ଗଞ୍ଜାମ

ପୁରୁଷୋତ୍ତମପୁରରେ ଦୂର୍ଗା ପୂଜା ପାଳିତ

ପୁରୁଷୋତ୍ତମପୁର,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସହିତ ଏହାର ଆଖପାଖ ଅଞ୍ଚଳରେ କରୋନା କଟକଣା ମଧ୍ୟରେ ମା’ଦୂର୍ଗାଙ୍କ ପୂଜା ପାଳିତ ହୋଇଯାଇଛି। ମଙ୍ଗଳବାର ପବିତ୍ର ମହାସପ୍ତମୀ ଓ ମହାଷ୍ଟମୀ ତିଥିରୁ ପୂଜା ଆରମ୍ଭ ହୋଇଛି। ପୁରୁଣା ପୋଷ୍ଟ ଅଫିସ୍‌ ସାହିରେ ପୂଜା…

ଗଞ୍ଜାମରେ ଅଣାୟତ୍ତ ଡେଙ୍ଗୁ

ବ୍ରହ୍ମପୁର ଅଫିସ,୧୩।୧୦:ଗଞ୍ଜାମ ଜିଲାର ୧୯ ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମରେ ଅକ୍ଟୋବର ୧୨ ତାରିଖ ସୁଦ୍ଧା ୧୫୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ବ୍ରହ୍ମପୁର ମହାନଗର ନିଗମ ଅଧୀନରେ ଥିବା…

ଦୋଳାରେ ବୁହା ହୋଇ ଗର୍ଭବତୀ ଗଲେ ହସ୍ପିଟାଲ୍‌

ପାତ୍ରପୁର,୧୨ା୧୦(ଡି.ଏନ.ଏ.): ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ପଞ୍ଚାୟତ ସାନଗାଁର ଜଣେ ଗର୍ଭବତୀଙ୍କୁ ମଙ୍ଗଳବାର ଦୋଳାରେ ଡାକ୍ତରଖାନା ନିଆଯାଇଛି। ସାନଗାଁ ଗ୍ରାମର କୃଷ୍ଣଚନ୍ଦ୍ର ଦଳେଇଙ୍କ ସ୍ତ୍ରୀ ହୀରା ଦଳେଇଙ୍କୁ ଅପରାହ୍ନରେ ଗର୍ଭ ବେଦନା ହୋଇଥିଲା। କିନ୍ତୁ ଯାତାୟାତ ସମସ୍ୟା ଥିବାରୁ ଗ୍ରାମଠାରୁ…

ସ୍ତ୍ରୀଙ୍କ ପ୍ରେମିକଙ୍କୁ ହତ୍ୟା କରି ପୋତିଦେଲେ

ଜଗନ୍ନାଥପ୍ରସାଦ,୧୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ସୁଗୁମୁ ଗ୍ରାମର ଜଣେ ଯୁବକଙ୍କୁ ଗତ ୭ ତାରିଖରେ ଘରୁ ଡାକି ନେଇ ହତ୍ୟା କରାଯାଇଛି। ମୃତକ ହେଲେ ମାଧବ ନାଇକ (୧୯)। ୬ ଦିନ ପରେ ମଙ୍ଗଳବାର ପୋଲିସ ସ୍ଥାନୀୟ ମଳିଙ୍ଗି…

ତାରାତାରିଣୀ ପୀଠରେ ଲାଗିଲା ନିଆଁ

ପୁରୁଷୋତ୍ତମପୁର,୧୨।୧୦(ଡି.ଏନ୍‌.ଏ.) ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ତାରା ତାରିଣୀଙ୍କ ପୀଠରେ ଏକ ଅଘଟଣ ଘଟିଛି। ମଙ୍ଗଳବାର ପବିତ୍ର ମହାସପ୍ତମୀ ପୂଜା ଚାଲିଥିବା ସମୟରେ ମା’ଙ୍କ ପୀଠରେ ନିଆଁ ଲାଗିଥିବା ସୂଚନା ମିଳିଛି। ମାନସିକଧାରୀମାନେ ଷୋଳ ପର୍ବ ଓ ନବରାତ୍ର ଲାଗି ମା’ଙ୍କ…

ଆଇପିଏଲ୍‌ ବେଟିଂ ଧରିଲା ପୋଲିସ

ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ସୋମବାର ପୋଲିସ ଏକ ବଡ଼ ଧରଣର ଆଇପିଏଲ୍‌ କ୍ରିକେଟ୍‌ ବେଟିଂ କାରବାର ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍‌ ଚଳାଉଥିବା ଜଣେ ଷ୍ଟକିଷ୍ଟଙ୍କ ସମେତ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…

କର୍ତ୍ତୃପକ୍ଷ ଶୁଣିଲେନି, ଏକାଠି ହୋଇ କେନାଲ ଖୋଳିଲେ ଚାଷୀ

ଦିଗପହଣ୍ଡି,୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମୁଳା ଗ୍ରାମର ଚାଷଜମିକୁ ଜଳ ଯୋଗାଣ ପାଇଁ କହ୍ନେଇ ନାଳ ଜଳସେଚନ ପ୍ରକଳ୍ପର ଶାଖା କେନାଲ ଦୀର୍ଘବର୍ଷ ହେଲା ଅଳିଆ ଆବର୍ଜନାରେ ପୋତି ହୋଇଥିଲା। ଗ୍ରାମର ମା’ ବାଙ୍କେଶ୍ୱରୀ ମନ୍ଦିରଠାରୁ ହାଇସ୍କୁଲ ପର୍ଯ୍ୟନ୍ତ ପ୍ରାୟ…

ଛାତ୍ରୀଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା

ବ୍ରହ୍ମପୁର ଅଫିସ,୮ା୧୦: ଜଣେ ଛାତ୍ରୀଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ବଡବଜାର ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ପୁରୁଣା ବ୍ରହ୍ମପୁର ଅଞ୍ଚଳର କାର୍ତ୍ତିକ ସେଠୀ। ତାଙ୍କ ଠାରୁ ଏକ ମୋବାଇଲ ଫୋନ ଜବତ କରାଯାଇଛି। ମାମଲା ନଂ.୨୦୭/୨୧ରେ ଅଭିଯୁକ୍ତଙ୍କୁ ଶୁକ୍ରବାର…

ନିୟନ୍ତ୍ରଣ ବାହାରେ ଡେଙ୍ଗୁ

ବ୍ରହ୍ମପୁର ଅଫିସ,୮ା୧୦: ଗଞ୍ଜାମ ଜିଲାରେ ଡେଙ୍ଗୁ ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୧୩୯ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଗକୁ ଏହି ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଏନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ…

ପୋଲିସ ଉପରକୁ ଗୁଳି ଫୁଟାଇ ଅପରାଧୀ ଫେରାର

ଦିଗପହଣ୍ଡି(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୮।୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚଢେୟାଗରଦ ଗ୍ରାମ ନିକଟ କେରାଣ୍ଡିମାଳ ଜଙ୍ଗଲରେ ଦୁର୍ଦ୍ଦାନ୍ତ ଅପରାଧୀ କୁନା ବେହେରା ଲୁଚିଥିବା ପୋଲିସକୁ ଖବର ମିଳିଥିଲା। ତାଙ୍କୁ ଧରିବାକୁ ପୋଲିସ ଯୋଜନା କରିଥିଲା। ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କ ନେତୃତ୍ୱରେ ପୋଲିସର…

ପିଟିପିଟି ହତ୍ୟା କରି କେନାଲରେ ଫିଙ୍ଗିଦେଲେ

ହିଞ୍ଜିଳିକାଟୁ, ୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଗୋଦରାପଲ୍ଲୀର ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ପିଟି ହତ୍ୟା କରାଯାଇଛି। ପରେ ମୃତଦେହ କେନାଲକୁ ଫିଙ୍ଗି ଦିଆଯାଇଛି। ମୃତକ ହେଲେ ପି. ଧର୍ମରାଓ (୬୦)। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଥିବା…

୪ ମାସ ତଳେ କରିଥିଲେ ପ୍ରେମ ବିବାହ, ମିଳିଲା ଝୁଲନ୍ତା ମୃତଦେହ

ଗୋପାଳପୁର,୨ା୧୦(ଡି.ଏନ.ଏ.): ଗୋପାଳପୁର ଥାନା ପୋଲିସ ଶନିବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ମଦନମୋହନପୁର ଗ୍ରାମର ଏମ୍‌. ଶାନ୍ତି (୨୭)। ଗୋଳନ୍ଥରା ଥାନା ମଦନମୋହନପୁରର ଜି.ବୁଡ଼ୁଗାଙ୍କ ସହ ଶାନ୍ତିଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠି ଥିଲା। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?