ଏମ୍କେସିଜିରେ ଅଘଟଣ: ଲେବର୍ ରୁମ୍କୁ ଛାଡ଼ିବାକୁ ମନା କରିବାରୁ ଡାକ୍ତରଙ୍କ କାନ କାମୁଡ଼ି ଛିଡାଇଲେ ରୋଗୀଙ୍କ ସମ୍ପର୍କୀୟ
ବ୍ରହ୍ମପୁର ଅଫିସ, ୧୦।୫- ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲରେ ରବିବାର ଏକ ଅଘଟଣ ଘଟିଛି। ଜଣେ ରୋଗୀ ସମ୍ପର୍କୀୟ କାର୍ଯ୍ୟରତ ଡାକ୍ତରଙ୍କ କାନ କାମୁଡି ଛିଣ୍ଡାଇ ଦେଇଛନ୍ତି। ଏପରିକି ମେଡିକାଲରେ ଥିବା ଅନ୍ୟ କେତେକ ଡାକ୍ତରଙ୍କୁ ଆକ୍ରମଣ କରିବା ସହ…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ସୁରଟ ଫେରନ୍ତାଙ୍କ ମୃତ୍ୟୁ ଘଟଣା: କିଛି ଔଷଧ ଖାଉଥିବାରୁ ଲକ୍ଷଣ ଦେଖାଯାଉ ନ ଥିଲା
ଛତ୍ରପୁର,୧୦ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡ଼ା ପଞ୍ଚାୟତସ୍ଥିତ ଢୁଙ୍କାପଡ଼ା ନୋଡାଲ ଉଚ୍ଚ ବିଦ୍ୟାଳୟ କ୍ୱାରାଣ୍ଟାଇନ୍ ସେଣ୍ଟରରେ ସୁରଟ ଫେରନ୍ତାଙ୍କ ମୃତ୍ୟୁ ଘଟିଥିବା ରବିବାର ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟାହ୍ନଭୋଜନ ଖାଉଥିବାବେଳେ ହଠାତ୍ ସେ…
କରୋନା ମୁକାବିଲା: ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଚସ୍ପତି, ମନ୍ତ୍ରୀ, ଏମ୍ପି, ବିଧାୟକଙ୍କ ସହ ଗଞ୍ଜାମ ଜିଲାପାଳଙ୍କ ଆଲୋଚନା
ଛତ୍ରପୁର,୧୦ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଫଳରେ ଏହା ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ପରିପ୍ରେକ୍ଷୀରେ କରୋନା ମୁକାବିଲା ନେଇ ରବିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଚସ୍ପତି, ମନ୍ତ୍ରୀ, ଏମ୍ପି, ବିଧାୟକ, ବ୍ଲକ…
ତାଗିଦ କଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ୍ ସେଣ୍ଟରକୁ ଯାଉଛନ୍ତି ପରିବାର ସଦସ୍ୟ, ଉଲ୍ଲଂଘନ ନେଇ ରୁଜୁ ହେବ ମାମଲା
ଛତ୍ରପୁର, ୧୦।୫(ଡି.ଏନ୍.ଏ.)- ବାରମ୍ବାର ଜ଼ିଲାପାଳଙ୍କ ତାଗିଦ୍ ସହ କାର୍ଯ୍ୟାନୁଷ୍ଠାନ ଚେତାବନୀ ପରେ ମଧ୍ୟ୍ୟ ଗଞ୍ଜାମ ଜିଲାର କେତେକ କ୍ୱାରାଣ୍ଟାଇନ୍ ସେଣ୍ଟରଗୁଡିକରେ ଥିବା ପ୍ରବାସୀଙ୍କୁ ଭେଟିବା ଲାଗି ପରିବାର ସଦସ୍ୟ ଯାଉଛନ୍ତି। ଉକ୍ତ ବ୍ୟକ୍ତିମାନଙ୍କ ବିରୋଧରେ ମାମଲା ରୁଜୁ ହେବ ବୋଲି ଜିଲାପାଳ…
ଗଞ୍ଜାମରେ ଆଉ ୫ କୋଭିଡ୍ ହସ୍ପିଟାଲ: ଜିଲାପାଳ
ଛତ୍ରପୁର,୧୦ା୫(ଡି.ଏନ୍.ଏ.): ଗଞ୍ଜାମରେ ଆଉ ୫ଟି କୋଭିଡ୍ ହସ୍ପିଟାଲ ଖୋଲାଯିବ। ଏନେଇ ପ୍ରସ୍ତୁତି ସରିଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବର୍ତ୍ତମାନ ଜିଲାର ଶିତଳାପଲି ଠାରେ କୋଭିଡ୍ ହସ୍ପିଟାଲ ରହିଛି। ସେଠାରେ ୨୦୦ ଶଯ୍ୟା ରହିଛି।…
ବ୍ରହ୍ମପୁରକୁ ପୋଲିସ ଡିଜିଙ୍କ ଅଚାନକ ଗସ୍ତ: କୋଭିଡ-୧୯ ମୁକାବିଲା ଉପରେ ସମୀକ୍ଷା, ସଂଗରୋଧ କକ୍ଷ ବାହାରେ ସୁରକ୍ଷା କଡ଼ାକଡ଼ି ଉପରେ ଗୁରୁତ୍ୱାରୋପ
