ଗଞ୍ଜାମ

ସୋଲାର ପାନୀୟ ଜଳ ପ୍ରକଳ୍ପର ଉଦ୍‌ଘାଟନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୨୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅନ୍ୟତମ ଐତିହାସିକ ପର୍ଯ୍ୟଟନସ୍ଥଳ ଜଉଗଡ଼ ଅବହେଳିତ ଅବସ୍ଥାରେ ପଡ଼ିଥିବା ହେତୁ ଏହାର ବିକାଶ ଲାଗି ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଏହାର ଶିଳାନ୍ୟାସ କରିଛନ୍ତି। ଜିଲାପାଳ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ୮୬ ଲକ୍ଷ ଟଙ୍କା…

କାଠ ଭର୍ତ୍ତି ପିକ୍‌ଅପ୍‌ ଭ୍ୟାନ ଜବତ,୨ ଗିରଫ

ପୋଲସରା,୨୩।୧୨(ଡି.ଏନ୍‌.ଏ.): ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିନ ପୋଲସରା ବନବିଭାଗ ପକ୍ଷରୁ ବୁଧବାର ରାତିରେ ଏକ କାଠ ଭର୍ତ୍ତି ପିକ୍‌ଅପ୍‌ ଭ୍ୟାନକୁ ଜବତ କରାଯାଇଛି। ସୂଚନାଯୋଗ୍ୟ, ଏକ ନିଳ ରଙ୍ଗର ପିକ୍‌ଅପ୍‌ ଭ୍ୟାନରେ ଜାମ,ବଡଚାକୁଣ୍ଡା ଓ ଶାଗୁଆନର ୪୮ଖଣ୍ଡ ସାଇଜ କାଠ ଭର୍ତ୍ତି…

ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ

ବ୍ରହ୍ମପୁର ଅଫିସ,୨୩ା୧୨: ବହୁଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ ଶାଶୁଘରେ ଧାରଣା ଜାରି ରଖିଛନ୍ତି। ତପସ୍ବିନୀଙ୍କ ଓକିଲ ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ କରି…

ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ କଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨୨।୧୨: ବହୁ ଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ ଶାଶୁ ଘରେ ଧାରଣା ଜାରି ରଖିଛନ୍ତି। ଅନ୍ୟପକ୍ଷେ ତପସ୍ବିନୀଙ୍କ ଓକିଲ ଏସ୍‌ଡିିଜେଏମ୍‌ଙ୍କ…

ଯୁବକଙ୍କୁ ହତ୍ୟା ଉଦ୍ୟମ: ୩ ଗିରଫ

ପୁରୁଷୋତ୍ତମପୁର,୨୨ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଏକ ତିନି ଜଣିଆ ଲୁଟେରା ଗ୍ୟାଙ୍ଗକୁ ଠାବ କରିବାରେ ସକ୍ଷମ ହୋଇଛି। ଏନେଇ ବୁଧବାର ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ସୂଚନା ଦେଇଛନ୍ତି…

କଲ୍ୟାଣ ମଣ୍ଡପ ନିର୍ମାଣକୁ ସାହି ବାସିନ୍ଦାଙ୍କ ବିରୋଧ

ଗଞ୍ଜାମ,୨୨।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୱାର୍ଡ ନ. ୬ ରାମାଲିଙ୍ଗେଶ୍ୱର ମନ୍ଦିର ପାର୍ଶ୍ୱରେ ହେବାକୁ ଥିବା କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟକୁ ସାହି ବାସିନ୍ଦା ଜୋରଦାର ବିରୋଧ କରିଛନ୍ତି । ରାମାଲିଙ୍ଗେଶ୍ୱର ମନ୍ଦିର ଦଖଲରେ ଥିବା ସ୍ଥାନରେ ଏନ୍‌ଏସି୍‌ ପ୍ରଶାସନ ଜୋର ଜବରଦସ୍ତ…

