ଗଞ୍ଜାମ

ନିଶା ବେପାରୀଙ୍କ ଘରେ ସାଢ଼େ ୮ କେଜି ସୁନା

ଖଲ୍ଲିକୋଟ(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୨୩।୧୦: ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ପୋଲିସ ଖୋଜାପଲି ବଡ଼ଦାଣ୍ଡସାହିର ଜଣେ ନିଶା ବେପାରୀଙ୍କ ଘରେ ଗୁରୁବାର ରାତିରେ ଚଢ଼ାଉ କରିଥିଲା। ସେଠାରୁ ୩୪ କେଜି ୯୪ ଗ୍ରାମ୍‌ ଗଞ୍ଜେଇ, ୧୦ କେଜି ୧୦ ଗ୍ରାମ୍‌ ଅଫିମ ସହ ୮…

କ୍ୟାସ୍‌ଭ୍ୟାନ୍‌ରୁ ଟଙ୍କା ଲୁଟ୍‌ ଘଟଣା: ଆଉ ୩ ଗିରଫ

ଆଠଗଡ଼, ୨୧।୧୦(ସ୍ବ.ପ୍ର.) : କଟକ ଜିଲା ଆଠଗଡ଼ ଥାନା ଅଞ୍ଚଳରେ ଗତ ୧୦ ତାରିଖରେ କ୍ୟାସଭ୍ୟାନରେ ଟଙ୍କା ଏଟିଏମ୍‌ରେ ଭର୍ତ୍ତି ପାଇଁ ଯାଉଥିଲା। ଭ୍ୟାନରୁ ଟଙ୍କା ଲୁଟ୍‌ ଘଟଣାରେ ପୂର୍ବରୁ ୩ ଅଭିଯୁକ୍ତ ଗିରଫ ହୋଇଥିଲେ। ଏଥିରେ ସମ୍ପୃକ୍ତ ଅନ୍ୟ ୩…

ଦୁଇଦିନରେ ଦୁଇ ଶିଶୁ ସମେତ ୧୨ଜଣଙ୍କୁ ଡେଙ୍ଗୁ

ବ୍ରହ୍ମପୁର ଅଫିସ,୨୧।୧୦: ଜିଲାରେ ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପୁଣିଥରେ ଗତ ଦୁଇ ଦିନରେ ଦୁଇ ଶିଶୁ ସମେତ ୧୨ ଜଣଙ୍କ ରକ୍ତ ନମୁନା ପଜିଟିଭ ଆସିଛି। ସେମାନଙ୍କ ମଧ୍ୟରୁ ୪ ଜଣ ବ୍ରହ୍ମପୁର ମହାନଗର ନିଗମ…

ପୁଅ ଚିତା ନ ଲିଭୁଣୁ ଆଖି ବୁଜିଲେ ମା’

ପାତ୍ରପୁର,୨୦ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ଗ୍ରାମରେ ବୁଧବାର ଏକ ହୃଦୟ ବିଦାରକ ଘଟଣା ଘଟିଛି। ପୁଅର ଚିତା ଜଳୁଥିବା ବେଳେ ମା’ଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମା’ ପଦ୍ମାବତୀ ପ୍ରଧାନ ଓ ତାଙ୍କର ପୁଅ ପୂର୍ଣ୍ଣଚନ୍ଦ୍ର। ୧୦…

ଦଶହରା ଚାନ୍ଦା ମାଗି ୪ ଅଗ୍ନିଶମ କର୍ମଚାରୀ ନିଲମ୍ବିତ

ବ୍ରହ୍ମପୁର ଅଫିସ,୧୯ା୧୦: ଦଶହରା ଚାନ୍ଦା ମାଗିବା ୫ଅଗ୍ନିଶମ କର୍ମଚାରୀଙ୍କୁ ମହଙ୍ଗା ପଡିଛି। ଚାନ୍ଦା ମାଗିବା ଅଭିଯୋଗରେ ବ୍ରହ୍ମପୁରରେ କାର୍ଯ୍ୟରତ ଅଗ୍ନିଶମ ବିଭାଗର ୪ କର୍ମଚାରୀ ଓ ଅନ୍ୟ ଜଣେ ବ୍ରହ୍ମପୁରରେ କାର୍ଯ୍ୟରତ ସହକାରୀ ଅଗ୍ନିଶମ ଅଧିକାରୀ ନିଲମ୍ବିତ ହୋଇଛନ୍ତି । ଏହି…

କିରୋସିନ ଡିପୋରେ ଚଢ଼ାଉ

ସୋରଡ଼ା,୧୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାର ଗୁରୁମୂର୍ତ୍ତି ନାମକ ଏକ କିରୋସିନ ଡିପୋରେ ଓଡ଼ିଶା ଭିଜିଲାନ୍ସ ବିଭାଗ ନିର୍ଦ୍ଦେଶରେ ବ୍ରହ୍ମପୁର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଡିଏସ୍‌ପିଙ୍କ ନେତୃତ୍ୱରେ ୫ ଜଣିଆ ଦଳ ଅପରାହ୍ନରେ ପହଞ୍ଚି ଡିପୋର କର୍ମଚାରୀମାନଙ୍କୁ ବିଭିନ୍ନ…

ବୁଗୁଡ଼ାରେ ଗର୍ଜିଲେ ଚାଷୀ

ବୁଗୁଡ଼ା,୧୮।୧୦(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଏନ୍‌ଏସିର ଶତାଧିକ ଚାଷୀ ମଙ୍ଗଳବାର ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ସ୍ଥାନୀୟ ପ୍ରାଣୀଧନ ଚିକିତ୍ସାଳୟ ପରିସରରୁ ଏକ ଶୋଭାଯାତ୍ରାରେ ବାହାରି ତହସିଲ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ପରେ ତହସିଲଦାର ସଂଗ୍ରାମ କେଶରୀ ଜେନାଙ୍କ ଜରିଆରେ ଗଞ୍ଜାମ ଜିଲାପାଳ,…

ପୋତାଗଡ଼ରୁ ଉଦ୍ଧାର ନାଗ ଦେବତାଙ୍କ ମୂର୍ତ୍ତି କାଶୀ ବିଶ୍ୱନାଥ ମନ୍ଦିରରେ ପାଇବେ ପୂଜା

ଗଞ୍ଜାମ,୧୭ା୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ସପ୍ତଫେଣୀ ନାଗ ଦେବତାଙ୍କ ପ୍ରାଚୀନ ପିତ୍ତଳ ମୂର୍ତ୍ତି ଉଦ୍ଧାର ହୋଇଥିଲା l ସୁରିଆ ପ୍ରଧାନ, କାହ୍ନୁ ତରାଇ ପ୍ରମୁଖ ଉକ୍ତ ମୂର୍ତ୍ତିକୁ ଦେଖି ପୋତାଗଡ଼ ଉନ୍ନତିକରଣ କାର୍ଯ୍ୟରେ ନିୟୋଜିତ ସୁଧୀର…

ମୁଖ୍ୟମନ୍ତ୍ରୀଙ୍କ ୭୬ତମ ଜନ୍ମଦିନରେ ପାଟଣା ବିଜେଡି ପକ୍ଷରୁ ସ୍ବାସ୍ଥ୍ୟକେନ୍ଦ୍ର ସଫେଇ

ପାଟଣା,୧୬।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ବିଜେଡି ପକ୍ଷରୁ ଶନିବାର ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରକୁ ସଫେଇ କରାଯାଇଛି। ପରେ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତେବାସୀମାନଙ୍କୁ ଫଳ ବଣ୍ଟନ କରାଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପାଟଣା…

ଅଟା ଗୋଦାମରେ ନିଆଁ ଲାଗିଲା

ଗଞ୍ଜାମ,୧୫।୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ଗ୍ରାମର ଶଙ୍କର ପଣ୍ଡାଙ୍କ ଅଟା ଗୋଦାମରେ ଶୁକ୍ରବାର ନିଆଁ ଲାଗି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ l

ସୀମାନ୍ତରେ ଆନ୍ଧ୍ର ଅଧିକାରୀ-ପଟ୍ଟାଙ୍ଗୀ ବିଧାୟକ ମୁହାଁମୁହିଁ

ପଟ୍ଟାଙ୍ଗୀ,୧୪।୧୦ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତ ଉପରୁ ନଜର ହଟାଉନି ଆନ୍ଧ୍ର। ବାରମ୍ବାର ଓଡ଼ିଶାର ଏହି ସୀମାନ୍ତ ଗ୍ରାମରେ ପ୍ରବେଶ କରି ବିଭିନ୍ନ କାର୍ଯ୍ୟକ୍ରମ କରୁଛି। ଏପରିକି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା…

ମଦ ପିଇ ପାଟିତୁଣ୍ଡ କରୁଥିଲେ, ଅଟକାଇବାରୁ ଗାଁ ସଭାପତିଙ୍କୁ ଭୁସିଲେ ଛୁରି

ବୁଗୁଡା ,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ଥାନା ଅନ୍ତର୍ଗତ ବୀର ଧନଞ୍ଜୟପୁର ଶାସନ ଗ୍ରାମ ସଭାପତି ତଥା ବାଲୁକେଶ୍ୱର ମନ୍ଦିର ପରିଚାଳକ ସୁଶାନ୍ତ କୁମାର ଦାଶ (କୁନା)ଙ୍କୁ ଛୁରା ମାଡ଼ ହୋଇଛି । ନବରାତ୍ର ଉପଲକ୍ଷେ ମଙ୍ଗଳବାର ଠାକୁରଙ୍କୁ ଗ୍ରାମ ପରିକ୍ରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?