ଗଞ୍ଜାମ

ପ୍ରବାସୀଙ୍କୁ ନେଇ ଖବର ସଂଗ୍ରହ ବେଳେ କରୋନା ସତର୍କତାକୁ ମାନୁନାହାନ୍ତି ଗଣମାଧ୍ୟମ ପ୍ରତିନିଧି: ପରାମର୍ଶନାମା ଜାରି କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୯।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଫେରନ୍ତା ପ୍ରବାସୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ ବିଷୟରେ ଖବର ସଂଗ୍ରହ ବେଳେ ସାମାଜିକ ଦୂରତା ଅବଲମ୍ବନ କରୁ ନ ଥିବାକୁ ନେଇ…

ମୁମ୍ବାଇରେ ପୂର୍ବତନ ଜିଲାପରିଷଦ ସଭ୍ୟଙ୍କ ମୃତ୍ୟୁ

ଛତ୍ରପୁର,୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡମାଧପୁର ଗ୍ରାମର ଜଣେ ଓଡ଼ିଆଙ୍କର ମୁମ୍ବାଇ ମେଡିକାଲରେ ଶନିବାର ଭୋରରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ପୂର୍ବତନ ଜିଲା ପରିଷଦ ସଭ୍ୟ ଅଭିମନ୍ୟୁ ସେଠୀ। ଗତ କିଛି ବର୍ଷ ହେବ ଅଭିମନ୍ୟୁ…

ଗଞ୍ଜାମ ସ୍ଥିତି ସାଙ୍ଘାତିକ: ସୁରଟରୁ ସୁନାମି ଭଳି ଆସୁଛନ୍ତି କରୋନା ପଜିଟିଭ୍‌

ବ୍ରହ୍ମପୁର ଅଫିସ,୯।୫ – ବିଶ୍ୱରେ କରୋନା ଭୁତାଣୁ ଏବେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ରାଷ୍ଟ୍ର ସମୁଦାୟ ଭୟଭୀତ ହେବା ସହ ଆଶା ଆଶଙ୍କାରେ ଦିନ କାଟୁଛନ୍ତି। ଏହିଧାରାରେ ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗ୍ରୀନଜୋନ୍‌ରେ ଥିବା…

ବ୍ରହ୍ମପୁରରୁ ବସ୍‌ ଯୋଗେ ପଶ୍ଚିମବଙ୍ଗ ଗଲେ ୩୮ ଶ୍ରମିକ

ବ୍ରହ୍ମପୁର ଅଫିସ,୮ା୫- ଲକ୍‌ଡାଉନ୍‌ ପରେ ବ୍ରହ୍ମପୁରର ବିଭିନ୍ନ ସ୍ଥାନରେ ରହିଯାଇଥିବା ୩୮ ଜଣ ଶ୍ରମିକଙ୍କୁ ଶୁକ୍ରବାର ରାତିରେ ଏକ ବସ୍‌ ଯୋଗେ ପଶ୍ଚିମବଙ୍ଗ ପଠାଯାଇଛି। ବିଏମ୍‌ସି ଓ ପୋଲିସ ପ୍ରଶାସନର ସହଯୋଗରେ ଏକ ବସ୍‌ ଏମାନଙ୍କୁ ନେଇ ପଶ୍ଚିମବଙ୍ଗ ମାଲଦା ଅଭିମୁଖେ…

ରାସ୍ତା କଡ଼ରେ ଜଣଙ୍କୁ ଜାଳିଦେବା ଘଟଣା: ମିଳିନି ପରିଚୟ, ପୋଲିସର ଛାନ୍‌ବିନ୍‌

ଗୋପାଳପୁର,୮ା୫- ଦିଗପହଣ୍ଡି ଓ ଗୋଳନ୍ଥରା ଥାନା ସୀମାବର୍ତ୍ତୀ ଝାଡ଼ବାଙ୍କ କଲଭର୍ଟ ନିକଟରେ ବୁଧବାର ରାତିରେ ଜଣଙ୍କୁ ଦୁର୍ବୃତ୍ତ ଟାୟାର ଓ କାଠରେ ପୋଡି ଦେଇଥିଲେ। ଶୁକ୍ରବାର ସକାଳେ ଗୋଳନ୍ଥରା ପୋଲିସ ସିଂହଳା ସରପଞ୍ଚଙ୍କ ଅଭିଯୋଗକ୍ରମେ ନଂ.୧୨୮/୨୦ରେ ହତ୍ୟା ମାମଲା ରୁଜୁ କରିଛି।…

-୨୬୦ ଲିଟର ମଦ, ପ୍ୟାକିଂ ମେଶିନ ଜବତ, ୩ ଗିରଫ

ପାତ୍ରପୁର,୮ା୫(ଡି.ଏନ୍‌.ଏ.)- ଜରଡ଼ା ପୋଲିସ ଶୁକ୍ରବାର ୧୨ଶହ ପାଉଚ ମଦ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଲଙ୍କା ଗ୍ରାମର ଡି. ବିଗ୍ନେଶ ଓ ବାବନପୁରର ଟି. ଡିଲିରା, ଥଳିବାଡ ଗ୍ରାମର ମାଧବ ଶବର। ସୂଚନା ଅନୁଯାୟୀ,…

ନିୟମ ଉଲ୍ଲଘଂନ, ୩ ଦୋକାନୀଙ୍କୁ ଜରିମାନା

ବୁଗୁଡ଼ା,୮ା୫(ଡି.ଏନ.ଏ.)- ଗଞ୍ଜାମ ଜିଲାକୁ ରୋଡ୍‌ଜୋନ ଘୋଷଣା କରାଯାଇଛି। ଏଭରି ପରିସ୍ଥିତିରେ କେତେକ ଦୋକାନ ୭ ଘଣ୍ଟାରୁ ୧୨ ଘଣ୍ଟା ପର୍ଯ୍ୟନ୍ତ ଖୋଲିବା କଥା। କିନ୍ତୁ ଏହି ଆଇନ ଉଲ୍ଲଘଂନ କରି ବୁଗୁଡ଼ା ସହରର କେତେକ ଦୋକାନୀ ୧୨ ଘଣ୍ଟା ପରେ ମଧ୍ୟ…

ଯାଜପୁରକୁ ଟପି ଶୀର୍ଷରେ ଗଞ୍ଜାମ: ଦିନକରେ ୪୩ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୭୧ରେ ପହଞ୍ଚିଲା

ଭୁବନେଶ୍ୱର,୮।୫(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ। ଗୋଟିଏ ଦିନରେ ଗଞ୍ଜାମରେ ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ ଶୀର୍ଷରେ ପହଞ୍ଚିଛି। ପୂର୍ବରୁ…

ସଙ୍ଗରୋଧ ଗୃହରେ ଟଳି ପଡିଲେ ସୁରଟ ଫେରନ୍ତା

ପୋଲସରା,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡା ପଞ୍ଚାୟତସ୍ଥିତ ଢୁଙ୍କାପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ ଗୃହରେ ୬୯ଜଣ ସୁରଟ ଫେରନ୍ତା ବୁଧବାର ଆସି ରହିଥିଲେ। ଏହି ଗୃହରେ ଥିବା ମଧୁପଲ୍ଲି ଗ୍ରାମର ପ୍ରଫୁଲ୍ଲ ବେହେରା (୩୯)ଙ୍କର ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

କ୍ୱାରାଣ୍ଟାଇନ ବ୍ୟବସ୍ଥାରେ ଅବହେଳା: ପ୍ରତିବାଦରେ ଡାକ୍ତରଙ୍କ ସହ ଏମ୍‌କେସିଜି ଛାତ୍ରୀଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁର ଉପକଣ୍ଠ ଶୀତଳାପଲିରେ ଥିବା ଟାଟା କୋଭିଡ-୧୯ ହସ୍ପିଟାଲରେ କାମସାରି ଫେରୁଥିବା ଡାକ୍ତରଙ୍କୁ କ୍ୱାରାଣ୍ଟାଇନରେ ରଖିବାନେଇ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନ ଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ଶୁକ୍ରବାର ଶିତଳାପଲ୍ଲି ଟାଟା କୋଭିଡ…

ଏମ୍‌କେସିଜିରେ ୨୯ କରୋନା ସନ୍ଧିଗ୍ଧ ଚିକିତ୍ସିତ

ବ୍ରହ୍ମପୁର ଅଫିସ, ୮।୫ -ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ନିକଟରେ ଗଞ୍ଜମକୁ ସୁରାଟରୁ ଫେରିଥିବା ପ୍ରବାସୀ ଓଡ଼ିଆମାନଙ୍କୁ ବିଭିନ୍ନ ସଙ୍ଗରୋଧ କକ୍ଷରେ ରଖାଯାଇଛି। ଏବେ ସେମାନଙ୍କ ସ୍ବାବ୍‌ ରିପୋର୍ଟରେ ଦିନକୁ ଦିନ କରୋନା…

ଗଞ୍ଜାମରେ ସୁରଟ ଫେରନ୍ତାଙ୍କୁ ବିରୋଧ: ଟେକାପଥର ମାଡ଼, ପୋଲିସର ଲାଠି ଚାଳନା

ଛତ୍ରପୁର,୮।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗୁରୁବାର ରାତିରେ ସୁରଟ ଫେରନ୍ତାଙ୍କୁ ରଖିବାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏପରିକି ପୋଲିସ ଉପରକୁ କେତେକ ଲୋକ ଟେକା ପଥର, କାଚ ବୋତଲ ମାଡ଼ କରିଥିଲେ। ଏହାକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri