ଗଞ୍ଜାମ

ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ

ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ ଆମ୍ବୁଲାନ୍ସ ଡ୍ରାଇଭର୍‌ ସମେତ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି। ରେଳ ବିଭାଗର ବରିଷ୍ଠ…

ମହିଳାଙ୍କୁ ହତ୍ୟା, ଜେଲ୍‌ ଗଲେ ପଡ଼ୋଶୀ

ଦିଗପହଣ୍ଡି,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ଗ୍ରାମ ନୂଆସାହିରେ ଘର କାନ୍ଥ ବିବାଦକୁ କେନ୍ଦ୍ରକରି ଗତ ମଙ୍ଗଳବାର ଅପରାହ୍ନରେ ବିଜୟଲକ୍ଷ୍ମୀ ମହାନ୍ତି ଓରଫ କୁନା ନାମ୍ନୀ ମହିଳାଙ୍କୁ ନିଜ ଘର ସମ୍ମୁଖରେ ଲୁହା ପାଇପ୍‌ରେ ପିଟି ପିଟି ବୀଭତ୍ସ ଭାବେ…

ଛତ୍ରପୁର ଏନ୍‌ଏସିକୁ ମିଳିଲା ୧.୫୪ କୋଟି

ଛତ୍ରପୁର,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁକ୍ତା ଯୋଜନାରେ ୧ କୋଟି ୫୪ ଲକ୍ଷ ୨୮ ହଜାର ଟଙ୍କା ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି ସ୍ଥାନୀୟ ଗୌରୀ ଶଙ୍କର ମନ୍ଦିର କଲ୍ୟାଣ ମଣ୍ଡପ…

‘କୋର୍ଟଙ୍କ ନିଷ୍ପତ୍ତି ଆମେ ମାନିବୁ’

ବ୍ରହ୍ମପୁର ଅଫିସ,୨୬ା୧୧: ନ୍ୟାୟ ଗୁହାରି କରି ବ୍ରହ୍ମାନଗରଠାରେ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଛନ୍ତି ବୋହୂ ତପସ୍ବିନୀ ଦାଶ। ତପସ୍ବିନୀ ଭାରପ୍ରାପ୍ତ ସମାଜ ମଙ୍ଗଳ ଅଧିକାରୀ କ୍ରିଷ୍ଣା କୁମାରୀ ନନ୍ଦଙ୍କ ଜରିଆରେ କୋର୍ଟରେ ପିଟିସନ୍‌ ରୁଜୁ କରି ଶ୍ୱଶୁର ଘରେ…

ଗ୍ରାମ୍ୟ ସଭାପତିଙ୍କୁ ପିଟି ପିଟି ମାରିଦେଲେ

ଗଞ୍ଜାମ,୨୬ା୧୧(ଡି.ଏନ.ଏ.): ପୂର୍ବ ଶତ୍ରୁତାରୁ ଗଞ୍ଜାମ ଜିଲା ରମ୍ଭା ଥାନା ପୋଇରାଶି ପଞ୍ଚାୟତର କଣ୍ଟିଆପଲ୍ଲୀ ଗ୍ରାମ୍ୟ ସଭାପତି କେ.ଗୋବିନ୍ଦ ରେଡ୍ଡୀଙ୍କୁ ଶୁକ୍ରବାର ଠେଙ୍ଗାରେ ପିଟି ହତ୍ୟା କରାଯାଇଛି। ଏ ନେଇ ପୋଲିସ ଏକ ହତ୍ୟା ମାମଲା(ନଂ.୫୪୮/୨୧) ରୁଜୁ କରି ଘଟଣାରେ ସମ୍ପୃକ୍ତ ୩…

ବାହାରେ ଥାଇ ମାଣ ବସାଇଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨୫।୧୧: ବୋହୂର ନ୍ୟାର୍ଯ୍ୟ ଅଧିକାର ଦାବିକରି ଗତ ୪ ଦିନ ହେଲା ଶୀତ କାକରରେ ଶାଶୁଘର ସମ୍ମୁଖରେ ଧାରଣା ଦେଇଥିବା ତପସ୍ବିନୀ ଦାସ ଗୁରୁବାର ବୋହୂର କର୍ତ୍ତବ୍ୟ କରିବାକୁ ଭୁଲି ନାହାନ୍ତି । ବୋହୂମାନେ ଶାଶୁଘରେ ମାର୍ଗଶୀର ମାସ ଗୁରୁବାର…

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଜୀବନ ଯୁଦ୍ଧରେ ହାରିଗଲେ ବ୍ରହ୍ମପୁରର ଅମ୍ରିତଙ୍କ ପ୍ରଧାନ। ଅମ୍ରିତ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ଗତ ଜୁନ୍‌ ମାସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା। ସେଠାରେ ତାଙ୍କର ଇକ୍‌ମୋ ଚିକିତ୍ସା ଚାଲିଥିଲା। ଇକ୍‌ମୋ ଚିକିତ୍ସାରେ ସମ୍ପୂର୍ଣ୍ଣ…

ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

ପୁରୁଷୋତ୍ତମପୁର,୨୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଡି ଅନ୍ତରି ଗାଁରେ ଥିବା ପ୍ରାଥମିକ ବିଦ୍ୟାଳୟଟିକୁ ସରକାରଙ୍କ ପକ୍ଷରୁ ଉଚ୍ଛେଦ କରିଦିଆଯାଛି। ପାଠ ପଢିବା ଲାଗି କୋମଳମତି ଶିଶୁମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ଏହାକୁ ନେଇ ଶିକ୍ଷା ବିଭାଗୀୟ…

ଝରକା ଗ୍ରୀଲ୍‌ ତାଡ଼ି ୬ ଅନ୍ତେବାସୀ ଚମ୍ପଟ

ବ୍ରହ୍ମପୁର ଅଫିସ,୨୩।୧୧: ବାଳଅପରାଧୀଙ୍କୁ ସୁଧାରିବା ପାଇଁ ସରକାରଙ୍କ ଦ୍ୱାରା ପରିଚାଳିତ ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ବାଳସୁଧାର ଗୃହ ଏବେ ବିବାଦ ଘେରକୁ ଚାଲିଆସିଛି। ରବିବାର ବିଳମ୍ବିତ ରାତିରେ ଝରକା ଗ୍ରିଲ୍‌ ତାଡ଼ି ୬ ଅନ୍ତେବାସୀ ସୁଧାର ଗୃହରୁ ଖସି…

ଋଷିକୂଲ୍ୟା ନଦୀରୁ ଆନ୍ଧ୍ରକୁ ବାଲି ଚୋରାଚାଲାଣ ବେଳେ ୨ ଗାଡ଼ିକୁ ଧରିଲେ ଗ୍ରାମବାସୀ

ଛତ୍ରପୁର,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା ନଦୀର ବିଭିନ୍ନ ବାଲିଘାଟରୁ ବେଆଇନ ଭାବେ ଆନ୍ଧ୍ରପ୍ରଦେଶକୁ ବାଲି ଚାଲାଣ ହେଉଥିବା ନେଇ ବହୁବାର ଜିଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଆସୁଥିଲା। ପ୍ରଶାସନ ନ ଶୁଣିବାରୁ ଶେଷରେ ଗ୍ରାମବାସୀ ବେଆଇନ ଭାବେ ଛତ୍ରପୁର ଥାନା ଗୋବା…

ଜୁଆଆଡ୍ଡାରେ ଚଢ଼ାଉ, ୭ ଗିରଫ

ହିଞ୍ଜିଳିକାଟୁ,୨୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଗ୍ରାମରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଶନିବାର ହିଞ୍ଜିଳି ପୋଲିସ ଚଢ଼ାଉ କରି ୭ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ୭୧ ହଜାର ୭୯୦ ଟଙ୍କା ଜବତ କରିଛି…

ଅଳିଆ ଆବର୍ଜନାରେ ଭରପୂର ମେଡିକାଲ ପରିସର

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ସହରକୁ ସ୍ବଚ୍ଛ ଓ ସୁନ୍ଦର ନିମନ୍ତେ ସ୍ବଚ୍ଛ ଭାରତ ମିଶନରେ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି l କିନ୍ତୁ କିଛି ସ୍ଥାନରେ ଏହାର ବ୍ୟତିକ୍ରମ ଦେଖାଦେଉଛି। ଗଞ୍ଜାମ ମେଡିକାଲ ପରିସରରେ ଦୀର୍ଘଦିନ ଧରି ଅଳିଆ ଆବର୍ଜନା ପଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?