ବ୍ରହ୍ମପୁର ଅଫିସ,୧୦।୫- ସୁରଟ ଫେରନ୍ତାଙ୍କୁ ନେଇ ରାଜ୍ୟରେ ଗଞ୍ଜାମ ଜିଲାର ଚିତ୍ର ସମୂର୍ଣ୍ଣ ଭାବେ ବଦଳି ଯାଇଛି। ଲକ୍ଡାଉନ୍ କୋହଳ ହେବା ପରେ ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାକୁ ଲାଗିଛି। ଜିଲାରେ ଗତ ୭ ଦିନ…
ସୁରଟ ଫେରନ୍ତାଙ୍କୁ ନେଇ ଗଞ୍ଜାମ ଆତଙ୍କିତ
ବ୍ରହ୍ମପୁର ଅଫିସ,୧୦ା୫- ବିଶ୍ୱରେ କରୋନା ଏବେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ଲୋକେ ଭୟଭୀତ ହେବା ସହ ଆଶା ଆଶଙ୍କାରେ ଦିନ କାଟୁଛନ୍ତି। ଏହି ଧାରାରେ ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗ୍ରୀନ୍ଜୋନରେ ଥିବା ଗଞ୍ଜାମ ଜିଲାରେ…
ଗଞ୍ଜାମର ଫେରିଛନ୍ତି ୧୯,୨୯୫
ଛତ୍ରପୁର,୧୦ା୫(ଡି.ଏନ.ଏ.)- ପ୍ରବାସୀମାନେ ଶୁକ୍ରବାର ସୁଦ୍ଧା ୧୯ଟ୍ରେନ୍ ଯୋଗେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ଆସି ପହଞ୍ଚିଥିଲେ। ହାଇକୋର୍ଟର ସ୍ଥଗିତାଦେଶ ଯୋଗୁ ଶନିବାର କୌଣସି ଟ୍ରେନ୍ ଆସି ନ ଥିଲା। ତେବେ ସୁପ୍ରିମକୋର୍ଟଙ୍କଠାରୁ ଗ୍ରୀନ୍ ସିଗ୍ନାଲ ପରେ ପୁଣି ଶନିବାର ଅପରାହ୍ନ ୧ଟା…
୫-ଟି ସଚିବ ଦେଲେ କରୋନା ମୁକାବିଲା ମନ୍ତ୍ର
ଛତ୍ରପୁର,୧୦ା୫(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ କରୋନା ମୁକାବିଲା କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ‘ଚିଅର୍ ଅପ୍ ଇୟୋର’ ବାର୍ତ୍ତା ଦେଇଛନ୍ତି ୫-ଟି ସଚିବ ଭି. କାର୍ତ୍ତିକେୟନ୍ ପାଣ୍ଡିଆନ। ଜିଲା କରୋନା ମୁକାବିଲାରେ ଆରମ୍ଭରୁ ସଫଳତା ପ୍ରଦର୍ଶନ କରିଆସିଛି। ପର୍ଯ୍ୟାୟ କ୍ରମେ ଏହା…
CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା
ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ଗଞ୍ଜାମ ଜିଲ୍ଲାରେ କରୋନା ତାଣ୍ଡବ ରଚିଛି। ରବିବାର ଜିଲାରେ୨୯ ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିବାରେ ଗଂଜାମ ପ୍ରଥମ ଜିଲା। ଏଥି ସହ ଜିଲାରେ ଜଣେ କରୋନା…
କୋରାପୁଟରୁ ବାପାଙ୍କୁ ଆଣିଥିଲେ: ହୋମ୍ କ୍ୱାରାଣ୍ଟାଇନ୍ରେ ସରପଞ୍ଚଙ୍କ ପରିବାର
ଆର.ଉଦୟଗିରି,୧୦ା୫(ଡି.ଏନ.ଏ.)- ଆର.ଉଦୟଗିରି ବ୍ଲକ ମଙ୍ଗରାଜପୁର ସରପଞ୍ଚ ବାପାଙ୍କୁ କୋରାପୁଟରୁ ଘରକୁ ଆଣିଥିବାରୁ ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ ସପରିବାର ହୋମ୍ କ୍ବାରାଣ୍ଟାଇନରେ ରହିଛନ୍ତି। ମଙ୍ଗରାଜପୁର ସରପଞ୍ଚ ରୁବି ରଇତ ବାପାଙ୍କ ଦେହ ଖରାପ ଥିବାରୁ କୋରାପୁଟ ଦେଖା କରିବାକୁ ଯାଇଥିଲେ। ବାପାଙ୍କୁ ଧରି ଗୁରୁବାର…
ସଙ୍ଗରୋଧ କେନ୍ଦ୍ରରେ ସମ୍ପର୍କୀୟଙ୍କ ଅବାଧ ପ୍ରବେଶ
ଶେରଗଡ଼,୧୦ା୫(ଡି.ଏନ୍.ଏ.)- ଶେରଗଡ଼ ବ୍ଲକ ଗୋଠଗାଁ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ ସଙ୍ଗରୋଧ କେନ୍ଦ୍ରକୁ ସୁରଟ ଫେରନ୍ତାଙ୍କ ସମ୍ପର୍କୀୟ ଭେଟିବାକୁ ଆସିବା ସହ ଜିନିଷ ପତ୍ର ମଧ୍ୟ ଦେଉଛନ୍ତ। ସଙ୍ଗରୋଧ କେନ୍ଦ୍ରକୁ ଏପରି ଅବାଧ ପ୍ରବେଶ ଗୋଠଗଁ। ପ୍ରତି ବିପଦ ଆଣିପାରେ। ଉକ୍ତ କେନ୍ଦ୍ରରେ…
Archives


