ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜିଲାପାଳଙ୍କ ଅଫିସକୁ ପ୍ରବେଶ ପୂର୍ବରୁ କରାଯାଉଛି ସ୍କ୍ରିନିଂ, ସାନିଟାଇଜେଶନ
ଛତ୍ରପୁର, ୧୩/୫(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଜିଲାପ୍ରଶାସନ ପକ୍ଷରୁ ସମାଜିକ ଦୂରତା, ମାସ୍କ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଉଛି। କିଭଳି ଜିଲାବାସୀଙ୍କୁ ଗୋଷ୍ଠୀ ସଂକ୍ରମଣରୁ ରକ୍ଷା କରାଯାଇପାରିବ ସେଥିପାଇଁ ଉଦ୍ୟମ…
ଝାରଖଣ୍ଡର ୧୧ ଶ୍ରମିକଙ୍କୁ ଘରକୁ ପଠାଇଥିଲେ ଗଞ୍ଜାମ ଏସ୍ପି: ପହଞ୍ଚିବା ପରେ ଧନ୍ୟବାଦ ମେସେଜ ପଠାଇଲେ
ଛତ୍ରପୁର, ୧୨।୫(ଡି.ଏନ୍.ଏ.): ଗତ କିଛି ଦିନ ପୂର୍ବେ ଗଞ୍ଜାମ ଜ଼ିଲାଦେଇ ଜାତୀୟ ରାଜପଥରେ ୧୧ ଶ୍ରମିକ ପ୍ରଚଣ୍ଡ ରୌଦ୍ରତାପରେ ଚାଲି ଚାଲି ଝାରଖଣ୍ଡ ଯାଉଥିଲେ। ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ସେହି ରାସ୍ତା ଦେଇ ଯାଉଥିବା ବେଳେ ଏହା ଦେଖିଥିଲେ।…
ସଂଗୀତ ମାଧ୍ୟମରେ କରୋନା ସଚେତନତା
ଗଞ୍ଜାମ, ୧୨।୫(ଡି.ଏନ୍.ଏ.): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ସରକାର ଲକ୍ଡାଉନ ଅବଧି ମଧ୍ୟ ବଢ଼ାଇ ଚାଲିଛନ୍ତି l ବିଭିନ୍ନ ସରକାରୀ ଓ ବେସରକାରୀ ସ୍ତରରେ ଲୋକଙ୍କୁ ସଚେତନ ମଧ୍ୟ କରାଯାଉଛି।…
ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ହୃଦ୍ଘାତରେ ମୃତ୍ୟୁ
ଗଞ୍ଜାମ,୧୨।୫(ଡି.ଏନ୍.ଏ.): ମୁମ୍ବାଇର ଏକ ଘରୋଇ କମ୍ପାନୀରେ ଶ୍ରମିକଭାବେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କର ସୋମବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ହୁମା ଫାଣ୍ଡି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମର ଦୀନବନ୍ଧୁ ସାହୁ। ଗତ…
ଚେନ୍ନାଇରୁ ବୋଟ୍ରେ ଆସିଲେ ୪୨ ଶ୍ରମିକ : ସମୁଦ୍ରରେ ୫ ଦିନ ଯାତ୍ରା, କ୍ୱାରାଣ୍ଟାଇନ୍କୁ ଗଲେ ସମସ୍ତେ
ବ୍ରହ୍ମପୁର ଅଫିିସ,୧୨ା୫-ଗଞ୍ଜାମ ଜିଲାକୁ ପୁଣି ବୋଟ୍ରେ ଆସିଲେ ପ୍ରବାସୀ ଶ୍ରମିକ। ସୋମବାର ସନ୍ଧ୍ୟାରେ ଚେନ୍ନାଇରୁ ସମୁଦ୍ରରେ ୪୨ ଜଣ ଶ୍ରମିକ ମାର୍କଣ୍ଡିରେ ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ମାର୍କଣ୍ଡି ଅଞ୍ଚଳର ୩୩ ଜଣ ଥିବା ବେଳେ ଗୋପାଳପୁରର ୩, ନୂଆଗଁ। ର…
କରୋନା ଛଡ଼ାଇନେଲା ସବୁ, ପଢ଼ିବା, ଚଳିବା କଷ୍ଟ
ପୋଲସରା,୧୨ା୫(ଡି.ଏନ.ଏ.)-ସାରା ବିଶ୍ୱକୁ ଗ୍ରାସିଛି କରୋନା। ଏଥିରେ ଗଲାଣି ୨ ଲକ୍ଷରୁ ଊର୍ଦ୍ଧ୍ୱ ଜୀବନ। କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ବହୁ ପ୍ରଚେଷ୍ଟା ସହ ସ୍ଥାନୀୟ ପ୍ରଶାସନ ମଧ୍ୟ ସଜାଗ ରହିଛି। ଏହା ସତ୍ତ୍ବେ ଗଞ୍ଜାମ ଜିଲାରେ ଜଣଙ୍କର…
ସୁରଟରୁ ଗଞ୍ଜାମ ଆସିଛି ୨୯୮ ବସ୍ : ଫେରିଛନ୍ତି ୧୬,୫୭୬ ପ୍ରବାସୀ
ଭଞ୍ଜନଗର,୧୨।୫(ଡି.ଏନ.)-ସୁରଟରୁ ଏପ୍ରିଲ ୨୯ ତାରିଖରୁ ଗତ ୮ ତାରିଖ ମଧ୍ୟରେ ମୋଟ ୨୯୮ଟି ବସରେ ପ୍ରବାସୀ ଓଡ଼ିଆମାନେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ଅନ୍ୟପକ୍ଷରେ ସୋମବାର ପୂର୍ବାହ୍ନ ସୁଦ୍ଧା ସୁରଟରୁ ଜିଲାକୁ ୧୦ଟି କାର୍, ୩ ବାଇକ୍ ଓ ଗୋଟିଏ ସାଇକେଲରେ ବି…
ଲକ୍ଡାଉନ କଟକଣା ଉଲ୍ଲଂଘନ: ଭୋଜି ସହ ଜୁଆ ଆଡ୍ଡାରେ ଚଢ଼ାଉ
ପାଟପୁର,୧୧ା୫-ଗଞ୍ଜାମ ଜିଲା ପାଟପୁର ଥାନା ଗୋକର୍ଣ୍ଣମେରୀପଲ୍ଲୀ ନିକଟ ଏକ ଖୋଲା ପଡିଆରେ ଭୋଜି ସହ ଜୁଆ ଖେଳ ଚାଲିଥିବା ନେଇ ପାଟପୁର ପୋଲିସକୁ ରବିବାର ସନ୍ଧ୍ୟାରେ ଖବର ମିଳିଥିଲା। ଏହାପରେ ଆଇଆଇସି ଅଜୟ କୁମାର ବାରିକଙ୍କ ନେତୃତ୍ୱରେ ଏକ ଟିମ୍ ସେଠାରେ…
ବୁଗୁଡ଼ା ବ୍ଲକ: ୬୦ ସଂଗରୋଧ କେନ୍ଦ୍ରରେ ୨୫୧୪ ପ୍ରବାସୀ
ବୁଗୁଡ଼ା,୧୧ା୫(ଡି.ଏନ.ଏ.)-ବୁଗୁଡ଼ା ବ୍ଲକ ଏବଂ ଏନ୍ଏସି ଅଧୀନରେ ଥିବା ୬୦ ସଂଗରୋଧ କେନ୍ଦ୍ରରେ ସୋମବାର ସୁଦ୍ଧା ୨୫୧୪ ପ୍ରବାସୀ ରହିଥିବା ଜଣାପଡ଼ିଛି। ସେଥିରୁ ୨୪୯୫ ଜଣ ସୁରଟ ଫେରନ୍ତା ହୋଇଥିବା ବେଳେ ୧୯ ଜଣ ଅନ୍ୟ ରାଜ୍ୟରୁ ଆସିଥିବା ଜଣାଯାଇଛି। ବର୍ତ୍ତମାନ ବୁଗୁଡ଼ା…
ସୋସିଆଲ ମିଡିଆରେ ଗଞ୍ଜାମ ଜିଲାର ମିଥ୍ୟା କରୋନା ପଜିଟିଭ ତାଲିକା
ଛତ୍ରପୁର, ୧୧।୫( ଡି.ଏନ୍.ଏ.): ଗଞ୍ଜାମ ଜିଲାର କରୋନା ପଜିଟିଭର ଏକ ମିଥ୍ୟା ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ଉପରେ କେହି ବିଶ୍ୱାସ କରନ୍ତୁ ନାହିଁୟ। ଏହାକୁ ସେୟାର କିମ୍ବା ଫରୱାର୍ଡ ମଧ୍ୟ କରନ୍ତୁ ନାହିଁ ବୋଲି ଜିଲାପାଳ…
ଚେନ୍ନାଇ, ସୁରଟରୁ ଟ୍ରେନରେ ଆସିଲେ ୨୩୫୦ ପ୍ରବାସୀ
ଛତ୍ରପୁର, ୧୧।୫(ଡି.ଏନ୍.ଏ.): ଚେନ୍ନାଇ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସି ସୋମବାର ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ଏଥିରେ ମୋଟ ୨୩୫୦ ଜଣ ପ୍ରବାସୀ ଓଡିଶା ଫେରିଛନ୍ତି। ସକାଳ ପ୍ରାୟ ୮ ଟା ୨୪ରେ ଚେନ୍ନାଇରୁ ଏକ ଟ୍ରେନ…
କରୋନା ଯୋଦ୍ଧାଙ୍କୁ ଅଣଦେଖା ପ୍ରସଙ୍ଗ: ପ୍ରତିଶ୍ରୁତି ପରେ ଏମ୍କେସିଜି ମେଡିକାଲ ନର୍ସଙ୍କ ଧାରଣା ପ୍ରତ୍ୟାହୃତ
ବ୍ରହ୍ମପୁର ଅଫିସ, ୧୧।୫ : କରୋନା ମୁକାବିଲାରେ ନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୋଭିଡ଼ -୧୯ ହସ୍ପିଟାଲରେ ନର୍ସମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଆସୁଛନ୍ତି। ମାତ୍ର କାର୍ଯ୍ୟରତ ଆଗଧାଡିର ଏହି କରୋନା ଯୋଦ୍ଧାଙ୍କୁ ଏବେ ଅଣଦେଖା କରାଯାଉଛି। କୌଣସି ଆନୁସଙ୍ଗିକ…
Archives


