ଗଞ୍ଜାମ

କୋର୍ଟ ସମ୍ମୁଖରେ ଓକିଲଙ୍କ ଧାରଣା

ପୁରୁଷୋତ୍ତମପୁର,୨୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଠାରେ ସବ ଜଜ କୋର୍ଟ ପ୍ରତିଷ୍ଠା ଓ ବ୍ରହ୍ମପୁରଠାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ପୁରୁଷୋତ୍ତମପୁର ଓକିଲ ସଂଘ ପକ୍ଷରୁ କୋର୍ଟ ସମ୍ମୁଖରେ ସତ୍ୟାଗ୍ରହ କରି ଧାରଣା ଦିଆଯାଇଛି। ଓକିଲମାନେ କହିଛନ୍ତି, ଦୀର୍ଘ ଦିନ ହେଲା ପୁରୁଷୋତ୍ତମପୁରରେ…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୨୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ରାଜପୁର ରୋଡ଼ରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ଟିମ ଚଢ଼ାଉ କରଛି। କନିଷ୍ଠ ଯନ୍ତ୍ରୀ ଇଂ. ବଂଶୀଧର ସେଠୀଙ୍କ ପ୍ରକୋଷ୍ଠରୁ ବହୁ ସଂଖ୍ୟକ ନଥିପତ୍ର ଜବତ…

ବାର୍‌ହା ଫାସରେ ଗଲା ମହିଳାଙ୍କ ଜୀବନ

ବୁଗୁଡ଼ା,୨୭ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ଗୌଡିଆ ବରୋଦା ପଞ୍ଚାୟତର ଗାନ୍ଧୀ ଗ୍ରାମରେ ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାରରେ ଲାଗି ଗୁରୁତର ହୋଇଥିବା ମହିଳା ଚାଷୀଙ୍କ ସୋମବାର ମୃତ୍ୟୁ ଘଟିଛି। ସେ ହେଲେ…

ଟୋଲଗେଟ୍‌ ପାଇଁ ଖୋଳା ଯାଇଥିବା ଗାତ ନେଲା ଜୀବନ

ଭଞ୍ଜନଗର,୨୭।୧୨(ଡି.ଏନ.ଏ): ଭଞ୍ଜନଗର-ଫୁଲବାଣୀ ଜାତୀୟ ରାଜପଥର ଖାରିଗୁଡ଼ା ନିକଟରେ ନିର୍ମାଣଧୀନ ଟୋଲ ଗେଟ୍‌ ଗାତରେ ପଡ଼ି ସୋମବାର ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜି.ଉଦୟଗିରି ଥାନା ବାଦଗଡ଼ର ମହିନାଥ ପ୍ରଧାନ। ଭଞ୍ଜନଗର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ ଅସ୍ଥାୟୀ କର୍ମଚାରୀ

ଛତ୍ରପୁର,୨୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ଅସ୍ଥାୟୀ କର୍ମଚାରୀ (ଡିଏଲ୍‌ଆର ଓ ସିଏଲ୍‌ଆର) ଦୀର୍ଘ ୧୮ ବର୍ଷ ହେଲା ନିରବଚ୍ଛିନ୍ନ ଭାବେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ କାର୍ଯ୍ୟ କରିଆସୁଛନ୍ତି। ଦରମା ବନ୍ଦ ସହ ଠିକା ଶ୍ରମିକ ଭାବେ କାମ କରିବାକୁ ସରକାରଙ୍କ…

ବାସହୀନଙ୍କୁ ଘର ଯୋଗାଇବାକୁ ଦାବି

ଛତ୍ରପୁର,୨୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ଏନ୍‌ଏସିର ବାସହୀନ ପରିବାରଙ୍କୁ ଜାଗା ଯୋଗାଇଦେବା ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବା ଲାଗି ଦାବି ହୋଇଛି। ଉକ୍ତ ଏନ୍‌ଏସିର ୱାର୍ଡ ନଂ ୪,୬,୯,୧୦,୧୨ ରେ ଦୀର୍ଘ ବର୍ଷ ଧରି କିଛି ଲୋକେ ଭଡା…

