ଗଞ୍ଜାମ

ମୂଲିଆ ବେଶରେ ଧରିଲେ ଭିଜିଲାନ୍ସ ଅଧିକାରୀ

ବୁଗୁଡ଼ା,୧୯ା୨: ଗଞ୍ଜାମ ଜିଲା ଭଞ୍ଜନଗର ଉଦ୍ୟାନ ବିଭାଗ କାର୍ଯ୍ୟାଳୟର ବୁଗୁଡ଼ା ଦାୟିତ୍ୱରେ ଥିବା ଓଭରସିୟର ଶୁକ୍ରବାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ସେ ହେଲେ ଉମା ଶଙ୍କର ବେହେରା। ବୁଗୁଡ଼ା ଥାନା ଅନ୍ତର୍ଗତ କରଚୁଲିଠାରେ ଚାଷୀ ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କଠାରୁ ଉମାଶଙ୍କର ୨୬…

ଧରାପଡ଼ିଲା ପୋଲିସକୁ ନାକେଦମ କରିଥିବା ବାଇକ୍‌ ଚୋର

ବ୍ରହ୍ମପୁର ଅଫିସ,୧୯।୨: ବ୍ରହ୍ମପୁର ଜିଲା ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବଭିନ୍ନ ସ୍ଥାନରେ ଚଢ଼ାଉ କରି ଏକ ବାଇକ୍‌ ଚୋରକୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ଦିଗପହଣ୍ଡି ଥାନା ଅଧୀନ ଗୋକର୍ଣ୍ଣପୁର ଗ୍ରାମର ଏଲ୍‌.ଶିବା ରେଡ଼ୀ(୨୨)। ପୋଲିସ ଟିମ୍‌…

୨୬ ହଜାର ଲାଞ୍ଚ ନେଇ ଫସିଲେ ବୁଗୁଡ଼ା ଉଦ୍ୟାନ ବିଭାଗ ଯନ୍ତ୍ରୀ, ଗିରଫ କଲା ଭିଜିଲାନ୍ସ

ବ୍ରହ୍ମପୁର:ଅଫିସ,୧୯।୨ : ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଉଦ୍ୟାନ ବିଭାଗ ଯନ୍ତ୍ରୀ ଉମାଚରଣ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ସେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛନ୍ତି । କରଚୁଲି ଗ୍ରାମର ଚାଷୀ ପୂର୍ଣ୍ଣଚନ୍ଦ୍ର…

ଝାଳବୁହା ଧନ ଖାଇଗଲେ…

ଶେରଗଡ଼,୧୮ା୨: ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୂଷୁଣ୍ଡା ଗ୍ରାମ ନିକଟରେ ବୁଧବାର ରାତିରେ ଏକ ହାତୀପଲ ପଶି ୫୦ ଏକର ଜମିରୁ ଊର୍ଦ୍ଧ୍ୱ ପନିପରିବା ଫସଲ ନଷ୍ଟ କରିଛନ୍ତି। ଏହି ପଲରେ ୮ ହାତୀ ରହିଛନ୍ତି। ବର୍ତ୍ତମାନ ହାତୀପଲ ପାକିଡ଼ି ପାହାଡ଼…

ଗଞ୍ଜାମ ଏନଏସିର ନୂତନ ଇଓ ଭାବେ ଦାୟିତ୍ୱ ନେଲେ ନରେନ୍ଦ୍ର ପ୍ରଧାନ

ଗଞ୍ଜାମ,୧୮।୨(ଡି.ଏନ.ଏ.): ଗଞ୍ଜାମ ଏନଏସିରେ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଇଓ) ନରେନ୍ଦ୍ର ପ୍ରଧାନ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି l ପୂର୍ବରୁ ସେ ବେଲଗୁଣ୍ଠା ଏନଏସି ଥିଲେ। ଏହି ଅବସରରେ ଗଞ୍ଜାମ ଏନଏସିର ପୂର୍ବତନ ଏମପି ପ୍ରତିନିଧି ସୁଧୀର କୁମାର ପାଢ଼ୀ, ବିଜେଡି…

ଟୋକନ ଅଛି, ଉଠୁନି ଧାନ; ମୁଣ୍ଡରେ ହାତ ଦେଇଛି ଚାଷୀ

ବୁଗୁଡ଼ା,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକରେ ମଣ୍ଡିରେ ଧାନ ବିକ୍ରି ପାଇଁ ଟୋକନ ମିଳିଥିଲେ ହେଁ ସୋସାଇଟି ଧାନ ନେଉ ନ ଥିବାରୁ ଚାଷୀ ମୁଣ୍ଡରେ ହାତଦେଇ ବସିଥିବା ବେଳେ କିଛି ଚାଷୀ ବାଧ୍ୟ ହୋଇ ବେପାରୀଙ୍କୁ କମ୍‌ ଦରରେ ଧାନ…

ଡ୍ରେନ୍‌, ପାନୀୟ ଜଳ ସମସ୍ୟାରେ ସାହି ବାସିନ୍ଦା ଉବୁଟୁବୁ

ବ୍ରହ୍ମପୁର ଅଫିସ୍‌,୧୭।୨: ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ୱାର୍ଡ ସଫେଇ ନିମନ୍ତେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହାତକୁ ନିଆଯାଇଛି। ଏପରିକି ବିଭିନ୍ନ ୱାର୍ଡରେ ବୈଠକ ଡକାଯାଇ ପରିଷ୍କାର ଓ ପରିଚ୍ଛନ୍ନତା ନେଇ ବିଭିନ୍ନ ସମୟରେ ସଚେତନତା ମଧ୍ୟ କରାଯାଉଛି। କିନ୍ତୁ ବିଏମ୍‌ସି…

ଧାନବସ୍ତା ରଖି ଛତ୍ରପୁର-ତାରାତାରିଣୀ ରାସ୍ତା ଅବରୋଧ

ଛତ୍ରପୁର,୧୬।୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡ଼ ମାଧପୁର ଧିରେଶ୍ବର ମନ୍ଦିର ନିକଟରେ ମଙ୍ଗଳବାର ଚଷୀମାନେ ଧାନ ବସ୍ତା ରଖି ଛତ୍ରପୁର-ତାରାତାରିଣୀ ରାସ୍ତା ଅବରୋଧ କରିଛନ୍ତି। ଟାୟାର ଜାଳିଥିବା ମଧ୍ୟ ଦେଖିବାକୁ ମିଳିଥିଲା। ଧାନ କିଣାଯାଉ ନ ଥିବାରୁ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି ।…

ସୋରଡ଼ାରେ ବନ୍ଦର ପ୍ରଭାବ: ସରକାରୀ କାର୍ଯ୍ୟାଳୟ ବନ୍ଦ କଲେ କର୍ମୀ

ସୋରଡ଼ା,୧୫।୨(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକ ଜିନିଷ ତଥା ପେଟ୍ରୋଲ ଓ ଡିଜେଲର ଅହେତୁକ ଦରଦାମ ବୃଦ୍ଧି ଲାଗି ରାଜ୍ୟ କଂଗ୍ରେସ ଦୃଢ଼ ନିନ୍ଦା କରିବା ସହ ସୋମବାର ଓଡ଼ିଶା ବନ୍ଦ କରିଛି। ଏ ନେଇ ଗଞ୍ଜାମ ଜିଲା ସମେତ ସୋରଡ଼ା ଏବଂ…

ଗଞ୍ଜାମରେ କଂଗ୍ରେସର ବାଇକ ରାଲି: ବନ୍ଦପାଳନ ଶାନ୍ତିପୂର୍ଣ୍ଣ

ଗଞ୍ଜାମ,୧୫।୨(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକ ଜିନିଷ ତଥା ପେଟ୍ରୋଲ ଓ ଡିଜେଲର ଅହେତୁକ ଦରଦାମ ବୃଦ୍ଧି ଲାଗି ରାଜ୍ୟ କଂଗ୍ରେସ ଦୃଢ଼ ନିନ୍ଦା କରିବା ସହ ସୋମବାର ଓଡ଼ିଶା ବନ୍ଦ କରିଛି। ଏ ନେଇ ଗଞ୍ଜାମ ବ୍ଲକ କଂଗ୍ରେସ ପକ୍ଷରୁ ବ୍ଲକ…

ଦିଗପହଣ୍ଡିରେ ରାସ୍ତା ଅବରୋଧ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୧୫।୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ସାମଗ୍ରିକ ବିଫଳତା ସାଙ୍ଗକୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ୍‌ ନିୟନ୍ତ୍ରଣରେ କେନ୍ଦ୍ର ସରକାରଙ୍କ ଅହେତୁକ ନିରବତା ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟିର ଡାକରା କ୍ରମେ ସୋମବାର ଦିଗପହଣ୍ଡି କଂଗ୍ରେସ ପକ୍ଷରୁ ସଭା ଓ ବାଇକ ଶୋଭାଯାତ୍ରା କରାଯାଇଥିଲା।…

ଘରକୁ ଫେରୁଥିବା ବେଳେ ଛାତ୍ରୀଙ୍କୁ ଗଣବଳାତ୍କାର

ଭଞ୍ଜନଗର,୧୩।୨: ଭଞ୍ଜନଗର ସହରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଗଣବଳତ୍କାର ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ଶନିବାର ୪ଜଣଙ୍କୁ ଗିରଫ କରିଛି। ଛାତ୍ରୀ ଜଣଙ୍କ ଏକ କମ୍ପ୍ୟୁଟର ସେଣ୍ଟରକୁ ପଢ଼ିବାକୁ ଯାଇଥିଲେ। ସେ ଘରକୁ ଫେରୁଥିବା ବେଳେ ନିଛାଟିଆ ଦେଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri