ଗଞ୍ଜାମ

ସାଇକେଲରେ ତାମିଲନାଡୁରୁ ପୋଲସରା ଫେରିଲେ ଯୁବକ

ପୋଲସରା,୨୦ା୫(ଡି.ଏନ.ଏ.)- ପୋଲସରା ଇଚ୍ଛାପୁର ଗ୍ରାମର ଅରୁଣ ନାୟକ ତାମିଲନାଡୁର ଅମ୍ବାଟୁରରୁ ସାଇକେଲରେ ଆସି ସୋମବାର ନିଜ ଅଞ୍ଚଳରେ ପହଞ୍ଚତ୍ଛନ୍ତି। ଅମ୍ବାଟୁରର ଏକ କମ୍ପାନୀରେ ଅରୁଣ କାମ କରୁଥିଲେ। ଲକ୍‌ଡାଉନ୍‌ ଯୋଗୁ କାମ ବନ୍ଦ ପରେ ଚଳିବାକୁ ଅସୁବିଧା ହୋଇଥିଲା। ଅର୍ଥ ସରିଯିବାରୁ…

ବାହାରେ ବୁଲୁଛନ୍ତି ଅନ୍ତେବାସୀ

କବିସୂର୍ଯ୍ୟନଗର,୨୦ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ୩ଶହ ଟପିଛି କରୋନା ପଜିଟିଭ ସଂଖ୍ୟା। ତଥାପି ଚେତୁ ନାହାନ୍ତି ଅନ୍ତେବାସୀ। ସୁରକ୍ଷା ବ୍ୟବସ୍ଥା କୋହଳ ହେତୁ ବଜାରରେ ବୁଲୁଛନ୍ତି। ସ୍ଥାନୀୟ ଅଞ୍ଚଳବାସୀ ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ଭୟଭୀତ ହୋଇ ପଡିଛନ୍ତି। କଲ୍ୟାଣ ମଣ୍ଡପ ସଙ୍ଗରୋଧ ଗୃହରେ…

ସାବିତ୍ରୀ ପାଇଁ ଭୂଲିଗଲେ ସାମାଜିକ ଦୂରତା

କବିସୂର୍ଯ୍ୟନଗର,୨୦ା୫(ଡି.ଏନ୍‌.ଏ.)- କରୋନାର ଭୟାବହତା କମିନାହିଁ। ତେଣୁ ଲକ୍‌ଡାଉନ୍‌ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଚତୁର୍ଥ ପର୍ଯ୍ୟାୟରେ ଏହାକୁ ସାମାନ୍ୟ କୋହଳ କରି ଦୋକାନ ବଜାର ଖୋଲିବାକୁ ଅନୁମତି ମିଳିଛି। ମାତ୍ର ସାମାଜିକ ଦୂରତା ଓ ମାସ୍କ ବ୍ୟବହାରକୁ ଆହୁରି କଡାକଡି…

ଗୋଷ୍ଠୀ ସଂଘର୍ଷ, ୫ ଆହତ

ପାତ୍ରପୁର,୨୦ା୫(ଡି.ଏନ୍‌.ଏ.)- ଜରଡ଼ା ଥାନା ଗୋପାଳପଲ୍ଲୀ ଗ୍ରାମରେ ସୋମବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୫ ଜଣ ଆହାତ ହୋଇଛନ୍ତି। ପୂର୍ବରୁ ଶ୍ରୀରାମ ନବମୀବେଳେ ଉଭୟ ଗୋଷ୍ଠୀ ଦର୍ଶନ ପାଇଁ ମାର୍‌ପିଟ ହୋଇ…

କରୋନା ପଜିଟିଭ୍‌ ଚିହ୍ନଟ ପରେ ଲିଆଖାଇ ଗାଁ ସିଲ୍‌

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମକୁ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ପ୍ରଶାସନ ସିଲ୍‌ କରିଛି। ମସ୍ତିଷ୍କ କର୍କଟ ରୋଗରେ ଭୁବନେଶ୍ୱର ଏମ୍‌ସ ହସ୍‌ପିଟାଲରେ ଚିକିତ୍ସିତ ହେଉଥିବା ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିବା ପରେ ଜିଲା ପ୍ରଶାସନର…

ଅମ୍ଫନ୍‌ ପ୍ରଭାବ, ଗୋପାଳପୁର ବେଳାଭୂମି ଅଶାନ୍ତ

ଗୋପାଳପୁର,୧୯ା୫(ଡି.ଏନ୍‌.ଏ.)- ଅମ୍ଫନ୍‌ ପ୍ରଭାବରେ ମଙ୍ଗଳବାର ଗୋପାଳପୁର ବେଳାଭୂମି ଅଶାନ୍ତ ରହିବା ସହ ବଡବଡ ଜୁଆର ଉଠିଥିଲା। ୨୪ ଘଣ୍ଟାରେ ୦.୫ ମିଲି ବର୍ଷା ରେକର୍ଡ଼ କରାଯାଇଛି। ମଙ୍ଗଳବାର ମଧ୍ୟ ରାତିରୁ ବର୍ଷା ବଢିବା ସହ ୫୫ରୁ ୬୫ କିମି ବେଗରେ ପବନ…

ସୁରଟରେ ଆଖି ବୁଜିଲେ କରୋନା ଆକ୍ରାନ୍ତ ଓଡିଆ ଶ୍ରମିକ

ଧରାକୋଟ,୧୯ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଝରପାରି ପଞ୍ଚାୟତ ବାଡୁଲା ଗ୍ରାମର କୃଷ୍ଣଚନ୍ଦ୍ର ବିଶୋଇ(୨୭)ଙ୍କ ସୁରଟରେ ମୃତ୍ୟୁ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୮ଦିନ ତଳେ ସୁରଟର ଏକ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ତାଙ୍କର…

ଶ୍ମଶାନରୁ ନବବଧୂଙ୍କ ଅଧାପୋଡା ମୃତଦେହ ଜବତ

ସୋରଡା,୧୯ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକ ରାଇବନ୍ଧ ମଶାଣିରୁ ବଡଗଡ ପୋଲିସ ଜଣେ ନବବଧୂଙ୍କ ଅଧାପୋଡା ମୃତଦେହ ମଙ୍ଗଳବାର ଜବତ କରିଛି। ସେ ହେଲେ କୁଲାଙ୍ଗି ଗ୍ରାମର କୃଷ୍ଣ ସ୍ବାଇଁଙ୍କ ଝିଅ ଟିକିନା (୨୦)। ରାଇବନ୍ଧ ଗ୍ରାମର କବିରାଜ ସ୍ବାଇଁଙ୍କୁ ୨ ମାର୍ଚ୍ଚରେ ଟିକିନା…

ଗଞ୍ଜାମ ଜିଲାର ୧୧୬୭ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖୁଛି ୫୮ ପୋଲିସ ମୋବାଇଲ ଟିମ୍‌ , ରହିଛନ୍ତି ୫୫୦୨୫ ପ୍ରବାସୀ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୧୬୭ଟି କ୍ୱାରାଣ୍ଟାଇନ ସେଣ୍ଟର ରହିଛି। ଉକ୍ତ ସେଣ୍ଟରଗୁଡିକର ବାହାରେ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ଏଥିସହ ୫୮ଟି ପୋଲିସ ମୋବାଇଲ ଟିମ୍‌ ଉକ୍ତ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖିବା ସହ…

ବୁଢ଼ୀ ଠାକୁରାଣୀ ମନ୍ଦିରରୁ ଚୋରି: ରୁପା ଅଳଙ୍କାର, ଦାନ ହୁଣ୍ଡି ନେଇଗଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୯।୫: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ଲାଠି ଗ୍ରାମରେ ଥିବା ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ୩ଟି ଗେଟର ତାଲା ଭାଙ୍ଗି ମା’ ଠାକୁରାଣୀ ପରିଧାନ କରିଥିବା ସମସ୍ତ…

ସାମାଜିକ ଦୂରତା ଉଲ୍ଲଂଘନ: ଛତ୍ରପୁରରେ ଗ୍ରୋସରୀ ଦୋକାନ ସିଲ୍‌

ଛତ୍ରପୁର,୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମେନ୍‌ରୋଡରେ ଥିବା ସନ୍ତୋଷ ସେନାପତିଙ୍କ ଗ୍ରୋସରୀ ଦୋକାନକୁ ସୋମବାର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ସାମାଜିକ ଦୂରତା ଉଲ୍ଲଂଘନ ନେଇ ଉକ୍ତ ଦୋକାନକୁ ସିଲ କରାଯାଇଥିବା ଜଣାପଡ଼ିଛି। ସାମାଜିକ ଦୂରତା, ମାସ୍କ…

କ୍ୱାରାଣ୍ଟାଇନ ସେଣ୍ଟରରେ ଡାଲିରୁ ବାହାରିଲା ଝିଟିପିଟି: ଏହାକୁ ଖାଇ ୫ ଅସୁସ୍ଥ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମହାନାଦପୁର ପଞ୍ଚାୟତ ଖୁରିଗାଁ ପ୍ରାଥମିକ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ତଥା ଅନ୍ତେବାସୀଙ୍କୁ ସୋମବାର ରାତିରେ ଖାଇବାକୁ ଦିଆଯାଇଥିଲା। ୨୯ ଅନ୍ତେବାସୀ ରାତ୍ରି ଭୋଜନ ଖାଇ ସାରିଥିବାବେଳ ବେଳ ୨ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri