ଗଞ୍ଜାମ

ସ୍ବାମୀଙ୍କୁ ହତ୍ୟା କରି ଜେଲ ଗଲେ ସ୍ତ୍ରୀ

ବ୍ରହ୍ମପୁର ଅଫିସ,୧୭ା୫-ସ୍ବାମୀଙ୍କୁ ହତ୍ୟା କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶନିବାର ସ୍ତ୍ରୀ ସୁନୀତା ବେହେରାଙ୍କୁ ଗିରଫ କରିଛି। ଘଟଣା ବେଳେ ବ୍ୟବହୃତ ରକ୍ତଭିଜା ଶିଳପୁଆ ଜବତ କରିଛି। ମାମଲା ନଂ.୯୫/୨୦ରେ ସୁନୀତାଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି। ପ୍ରକାଶ ଯେ, ଗେଟବଜାର…

୩ ଟ୍ରେନ୍‌ରେ ଫେରିଲେ ୪୬୬୪ ପ୍ରବାସୀ

ଛତ୍ରପୁର,୧୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସମେତ ଓଡିଶାର ବିଭିନ୍ନ ଜିଲାର ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଜଗନ୍ନାଥପୁର ଷ୍ଟେଶନକୁ ଆସିବାରେ ଲାଗିଛନ୍ତିି। ଶନିବାର ମଧ୍ୟ ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଉକ୍ତ ଷ୍ଟେଶନରେ ଆସି ପହଞ୍ଚଛନ୍ତି। ଭୋର ୫ଟା ୩୦ରେ ସୁରଟରୁ ୧୭୪୨ ଜଣଙ୍କୁ ନେଇ ଜଗନ୍ନାଥପୁର…

ଖାଦ୍ୟ ଖାଇଲେନି ଅନ୍ତେବାସୀ, ନିମ୍ନମାନର ଅଭିଯୋଗ

କବିସୂର୍ଯ୍ୟନଗର,୧୭ା୫(ଡି.ଏନ୍‌.ଏ.)- ନିମ୍ନମାନର ଅଭିଯୋଗ ଆଣି ଖାଦ୍ୟ ଖାଇଲେ ନାହିଁ ସଙ୍ଗରୋଧରେ ଥିବା ପ୍ରବାସୀ ଓଡ଼ିଆ। ଏପରି ଘଟଣା ଘଟିଛି କବିସୂର୍ଯ୍ୟନଗର ବାଳିକା ହାଇସ୍କୁଲରେ। ଏଠାରେ ୭୮ ଜଣ ଅନ୍ତେବାସୀ ରହୁଛନ୍ତି। ସରକାରୀ ମେନୁ ପ୍ରକାରେ ଶନିବାର ମଧ୍ୟାହ୍ନ ଭୋଜନରେ ଭାତ, ଡ଼ାଲି…

‘ଅମ୍ଫନ’ ପାଇଁ ଜଳଭଣ୍ଡାରରୁ ପାଣି ଛଡାଗଲା

ଭଞ୍ଜନଗର,୧୭।୫(ଡି.ଏନ୍‌.ଏ.)- ସାମୁଦ୍ରିକ ଝଡ଼ ଅମ୍ଫନ୍‌ ପ୍ରଭାବ ଓଡ଼ିଶାର କେତେକ ଜିଲାରେ ପଡିବାକୁ ଥିବାରୁ ଜଳସମ୍ପଦ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାରେ ଥିବା ଜଳଭଣ୍ଡାରର ଜଳସ୍ତର କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର, ସୋରଡ଼ା, ଡ଼ହ, ବାଘୁଆ, ଧନେଇ, ଘୋଡ଼ାହାଡ଼, ବାଘଲଟି…

କ୍ୱାରାଣ୍ଟାଇନ ସେଣ୍ଟରରେ କୋଭିଡ ତାଲିମ କ୍ଲାସ: ସୁସ୍ଥ ହେଲେଣି ୪୯

ଛତ୍ରପୁର,୧୭।୫(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଅନ୍ତେବାସୀଙ୍କୁ ପ୍ରଶାସନ ପକ୍ଷରୁ ୧୦ଦିନିଆ କୋଭିଡ-୧୯ ସମ୍ବନ୍ଧିୟ ତାଲିମ ପ୍ରଦାନ କରାଯାଉଛି। ଅନ୍ତେବାସୀମାନେ କୋଭିଡ ସମ୍ପର୍କରେ କିପରି ସଚେତନ ହେବେ ସେ ନେଇ ତାଲିମ ଦିଆଯାଉଛି ବୋଲି ରବିବାର ଗଞ୍ଜାମ ଜିଲାପାଳ ବିଜୟ…

କୁକୁଡ଼ାଖଣ୍ଡିରେ କରୋନା ଭୟ: ଗୁଣ୍ଠବନ୍ଧ ଗାଁ ସିଲ୍‌, ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବ ବ୍ଲକ ପ୍ରଶାସନ

ବ୍ରହ୍ମପୁର ଅଫିସ,୧୭ା୫: ଗଞ୍ଜାମ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ କୁକୁଡ଼ାଖଣ୍ଡି ବ୍ଲକ ଅଧିନସ୍ଥ ଦକ୍ଷିଣପୁର ପଞ୍ଚାୟତର ଗୁଣ୍ଠବନ୍ଧକୁ ରବିବାର ସିଲ୍‌ କରାଯାଇଛି। ଏପରିକି କୁକୁଡ଼ାଖଣ୍ଡି ଗୋଷ୍ଠୀ ଅଧିକାରୀଙ୍କ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା…

୨୨ ଶ୍ରମିକଙ୍କୁ ଗାଡ଼ି କରି ପଠାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୭।୫(ଡି.ଏନ.ଏ.)-ଚେନ୍ନାଇ ଓ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଅଞ୍ଚଳରୁ ଚାଲି କରି ଆସୁଥିବା ୯ ଜଣ ଶ୍ରମିକଙ୍କୁ ରବିବାର ଗଞ୍ଜାମ ପୋଲିସ ଉଦ୍ଧାର କରିଛି। ପରେ ସେମାନଙ୍କୁ ଖାଦ୍ୟ ଦେବା ସହ ଏକ ଗାଡି ଯୋଗେ ନିଜ ନିଜ ଜିଲାକୁ ପଠାଇଥିବା ଜଣାପଡ଼ିଛି। ସେହିପରି…

ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୭୭ ଆଶ୍ରୟସ୍ଥଳୀ ପ୍ରସ୍ତୁତ: ଅନ୍ୟ ୨୭ ଆଶ୍ରୟସ୍ଥଳୀରେ ଚାଲିଛି କ୍ୱାରାଣ୍ଟାଇନ୍‌ ସେଣ୍ଟର

ଛତ୍ରପୁର,୧୭ା୫(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟାର ମୁକାବିଲା ଓ ପ୍ରସ୍ତୁତି ଗଞ୍ଜାମ ଜିଲାରେ ଚାଲିଛି। ଜିଲାରେ ମୋଟ ୧୦୪ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ରହିଛି। ଏଥିମଧ୍ୟରୁ ୨୭ଟି ଆଶ୍ରୟସ୍ଥଳୀରେ କରୋନା ମୁକାବିଲା ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟର ଚାଲିଛି। ଅନ୍ୟ ୭୭ଟି ଆଶ୍ରୟସ୍ଥଳୀକୁ ଆବଶ୍ୟକ…

୩ ଟ୍ରେନ୍‌ରେ ଫେରିଲେ ୪୬୬୪ ପ୍ରବାସୀ

ଛତ୍ରପୁର,୧୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସମେତ ଓଡିଶାର ବିଭିନ୍ନ ଜିଲାର ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଜଗନ୍ନାଥପୁର ଷ୍ଟେଶନକୁ ଆସିବାରେ ଲାଗିଛନ୍ତିି। ଶନିବାର ମଧ୍ୟ ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଉକ୍ତ ଷ୍ଟେଶନରେ ଆସି ପହଞ୍ଚଛନ୍ତି । ଭୋର ୫ଟା ୩୦ରେ ସୁରଟରୁ ୧୭୪୨ ଜଣଙ୍କୁ ନେଇ…

ସ୍ବାମୀଙ୍କୁ ହତ୍ୟା କରି ଜେଲ ଗଲେ ସ୍ତ୍ରୀ

ବ୍ରହ୍ମପୁର ଅଫିସ,୧୭ା୫-ସ୍ବାମୀଙ୍କୁ ହତ୍ୟା କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶନିବାର ସ୍ତ୍ରୀ ସୁନୀତା ବେହେରାଙ୍କୁ ଗିରଫ କରିଛି। ଘଟଣା ବେଳେ ବ୍ୟବହୃତ ରକ୍ତଭିଜା ଶିଳପୁଆ ଜବତ କରିଛି। ମାମଲା ନଂ.୯୫/୨୦ରେ ସୁନୀତାଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି। ପ୍ରକାଶ ଯେ, ଗେଟବଜାର…

ଘରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଉଦ୍ଧାର: ସଙ୍ଗରୋଧରୁ ଆସି ମୁଖାଗ୍ନି ଦେଲେ ପୁଅ

ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ବ୍ଲକ ହାଣ୍ଡିଘର ଗ୍ରାମର ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଶନିବାର ପଡୋଶୀ ଉଦ୍ଧାର କରିଛନ୍ତି। ସେ ହେଲେ ରୋହିଣୀ ଦାଶ (୭୫)। ସୁରଟରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିବା ପୁଅ ମୁଖାଗ୍ନି ଦେଇଛନ୍ତି। ରୋହିଣୀଙ୍କ ୨ ପୁଅ ବାହାରେ…

ସାଇକେଲରେ ଚେନ୍ନାଇରୁ ବୁଗୁଡ଼ା ଫେରିଲେ ୫ ଯୁବକ

ବୁଗୁଡ଼ା,୧୬ା୫(ଡି.ଏନ.ଏ.)- ବୁଗୁଡା ଅଞ୍ଚଳର ୫ଜଣ ଯୁବକ ଚେନ୍ନାଇରୁ ପ୍ରାୟ ୧୨ଶହ କିମି ସାଇକେଲିଂ କରି ଆସି ଶୁକ୍ରବାର ସନ୍ଧ୍ୟାରେ ବୁଗୁଡ଼ାରେ ପହଞ୍ଚତ୍ଛନ୍ତି। ଉକ୍ତ ୫ ଜଣ ଚେନ୍ନାଇର ଏକ କମ୍ପାନୀରେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କମ୍ପାନୀ ବନ୍ଦ ହେବାରୁ ମାଲିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri