ଗଞ୍ଜାମ

ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି

ପାରଳାଖେମୁଣ୍ଡି,୧୪।୧୨(ଡି.ଏନ୍‌.ଏ.): ବରଯାତ୍ରୀ ଫେରୁଥିବା ବେଳେ ବସ୍‌ ଓଲଟି ୪ ଗୁରୁତର ହୋଇଛନ୍ତି। ଏହା ସହ ୨୫ରୁ ଊର୍ଦ୍ଧ୍ୱ ଆହତ ଅଛନ୍ତି। ଗଜପତି ଜିଲା ରାୟଗଡ ଥାନା ଅନ୍ତର୍ଗତ ସେବକପୁର ନିକଟରେ ଏଭଳି ଘଟଣା ଘଟିଛି । ଗଞ୍ଜାମ ଜିଲା ପୋଲସରା ନିକଟସ୍ଥ…

୪ ଦିନ ହେଲା ସୁମିତଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ,୧୩।୧୨: ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ତାଙ୍କ ସ୍ବାମୀ ଡାକ୍ତର ସୁମିତ ସାହୁଙ୍କ ବିବାଦ ମାମଲା ଏବେ ନୂଆ ମୋଡ଼ ନେଇଛି। ଗତ ୧୦ ତାରିଖରୁ ତପସ୍ବିନୀଙ୍କୁ ଛାଡି ସୁମିତ କେଉଁଆଡେ ଚାଲି ଯାଇଛନ୍ତି। ଏକାକୀ ନିଜକୁ ଅସୁରକ୍ଷିତ ମନେ…

ବ୍ୟବସାୟୀଙ୍କଠାରୁ ୩.୭ ଲକ୍ଷ ଲୁଟ ପଛରେ ଗାଡ଼ି ଡ୍ରାଇଭର

ଗଞ୍ଜାମ,୧୩।୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କଠାରୁ ହୋଇଥିବା ଲକ୍ଷାଧିକ ଟଙ୍କା ଲୁଟ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ବ୍ୟବସାୟୀଙ୍କ ପିକ୍‌ଅପ୍‌ ଭ୍ୟାନ ଗାଡ଼ି ଡ୍ରାଇଭର ଏହି ଲୁଟ୍‌ ମାମଲାର ମାଷ୍ଟର ମାଇଣ୍ଡ ବୋଲି ରମ୍ଭା ଥାନାରେ…

ଭକ୍ତଙ୍କ ପାଇଁ ଖୋଲିଲା ତାରାତାରିଣୀ ମନ୍ଦିର

ପୁରୁଷୋତ୍ତମପୁର,୧୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ସୋମବାରଠାରୁ ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଖୋଲିଛି। ଏହାକୁ ନେଇ ଭକ୍ତ ବେଶ ଖୁସି ଅଛନ୍ତି। ପ୍ରଥମ ଦିନରେ ପାଞ୍ଚ ଶହରୁ ଊଦ୍ଧର୍‌ବ ଭକ୍ତ ମା’ଙ୍କ ଦର୍ଶନ କରିଛନ୍ତି। କରୋନାର…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କଲେ ବିଧାୟକ

ଗଞ୍ଜାମ,୧୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ସୋମବାର ଗଞ୍ଜାମ ଏନଏସିରେ ଏହି ବିଜୁ ସ୍ବାସ୍ଥ୍ୟ କଲ୍ୟାଣର ଶୁଭାରମ୍ଭ କରିଛନ୍ତି। ଏହା ସହ ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରିଥିଲେ l ବିଡ଼ିଓ ବିଶ୍ୱଜିତ ରାୟ, ଏନଏସି…

କ୍ଲାସରୁମ୍‌ରେ ପିଲାଙ୍କ ସହ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୧୨।୧୨(ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ । ପରେ ନିଜ ନିିର୍ବାଚନ କ୍ଷେତ୍ରରେ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଥିଲେ । ମୁଖ୍ୟମନ୍ତ୍ରୀ…

