ଆଶଙ୍କା ଦେଖାଯାଇଛି। ଏ ନେଇ ଚାଷୀମାନେ ପ୍ରତିକ୍ରିୟା ପ୍ରକାଶ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି।…

ପୂଜା ସାମଗ୍ରୀ ଦୋକାନରେ ନିଆଁ ଲଗାଇ ଦୌଡ଼ି ପଳାଇଲେ ଦୁର୍ବୃତ୍ତ

ଗଞ୍ଜାମ,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ ବଡ଼ ବଜାରଠାରେ ଥିବା ପୂଜା ସାମଗ୍ରୀ ଦୋକାନରେ ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏଥିରେ ଲକ୍ଷାଧିକ ଟଙ୍କାର ବିଭିନ୍ନ ମୂଲ୍ୟବାନ୍‌ ସାମଗ୍ରୀ ପୋଡ଼ି ପାଉଁଶ ହୋଇ ଯାଇଛି। ବିଳମ୍ବିତ ରାତିରେ ଦୋକାନରେ ନିଆଁ ଜଳୁଥିବା…

ଭାଜପା ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ବାଇକ୍‌ରେ ଉଠାଇନେଇ ସାଙ୍ଘାତିକ ମାଡ଼

ଗଞ୍ଜାମ,୨୯।୧(ଡି.ଏନ୍‌.ଏ.): ଆଉ ମାତ୍ର କେଇଟା ଦିନପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ନିର୍ବାଚନ ପୂର୍ବରୁ ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ରମ୍ଭା ଅଞ୍ଚଳରେ ରାଜନୈତିକ ହିଂସା ଘଟିଥିବା ଜଣାପଡିଛି। ଜଣେ ଭାଜପା ସମର୍ଥିତ ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ସାଙ୍ଘାତିକ ମାଡ଼ ମରାଯାଇଥିବା…

ଭାରସାମ୍ୟ ହରାଇ ୧୦ ଫୁଟ୍‌ ତଳକୁ ଖସିଲା ବାଇକ୍‌

ପୋଲସରା,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ସୁନାରିବୁଗୁଡା ହଜ ନିକଟରେ ଶୁକ୍ରବାର ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପୋଲସରା ଥାନା ଚିରିକିପଡ଼ା ଶାସନ ଗ୍ରାମର ବାପୁନି ସାହୁ। ଯୁବକ ଜଣକ ବାଇକ୍‌ରେ ପୋଲସରା…

ବନ୍ଦ କୋଠରୀରୁ ମିଳିଲା ଯୁବକଙ୍କ ମୃତଦେହ

ଗଞ୍ଜାମ,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୱାର୍ଡ ନଂ. ୪ ରାଉଳସାହିର ଏକ ଘରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଶୁକ୍ରବାର ଜବତ ହୋଇଛି। ମୃତ ବ୍ୟକ୍ତି ଜଣକ ହେଲେ ବଳରାମ ପଣ୍ଡା (୪୫)। ଖବରପାଇ ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?