ଆଜି ସୁମିତ-ତପସ୍ବିନୀଙ୍କୁ ରାୟ ଶୁଣାଇବେ କୋର୍ଟ

ବ୍ରହ୍ମପୁର ଅଫିସ,୨୭ା୧୨: ବ୍ରହ୍ମପୁର ବ୍ରହ୍ମାନଗରର ବହୁ ଚର୍ଚ୍ଚିତ ତପସ୍ବିନୀ ଏବଂ ସୁମିତଙ୍କ ପାରିବାରିକ ବିବାଦ ମାମଲାର ସୋମବାର ରାୟ ଶୁଣାଇବେ କୋର୍ଟ । ଦିନ ପରେ ଦିନ ଗଡ଼ି ଚାଲିଥିଲେ ମଧ୍ୟ ସାମାଧାନର ବାଟ ବାହାରି ପାରୁନାହିଁ। ତେବେ ଆଜିର କୋର୍ଟ…

ବାର୍‌ହା ଫାସରେ ପଡ଼ିଗଲେ ମହିଳା

ବୁଗୁଡ଼ା,୨୭ା୧୨(ଡି.ଏନ.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଗୌଡିଆ ବରୋଦା ପଞ୍ଚାୟତର ଗାନ୍ଧୀ ଗ୍ରାମରେ ରବିବାର ବନ୍ୟ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାରରେ ଲାଗି ଜଣେ ମହିଳା ଚାଷୀ ଗୁରୁତର ହୋଇଛନ୍ତି। ସେ ହେଲେ ବାବୁଲା…

‘ମୁଁ ବଞ୍ଚିଛି, ମୋତେ ନେଇ ଯାଅ ସୁମିତ’

ବ୍ରହ୍ମପୁର ଅଫିସ,୨୬।୧୨: ବ୍ରହ୍ମପୁର ବ୍ରହ୍ମାନଗରର ତପସ୍ବିନୀ ରବିବାର କୋହଭରା କଣ୍ଠରେ କହିଛନ୍ତି, ମୁଁ ସୁମିତକୁ ଭଲ ପାଇ ବାହା ହୋଇଥିଲି, ତାଙ୍କୁ ବହୁତ ବିଶ୍ୱାସ କରେ । ଯାହାଙ୍କୁ ବିଶ୍ୱାସ କରି ହାତଧରି ବାହା ହୋଇଥିଲି ସେ ମୋତେ ବରବାଦ କରିବାକୁ…

ସୋରଡ଼ାରେ ବିଜେଡିର ପ୍ରତିଷ୍ଠା ଦିବସ

ସୋରଡ଼ା,୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁଙ୍କ ନେତୃତ୍ୱରେ ଦଳୀୟ କର୍ମୀ ସମର୍ଥକମାନେ ବିଜେଡିି କାର୍ଯ୍ୟାଳୟରୁ ବାହାରି ଶୋଭାଯାତ୍ରାରେ ଗନିଛକ ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ ପରେ ମେଡିକାଲରେ ରୋଗୀଙ୍କୁ ଫଳ…

ଭାଇଙ୍କ ଆଗରେ ଗଲା ଭଉଣୀଙ୍କ ଜୀବନ

ଚିକିଟି,୨୫ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ମୁଖ୍ୟ ବଜାର ନିକଟରେ ଶନିବାର ଏକ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟି ବ୍ଲକ ଲାଲମେଣ୍ଟା ପଞ୍ଚାୟତ ବଡ଼କେଳାଝୁରି ଗ୍ରାମର ମମତା ପ୍ରଧାନ (୩୫)। ମମତା ଏକ ସପ୍ତାହ ହେଲା…

ଷ୍ଟାଡିୟମ ନିର୍ମାଣ ପାଇଁ ଶୁଭ ଦେଲେ ବିଧାୟକ

ଗଞ୍ଜାମ,୨୫ା୧୨(ଡି.ଏନ୍‌.ଏ.): ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମ ଠାରେ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିଅମ ନିର୍ମାଣ ହେବ। ଏଥିପାଇଁ ଶନିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହାର ଶୁଭ ଦେଇଛନ୍ତି। ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡ଼ା,ଏନ୍‌ଏସି ଯୁବ ବିଜେଡି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?