କ୍ବାରାଣ୍ଟାଇନ୍ରେ ଥିବା ଲୋକଙ୍କୁ ଟ୍ରାକିଂ କରିବ ସ୍ବାସ୍ଥ୍ୟ ଆପ୍
ବ୍ରହ୍ମପୁର ଅଫିସ,୪ା୫-କ୍ବାରାଣ୍ଟାଇନ୍ରେ ଥିବା ଲୋକଙ୍କୁ ଏଣିକି ଟ୍ରାକିଂ କରିବ ସ୍ବାସ୍ଥ୍ୟ ଆପ୍ ା ବାହାରୁ ଆସି ହୋମ୍ କ୍ବାରାଣ୍ଟାଇନ୍ ଓ ଇନ୍ଷ୍ଟିଚ୍ୟୁସ୍ନାଲ କ୍ବାରାଣ୍ଟାଇନ୍ରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ମନିଟରିଂ ତଥା ସେମାନଙ୍କ ଗତିବିଧି ଉପରେ ନଜର ରଖିବା ନେଇ ବ୍ରହ୍ମପୁର ମହାନଗର…
ଆନ୍ଧ୍ର ଶିକ୍ଷକଙ୍କୁ ନେଇ ପାତ୍ରପୁରବାସୀ ଆତଙ୍କିତ
ପାତ୍ରପୁର,୩ା୫(ଡି.ଏନ୍.ଏ.)- ପାତ୍ରପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ୍ ଜିଲାର ବ୍ୟକ୍ତି ଶିକ୍ଷକତା କରୁଛନ୍ତି। ଲକ୍ଡାଉନ ଯୋଗୁ ଛୁଟି ଘୋଷଣା ପରେ ସେମାନେ ଘରକୁ ପଳାଇଥିଲେ। ଏବେ ଦରମା ବନ୍ଦ ହେବା ଖବର ପାଇ ପାତ୍ରପୁର ଫେରିଛନ୍ତି। କେତେଜଣ ସମ୍ପର୍କୀୟଙ୍କ…
ସୁରଟ ଫେରନ୍ତାଙ୍କୁ ରାସ୍ତାରେ ଓହ୍ଲାଇଦେଲା ବସ୍
ଆସିକା,୩ା୫(ଡି.ଏନ୍.ଏ.)- ସୁରତରୁ ୪୧୧ ପ୍ରବାସୀ ଓଡିଆ ରବିବାର ଆସିକା ବ୍ଲକରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ୩୨ଜଣ ପ୍ରବାସୀଙ୍କୁ ଏକ ବସ୍ ଆସିକା ବସ୍ଷ୍ଟାଣ୍ଡରେ ଓହ୍ଲାଇ ଚାଲିଯାଇଥିଲା। ସେମାନେ ଚାଲି ଚାଲି ଗଁାକୁ ଫେରୁଥିବାବେଳେ ପ୍ରଶାସନିକ ଅଧିକାରୀ ପହଞ୍ଚତ୍…
ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରା
ଆସିକା,୩ା୫(ଡି.ଏନ୍.ଏ.)- ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରୀ ରବିବାର ଅନୁଷ୍ଠିତ ହୋଇଯାଇଛି। ଲକ୍ଡାଉନ ଯୋଗୁ ମନ୍ଦିର ବେଢାରେ ଠାକୁରାଣୀଙ୍କୁ ବିଜେ କରାଯାଇ ବିଧି ମୁତାବକ ପୂଜାର୍ଚ୍ଚନା ହୋଇଥିଲା। ଶନିବାର ରାତ୍ରରେ ଠାକୁରାଣୀଙ୍କ ବିଜେ ପ୍ରତିମାକୁ ବେଢା ପରିକ୍ରମା ପରେ…
ବଲାଙ୍ଗିର ଫେରୁଥିବା ଶ୍ରମିକଙ୍କ ସମସ୍ୟା ବୁଝିଲେ ତହସିଲଦାର
ଶେରଗଡ଼,୩ା୪(ଡି.ଏନ୍.ଏ.)- ଶେରଗଡ଼ ପଥରପୁଞ୍ଜି ଗ୍ରାମ ରାସ୍ତାରେ ରବିବାର ମଧ୍ୟାହ୍ନରେ ୩୦ଜଣ ଶ୍ରମିକ ଛୋଟ ଛୁଆଙ୍କୁ ଧରି ଚାଲିଚାଲି ଯାଉଥିବା ସ୍ଥାନୀୟ ଯୁବକମାନେ ଦେଖିଥିଲେ। ଏନେଇ ଶେରଗଡ଼ ତହସିଲଦାର ଡ଼.ଦୟାସିନ୍ଧୁ ପରିଡାଙ୍କୁ ଜଣାଇବା ପରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକଙ୍କ ସହ…
ବୁଗୁଡ଼ାରେ ପହଞ୍ଚିଲେ ୩୫୦ରୁ ଊର୍ଦ୍ଧ୍ୱ ସୁରଟ ଫେରନ୍ତା
ବୁଗୁଡ଼ା,୩ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍ ସେଣ୍ଟରରେ ରବିବାର ୩୫୦ରୁ ଅଧିକ ସୁରଟ ଫେରନ୍ତା ପହଞ୍ଚିବା ଜଣାପଡ଼ିଛି। ସେମାନେ ଶନିବାର ରାତିରେ ୭ଟି ବସ୍ରେ ବାହାରିଥିଲେ। ପ୍ରଥମେ ବୁଗୁଡ଼ାରେ ପହଞ୍ଚିବା ପରେ ଗୋଟିଏ ବସ୍ର ୫୪ ପ୍ରବାସୀ…