ସ୍ମୃତିରେ ୨୦୨୧

ହାତଗଣତି କେତୋଟି ଦିନ ପରେ ଶେଷ ହେବ ୨୦୨୧ ମସିହା । ନୂଆ ଆଶା, ଆକାଂକ୍ଷା, ଉନ୍ମାଦନା ଓ ସମ୍ଭାବନାକୁ ନେଇ ଆସିବ ନୂତନ ବର୍ଷ। ୨୦୨୧ ବର୍ଷକୁ ବିଦାୟ ସହ ନବବର୍ଷ ୨୦୨୨କୁ ସ୍ବାଗତ ପାଇଁ ଆରମ୍ଭ ହୋଇଗଲାଣି ସଜବାଜ।…

ସୁମିତ୍‌ଙ୍କ ଘର ବାହାରେ ୧୪୪ ଧାରା ଜାରି

ବ୍ରହ୍ମପୁର ଅଫିସ,୨୧।୧୨: ବ୍ରହ୍ମପୁରର ଚର୍ଚ୍ଚିିତ ଦମ୍ପତି ତପସ୍ବିନୀ-ସୁମିତ୍‌ ପାରିବାରିକ ମାମଲା ଏବେ ଜୋର ଧରିଛି। ବ୍ରହ୍ମାନଗରରେ ମଙ୍ଗଳବାର ଡାକ୍ତର ସୁମିତ୍‌ଙ୍କ ଘର ବାହାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା ଜାରି ହୋଇଛି। ଏ ନେଇ ପୋଲିସ ପକ୍ଷରୁ ସୂଚନା ମିଳିଛି।…

ଘରେ ପଶିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨୦।୧୨: ନ୍ୟାୟ ଦାବିରେ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ସମ୍ମୁଖରେ ଧାରଣା ଦେଇଥିବା ତପସ୍ବିନୀ ଦାଶଙ୍କ ମୂଳ ପିଟିଶନର ଶୁଣାଣି ସୋମବାର ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହୋଇଛି। ଗତ ୯ ତାରିଖରେ ଏହି ପିଟିଶନର ଶୁଣାଣି କରିବା ପରେ ଏସ୍‌ଡିଜେଏମ୍‌…

ଡାକ୍ତର ସୁମିତଙ୍କ ଘର ଗ୍ରୀଲ ଭାଙ୍ଗିଲେ ମହିଳା

ବ୍ରହ୍ମପୁର ଅଫିସ,୨୦ା୧୨: ଡାକ୍ତର ସୁମିତ ଏବଂ ତପସ୍ବିନୀଙ୍କ ପାରିବାରକ କଳହ ନୂଆଁ ମୋଡ଼ ନେଉଛି। ଗୋଟିଏ ପଟେ ନ୍ୟାୟ ଓ ନିଜ ଅଧିକାର ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଧାରଣା ଜାରି ରଖିଥିବା ବେଳେ ସୋମବାର…

ବାରହା ଫାଶରେ ଭାଲୁ

ଖଲ୍ଲିକୋଟ,୨୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟ ପଞ୍ଚାୟତର ପାରିନୁଆ ଗାଁ ଜଙ୍ଗଲରେ ଏକ ଭାଲୁ ବାରହା ଫାଶରେ ଫଶି ଯାଇଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକେ ସକାଳୁ ବିଲକୁ ଯିବାପରେ ସେଠାରେ ଭାଲୁକୁ ଦେଖିଥିଲେ। ଏ ନେଇ ସ୍ଥାନୀୟ ଲୋକ…

ସୁମିତ-ତପସ୍ବିନୀ ଘଟଣାର ନୂଆମୋଡ଼: ଅଡିଓ, ଭିଡିଓ ପରେ ଏବେ ଫଟୋ ଭାଇରାଲ

ବ୍ରହ୍ମପୁର ଅଫିସ,୨୦।୧୨: ଡାକ୍ତର ସୁମିତ ସାହୁ ଓ ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦ ଛିଡ଼ୁ ଥିବା ବେଳେ ଦିନକୁ ଦିନ ଏଥିରେ ଯୋଡ଼ି ହେଉଛି ନୂଆ ଅଧ୍ୟାୟ। ଅଡିଓ, ଭିଡିଓ ଭାଇରାଲ ପରେ ଏବେ ସେମାନଙ୍କର କିଛି ଫଟୋ ଭାଇରାଲ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?