ତାରାତାରିଣୀ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୧୨ା୧୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲା ଗସ୍ତରେ ଆସି ପୁରୁଷୋତ୍ତମପୁର ବ୍ଲକ ତାରାତାରିଣୀଠାରେ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କରିଥିଲେ। ସେଠାରୁ ଫେରି ସଭାସ୍ଥଳକୁ ଯାଇ ୨୨୮୧ କୋଟି ୩୬ ଲକ୍ଷ ଟଙ୍କାରେ ଜିଲାର ବିଭିନ୍ନ…

‘ ମୋ ସ୍ବାମୀଙ୍କୁ ଖୋଜିକି ଆଣନ୍ତୁ’

ଆସିକା,୧୧।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ଚିନିଶିଳ୍ପ ଅତିଥି ଭବନରେ ସ୍ତ୍ରୀ ତପସ୍ବିନୀ ଦାସଙ୍କୁ ଏକାକୀ ଛାଡ଼ି ଡାକ୍ତର ସ୍ବାମୀ ସୁମିତ ସାହୁ କେଉଁଆଡ଼େ ପଳାଇଛନ୍ତି। ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୩ ତାରିଖରୁ ତପସ୍ବିନୀ ଓ ସୁମିତ ଏକାଠି ରହିଥିଲେ।…

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ନେଇ ଚାଲିଛି ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୧।୧୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତ କରିବେ। ହିଞ୍ଜିଳି ଏବଂ ପୁରୁଷୋତ୍ତମପୁର ବ୍ଲକର ‘ମା ତାରାତାରିଣୀ’ଙ୍କ ପୀଠସ୍ଥଳୀରେ ଉପସ୍ଥିତ ରହି ବିଭିନ୍ନ ସରକାରୀ ଯୋଜନାର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି I…

ଛୁଟିରେ ସୁମିତ, ଅପହରଣ ଆଶଙ୍କା କଲେ ତପସ୍ବିନୀ

ଆସିକା,୧୧।୧୨(ଡି.ଏନ.ଏ.): ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଡାକ୍ତର ସ୍ବାମୀଙ୍କ ସହ ଆସିକା ଚିନିଶିଳ୍ପ ଅତିଥି ଭବନରେ ରହୁଥିବା ତପସ୍ବିନୀ ଦାସ ପୁଣି ଅଡ଼ୁଆରେ ପଡ଼ିଛନ୍ତି। ସ୍ବାମୀ ସୁମିତ ସାହୁ ଶୁକ୍ରବାର ସକାଳେ ଆସିକା ବ୍ଲକ ବାଲିସିରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ରାତି…

ଡାକ୍ତର ସୁମିତଙ୍କୁ ଖୋଜି ପାଉନାହାନ୍ତି ତପସ୍ବିନୀ

ଆସିକା,୧୦।୧୨(ଡି.ଏନ୍‌.ଏ.): ବ୍ରହ୍ମପୁର ବ୍ରହ୍ମାନଗରଠାରେ ଶାଶୁ ଘରେ ସ୍ବାମୀଙ୍କ ସହ ରହିବାକୁ ଦାବି କରି ତପସ୍ବିନୀ ଦୀର୍ଘ ଦିନ ଧରି ଶଶୁର ଘର ବାରଣ୍ଡାରେ ଧାରଣା ଦେଇଥିଲେ। ମାମଲା କୋର୍ଟରେ ପହଞ୍ଚି ଥିଲା। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ତପସ୍ବିନୀ ଦାସ ଗତ ୩…

ପାଣିରେ ଭାସୁଚି ପାଚିଲା ଧାନ

ଗଞ୍ଜାମ,୧୦।୧୨(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଗଞ୍ଜାମ ଅଞ୍ଚଳର ବିଭିନ୍ନ ଚାଷ ଜମିରେ ପାଣି ଜମି ଧାନ ସବୁ ନଷ୍ଟ ହୋଇଯାଇଛି । ଏ ନେଇ ଗଞ୍ଜାମ ଏନ୍‌ଏସି ଯୁବ ବିଜେଡି ପକ୍ଷରୁ ଚାଷୀଙ୍କ କ୍ଷୟକ୍ଷତି ଆକଳନ କରି କ୍ଷତି ସହିଥିବା ଚାଷୀଙ୍କୁ ଉପଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?