ମାଛ, ମାଂସ ଦର ଆକାଶଛୁଆଁ
ଗଞ୍ଜାମ,୩ା୫(ଡି.ଏନ୍.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନ କୁ ଦିନ ଏହାର ସଂଖ୍ୟା ବଢ଼ୁଛି l ଏଥିପାଇଁ ଲକ୍ଡାଉନ୍ ଅବଧି ମଧ୍ୟ ବଢିଛି। ଲୋକ ଭୟଭୀତ ହୋଇ ଘରୁପଦାକୁ ବାହାରୁନାହାନ୍ତି। ବର୍ତ୍ତମାନ ଗଞ୍ଜାମରେ ବି ଦୁଇଜଣ କରୋନା ସଂକ୍ରମିତ…
ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍ ନାଗପୁରରେ ଓଲଟିଲା: ୨ ଆହତ
ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟମାନେ ସାମାନ୍ୟ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ…
କଳିଙ୍ଗା ଘାଟିରେ ପୁଣି ସୁରଟରୁ ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ୫ ଆହତ
ଜି.ଉଦୟଗିରି, ୩।୫(ଡି. ଏନ୍.ଏ.): କନ୍ଧମାଳ ଜିଲା କାଲିଙ୍ଗା ଘାଟିରେ ରବିବାର ଦିନ ସକାଳ ୯ଟା ସମୟରେ ସୁରଟରୁ ପ୍ରବାସୀ ଓଡ଼ିଆ ମାନଙ୍କୁ ନେଇ ଫେରୁଥିବା ଏକ ବସ୍ ରବିବାର ସକାଳୁ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏଥିରେ ୫ ଜଣ ଯାତ୍ରୀ ସାମାନ୍ୟ…
ଯୁବକଙ୍କ ହତ୍ୟା କରି ପୋଖରୀରେ ଫିଙ୍ଗିଲେ
ଶେରଗଡ଼, ୩।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋଠଗାଁ ଗ୍ରାମରେ ଶନିବାର ବିଳମ୍ବିତ ରାତ୍ରିରେ ଜଣେ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ ଉକ୍ତ ଗ୍ରାମର ଅକୃର ନାହାକ(୩୨)। ଶେରଗଡ଼ ପୋଲିସ ମୃତଦେହକୁ ଜବତ…
କେରଳରୁ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୫୫୨ ପ୍ରବାସୀ: ୩ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି, ସ୍ବାବ୍ ନମୁନା ସଂଗ୍ରହ
ଛତ୍ରପୁର, ୩।୫(ଡି.ଏନ୍.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ – ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍ ରବିବାର ସକାଳ ୫ଟା ୧୭ ମିନିଟ ରେ ୫୫୨ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିଥିଲା। ସମସ୍ତେ ସୁରକ୍ଷିତ ଭାବେ ଓହ୍ଲାଇବା…
ଗଞ୍ଜାମକୁ ୨ଟି ବସ୍ରେ ସୁରଟରୁ ଫେରିଲେ ୧୩୫ ପ୍ରବାସୀ: ୬ଜଣଙ୍କ ସ୍ବାବ୍ ଟେଷ୍ଟିଂ ପାଇଁ ପଠାଗଲା ବ୍ରହ୍ମପୁର
ଛତ୍ରପୁର, ୩।୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକକୁ ସୁରଟରୁ ୨ଟି ବସ୍ରେ ୧୩୫ ଜଣ ପ୍ରବାସୀ ଆସି ପହଞ୍ଚିଛନ୍ତି। ଛତ୍ରପୁର ବ୍ଲକ ବଡମାଧପୁରରେ ଶନିବାର ବିଳମ୍ବିତ ରାତିରେ ସୁରତରୁ ୬୩ ଜଣ ପ୍ରବାସୀ ଓଡିଆ ଆସିଛନ୍ତି। ଏମାନଙ୍କୁ ବ୍ଲକର ବଡ଼ମାଧପୁର ପଞ୍ଚାୟତ…
Archives


