ଗଞ୍ଜାମ

ନବବଧୂଙ୍କୁ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭଞ୍ଜନଗର,୨୩।୫(ଡି.ଏନ.ଏ.)- ଭଞ୍ଜନଗର ସହର ପୁରୁଣା ପରିବା ମାର୍କେଟ ଗଳିରେ ରହୁଥିବା ଜଣେ ନବବିବାହିତାଙ୍କ ମୃତଦେହ ଗୁରୁବାର ପୋଲିସ ଉଦ୍ଧାର କରିଥିଲା। ସେ ହେଲେ ବଡକୋଦଣ୍ଡାର ମାମାଲି ପ୍ରଧାନ। ଶଶୁର ଘର ଲୋକେ ତାଙ୍କୁ ହତ୍ୟା କରିଥିବା ମାମାଲିଙ୍କ ବାପଘର ଲୋକେ ଶୁକ୍ରବାର…

ପଶ୍ଚିମବଙ୍ଗରେ ଜଳବନ୍ଦୀ ଗଞ୍ଜାମର ୫୦ ପରିବାର, ଉଦ୍ଧାର ପାଇଁ ନିବେଦନ

ଛତ୍ରପୁର,୨୩ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ଯୋଗୁ ପଶ୍ଚିମବଙ୍ଗର ହାୱଡା ଜିଲା ଘୁଷରି ଅଞ୍ଚଳ ନସ୍କପତା ବସ୍ତିରେ ଗଞ୍ଜାମ ଜିଲାର ୫୦ ପରିବାର ଝୁମ୍ପୁଡି ମଧ୍ୟରେ ରହି ଆସୁଥିଲେ। ସେମାନେ ବୁଗୁଡା, ପୋଲସରା, ନିମପଦର, ଆସିକା, ସୋରଡା ଆଦି ଅଞ୍ଚଳର। କାମ କରୁଥିବା ଝୋଟ ମିଲ୍‌…

ଶୁଖୁଆ ହାଟ ପଡିଆରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଗଞ୍ଜାମ,୨୨ା୫(ଡି.ଏନ୍‌.ଏ.)- ଗଞ୍ଜାମ ବ୍ଲକ ହୁମ୍ମା ଶୁଖୁଆ ହାଟ ପଡ଼ିଆରୁ ଶୁକ୍ରବାର ଅପରାହ୍ନରେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ଶିଶୁପୁତ୍ର ପଡ଼ିଥିବା ଦେଖି ଅଞ୍ଚଳର କେତେଜଣ ଯୁବକ ପାଖକୁ ଯାଇ ବଞ୍ଚଥିବା ଦେଖିଥିଲେ। ପରେ ତାଙ୍କୁ ଉଦ୍ଧାର କରି…

ସଙ୍ଗରୋଧ ଗୃହରେ ସାବିତ୍ରୀ ବ୍ରତ

ଭଞ୍ଜନଗର,୨୨।୫(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ବ୍ଲକ ବିଡ଼ିପୁର ଗ୍ରାମରେ ଥିବା ସଙ୍ଗରୋଧ ଗୃହରେ ଶୁକ୍ରବାର ପ୍ରବାସୀ ମହିଳା ସାବିତ୍ରୀ ବ୍ରତ କରିଥିଲେ। ଏଥିରେ ସରପଞ୍ଚ କୃଷ୍ଣଚନ୍ଦ୍ର ରଥ ପୂଜାରୀ ଦାୟିତ୍ୱ ତୁଲାଇଥିଲେ। ଫଳରେ ଗ୍ରାମର ୩ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ୧୨ ମହିଳା ସାବିତ୍ରୀ…

ଭଞ୍ଜନଗର ଉପଖଣ୍ଡରେ ୨ କରୋନା ଆକ୍ରାନ୍ତ

ଭଞ୍ଜନଗର,୨୨।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ହିଁ ପୂର୍ବରୁ ପ୍ରାୟ କରୋନା ପଜିଟିଭ୍‌ ବାହାରୁଥିଲେ। ତେଣୁ ପ୍ରଶାସନ ପକ୍ଷରୁ ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦିଆଯାଉଥିଲା। କିନ୍ତୁ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରୁ ୨ଜଣ କରୋନା ପଜିଟିଭ୍‌…

ଅମାନିଆଙ୍କ ଗଣିଲେ ୫ ହଜାର ଜରିମାନା

ବୁଗୁଡ଼ା,୨୨ା୫(ଡି.ଏନ.ଏ.)- ବୁଗୁଡ଼ା ସହରରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ଲକଡାଉନ ନିୟମକୁ ମାନି ଚଳିବା ପାଇଁ ବାରମ୍ବାର ମାଇକ ଦ୍ୱାରା ସଚେତନ କରାଯାଉଥିଲେ ମଧ୍ୟ ଅଧିକାଂଶ ଲୋକେ ମାନୁ ନାହାନ୍ତି। ତହସିଲଦାର ସଂଗ୍ରାମ କେଶରୀ ଜେନା, ଏନଏସି ପ୍ରଶାସନ ଓ ପୋଲିସ ପ୍ରଶାସନର…

ବ୍ରହ୍ମପୁର ରେଳ ଷ୍ଟେସନରେ ଖୋଲିଲା ସଂରକ୍ଷିତ ଟିକଟ୍‌ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚାଲିବ ୨ ଟ୍ରେନ

ବ୍ରହ୍ମପୁର ଅଫିସ,୨୨ା୫-ବ୍ରହ୍ମପୁର ରେଳଷ୍ଟେସନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର(ରିଜର୍ଭେସନ ଟିକଟ କାଉଣ୍ଟର) ଶୁକ୍ରବାରଠାରୁ ପୁଣି ଖୋଲିଛି। ରେଳ ବିଭାଗ ପକ୍ଷରୁ ଜୁନ ପହିଲାରୁ ଟ୍ରେନ ଚଳାଚଳ କରାଯିବା ନେଇ ନିଷ୍ପତ୍ତି ପରେ ବ୍ରହ୍ମପୁରରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବାକୁ ଥିବା…

କ୍ୱାରେଣ୍ଟାଇନ ଅବଧି ସରିଲା: ଛତ୍ରପୁର ବ୍ଲକର ୪୩୫ ଜଣ ଘରକୁ ଗଲେ

ଛତ୍ରପୁର, ୨୨।୫(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରୁ ୨୧ ଦିନିଆ ଅବଧି ସରିବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୫ ପ୍ରବାସୀ ଗୁରୁବାର ଓ ଶୁକ୍ରବାର ଘରକୁ ଯାଇଛନ୍ତି। ସେଥିମଧ୍ୟରେ ଡିପିଆରସିରୁ ୧୩୮ଜଣ, ବଡ଼ମାଧପୁର ଧୀରେଶ୍ୱର ବିଦ୍ୟାପୀଠ…

ଦୁର୍ଘଟଣାରେ ସୁରଙ୍ଗି ଫରେଷ୍ଟର ମୃତ

ପାତ୍ରପୁର,୨୨ା୫(ଡି.ଏନ୍‌.ଏ.)- ଜରଡ଼ା ଥାନା ଅଧିନ ସୁରଙ୍ଗି ଫରେଷ୍ଟର୍‌ ଶିବ ବେହେରାଙ୍କର ଗୁରୁବାର ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ପଙ୍କାଳ ନିକଟ ନର୍ସରୀକୁ ଯାଇ ମଧ୍ୟାହ୍ନରେ ଫେରିବାବେଳେ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ପାତ୍ରପୁର…

୩ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ, ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କୁ ଦାବିପତ୍ର

ପାଟପୁର,୨୨ା୫- ସାନଖେମୁଣ୍ଡି ବ୍ଲକ ପଟିଗୁଡା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ୩ ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡିଛି। ଫଳରେ ଗ୍ରାମବାସୀ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ପୋଖରୀ ଓ ଭଙ୍ଗା ନଳକୂପରୁ ପାଣି ସଂଗ୍ରହ କରି ବ୍ୟବହାର…

ଜଙ୍ଗଲରୁ ୬ ଜୁଆଡି ଗିରଫ

ଭଞ୍ଜନଗର,୨୨।୫(ଡି.ଏନ୍‌.ଏ.)- ତାରସିଂ ପୋଲିସ ଗୁରୁବାର ଲେମ୍ବେଇ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରି ସେମାନଙ୍କ ୯ ହଜାର ୨୬୦ ଟଙ୍କା, ୬ଟି ବାଇକ୍‌ ସମେତ ଅନ୍ୟାନ୍ୟ ଜିନିଷ ଜବତ କରିଛି। ଉକ୍ତ ଜଙ୍ଗଲରେ ଜୁଆଖେଳ ଚାଲିଥିବା ବେଳେ…

ଅନ୍ତେବାସୀ ମହିଳାଙ୍କୁ ସରପଞ୍ଚ ଦେଲେ ସାବିତ୍ରୀ ଭାର

ଭଞ୍ଜନଗର,୨୨ା୫(ଡି.ଏନ.ଏ)- ରାତି ପାହିଲେ ସାବିତ୍ରୀ ବ୍ରତ। ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟଶଇନ୍‌ ସେଣ୍ଟରରେ ବହୁ ମହିଳା ଅଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟର ଅଞ୍ଚଳରେ ୧୪୪ ଧାରା ଲାଗୁ ହୋଇଥିବାରୁ ସେଠାକୁ ବାହାର ଜିନିଷି ପ୍ରାୟ ଯାଇ ପାରୁନାହିଁ। ଫଳରେ ସେଠାରେ ଥିବା ବିବାହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri