୧୮୦ ଲିଟର ଦେଶୀ ମଦ ସହ ପୋଚ ଜବତ, ୪ ଗିରଫ
ବ୍ରହ୍ମପୁର ଅଫିସ,୬।୫- କୁକୁଡାଖଣ୍ଡି ବ୍ଲକ ଉପର କୁମ୍ଭଝରି, ସୁକୁଣ୍ଡା ଛକ ଓ ଗୋକର୍ଣ୍ଣପୁର ଗ୍ରାମରେ ଚାଲିଥିବା ବେଆଇନ ମଦ ଭାଟି ଉପରେ ବୁଧବାର ବ୍ରହ୍ମପୁର ଅବକାରୀ ଓ ଗୋଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇ ୧୮୦ ଲିଟର ଦେଶୀ ମଦ, ୫…
କରୋନା ବଢ଼ାଇଛି ଚିନ୍ତା: ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍
ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୩ଟି କରୋନା ପଜିଟିଭ୍ ମାମଲା ଆସିଛି। ଏହାକୁ ଦୃଷ୍ଟିରେ ରଖି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଓ ଆର୍ଏମ୍ଆର୍ସି ବୈଜ୍ଞାନିକଙ୍କୁ ନେଇ ଟିମ୍ ଗଠନ କରାଯାଇଛି। ଏହି ଟିମ୍ ସର୍ଭେଲାନ୍ସ ଓ କଣ୍ଟେନ୍ମେଣ୍ଟ ଜୋନ୍ ଆଦି ତଦାରଖ…
ଗଞ୍ଜାମ ଜିଲାର ୨୬୮କ୍ୱାରାଣ୍ଟାଇନ ସେଣ୍ଟରରେ ଦୈନିକ ଚାଲିଛି ମନିଟରିଂ
ଛତ୍ରପୁର, ୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଥିବା ୨୬୮ଟି କ୍ୱାରାଣ୍ଟାଇନ ସେଣ୍ଟରରେ ୧୭ ହଜାର ୨୪୪ ଜଣ ରହିଛନ୍ତି। ଦୈନିକ ସ୍ଥାନୀୟ ଥାନା ପୋଲିସ କ୍ୱାରାଣ୍ଟାଇନ ସେଣ୍ଟରରର ମନିଟରିଂ କରୁଛନ୍ତି। ଏହାର ଦୈନିକ ରିପୋର୍ଟ ଥାନା ପକ୍ଷରୁ ଗଞ୍ଜାମ…
ପ୍ରବାସୀଙ୍କୁ ଘରେ ରଖିଲେ କାର୍ଯ୍ୟାନୁଷ୍ଠାନ: ଏସ୍ପି
ଛତ୍ରପୁର,୬ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର କେତେକ କ୍ୱାରାଣ୍ଟାଇନ୍ ସେଣ୍ଟରରେ ପ୍ରବାସୀମାନେ ବିଶୃଙ୍ଖଳା ସୃଷ୍ଟି କରିଥିଲେ। ଏଥର କ୍ୱାରାଣ୍ଟାଇନ୍ ସେଣ୍ଟରରେ ବିଶୃଙ୍ଖଳା କଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରିକି ସେମାନଙ୍କୁ ଅନ୍ୟ ଜିଲାର କ୍ବାରାଣ୍ଟାଇନ୍ ସେଣ୍ଟରରେ ରଖାଯିବ ବୋଲି ଗଞ୍ଜାମ ଏସ୍ପି…
ଗଞ୍ଜାମରେ କଣ୍ଟ୍ରୋଲ ଚାଉଳ ନେବାବେଳେ ରହୁନି ସାମାଜିକ ଦୂରତ୍ୱ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି
ଗଞ୍ଜାମ, ୬।୪(ଡି.ଏନ୍.ଏ. ): ରାଜ୍ୟରେ କରୋନା(କୋଭିଡ-୧୯) ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରାଜ୍ୟ ବାହାରୁ ତଥା ସୁରଟରୁ ଆସିଥିବା ଲୋକଙ୍କ ପାଇଁ ଗଞ୍ଜାମ ଜିଲାରେ ପ୍ରଶାସନକୁ ନାକେଦମ ହେବାକୁ ପଡିଛି l ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ ଶେଷ ବେଳକୁ…
ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍: ପରଖିବେ ସ୍ଥିତି
ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସ୍ବତନ୍ତ୍ର ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍ ଗଞ୍ଜାମ ଯିବେ। ଏହି ଟିମ୍ ସର୍ଭେଲାନ୍ସ ଓ…
ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି
ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ ଯୁବକ…
ହୋମ୍ କ୍ୱାରାଣ୍ଟାଇନ୍ରେ ମହିଳା ରହିବାକୁ ବିରୋଧ
ଭଞ୍ଜନଗର,୬।୫(ଡି.ଏନ.ଏ.)- ସୁରଟରୁ ଫେରୁଥିବା ମହିଳାମାନଙ୍କୁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଭଞ୍ଜନଗର ବ୍ଲକର ଏକ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ୪ ମହିଳାଙ୍କୁ ନେଇ ଆସିଥିବା ଗାଡ଼ିକୁ ଲୋକେ ଗଁାକୁ ପୁରାଇ ଦେଇ ନ ଥିଲେ। ଏହାପରେ…
ଭିଡ଼ିଓ ଭାଇରଲ ପରେ ବନରକ୍ଷୀ ନିଳମ୍ବିତ
ଭଞ୍ଜନଗର,୫।୫(ଡି.ଏନ୍.ଏ.)- ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ବିଞ୍ଜିଗିରି ସେକ୍ସନର ବନରକ୍ଷୀ ଏମ.ଏମ୍. ରାଉଳ ଜଣେ କାଠ ଚୋରଙ୍କ ଠାରୁ ଲାଞ୍ଚ ନେବା ଭିଡ଼ିଓ କିଛିଦିନ ପୂର୍ବେ ଭାଇରଲ ହୋଇଥିଲା। ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଏକ ଟିମ୍…
ମୋହନା, ନୂଆଗଡକୁ କେରଳରୁ ଫେରିଲେ ୩୮ଜଣ
ଆର.ଉଦୟଗିରି,୫ା୫(ଡି.ଏନ.ଏ.)- ଗଜପତି ଜିଲା ମୋହନା ଓ ନୂଆଗଡ ବ୍ଲକକୁ କେରଳରୁ ୩୮ ଜଣ ପ୍ରବାସୀ ଓଡିଆ ଫେରିଛନ୍ତି। ସ୍ବତନ୍ତ ଟ୍ରେନ ଯୋଗେ ସୋମବାର ଜଗନ୍ନାଥପୁର ଷ୍ଟେସନରେ ପହଞ୍ଚତ୍ବାପରେ ଜିଲା ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ବସ୍ ଯୋଗେ ମୋହନାର ୩୭ ଓ…
ଟ୍ରକ ପଛରେ ପିଟିଲା ଟ୍ରକ, ୨ ଗୁରୁତର
ଖଲ୍ଲିକୋଟ,୫ା୫(ଡି.ଏନ୍.ଏ.)- ଖଲ୍ଲିକୋଟ ବ୍ଲକ କେଶପୁର ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଟ୍ରକ (ନଂ.ଏପି୨୬ଟିଟି-୧୦୯୯) ରଖି ଚାଳକ ଓ ହେଲ୍ପର ମରାମତି କରୁଥିଲେ। ପଛରୁ ଆଉ ଏକ ଟ୍ରକ (ନଂ.ଟିଏନ୫୨ଏଫ୍-୬୯୨୨) ଆସି ଧକ୍କା ଦେଇଥିଲା। ଫଳରେ ଗାଡ଼ି ମରାମତି…
କାର ଧକ୍କାରେ ବାଇକ ଆରୋହୀ ଗୁରୁତର
ଧରାକୋଟ,୫ା୫(ଡି.ଏନ.ଏ.)- ଧରାକୋଟ ଥାନା ତାଳପାଟଣାସ୍ଥିତ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ସକାଳେ କାର ଧକ୍କାରେ ଜଣେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆହତ ହେଲେ ଧରାକୋଟ ଗ୍ରାମର ଶ୍ରୀକାନ୍ତ ପ୍ରସାଦ ସ୍ବାଇଁ (୫୫)। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ…
Archives


