ଦୁଇ ମହିଳା ପୋଲିସ ଅଫିସର ପାଇବେ ମୁଖ୍ୟମନ୍ତ୍ରୀ ପଦକ
ପୁରୁଷୋତ୍ତମପୁର,୩।୯(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଦୁଇ ମହିଳା ପୋଲିସ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରବା ସହ ପୁରସ୍କାର ପ୍ରଦାନ ନେଇ ମନୋନୀତ କରିଛନ୍ତି। ଦୁଇ ଅଫିସର ହେଲେ ପୁରୁଷୋତ୍ତମପୁର ଥାନାର ପୂର୍ବତନ ଏସ୍ଆଇ ତଥା ବର୍ତ୍ତମାନ ଭୂବନେଶ୍ବର କମିଶନରେଟ ପୋଲିସର ମର୍କତନଗର ଥାନାରେ…
ଋଷିକୂଲ୍ୟାରେ ଭାରତ ମାନଚିତ୍ର, ଭାଇରାଲ ହେଉଛି ଫଟୋ
ପୁରୁଷୋତ୍ତମପୁର,୨ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ନିକଟରେ ପ୍ରବାହିତ ଋଷିକୂଲ୍ୟା ନଦୀ କୂଳରେ ପ୍ରକୃତି ସୃଷ୍ଟି କରିଛି ଏକ ଭାରତ ମାନଚିତ୍ର। ନଦୀରେ ପାଣି ପ୍ରବାହିତ ହେଉଥିବା ବେଳେ ଆପେ ଆପେ ଏଭଳି ଭାରତ ମାନଚିତ୍ର ସଦୃଶ ଭଳି ପାଣି ରହି ପ୍ରବାହିତ…
ବନ୍ୟଜନ୍ତୁ ଶିକାର ପାଇଁ ବୁଲୁଥିଲେ ଜଙ୍ଗଲରେ, ୨ ଗିରଫ
ଭଞ୍ଜନଗର,୨ା୯(ଡି.ଏନ୍.ଏ.): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ସଂରକ୍ଷିତ ଜଙ୍ଗଲରୁ ବୁଧବାର ରାତିରେ ବନ ବିଭାଗ କର୍ମଚାରୀ ବନ୍ଧୁକ ସହ ୨ ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ ଜଗନ୍ନାଥପ୍ରସାଦର ସନ୍ତୋଷ ବେହେରା ଓ ଆଙ୍କୁଲକୁମ୍ପାର ଜଳନ୍ଧର ଜାନି।…
ତଳି ରୋଇବାକୁ ଗଲାବେଳେ ଓଲଟିଲା ଅଟୋ, ୩ ଗୁରୁତର,୧୧ ଆହତ
ଦିଗପହଣ୍ଡି,୧।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ମୁଖ୍ୟ ରାସ୍ତାର ଶଶ୍ମାନ ନିକଟରେ ବୁଧବାର ସକାଳେ ଦୁର୍ଘଟଣା ଘଟିଛି। ଏକ ଏକ ଡାଲା ଅଟୋ ଓଲଟି ପଡିବାରୁ ଫାସିଗୁଡ଼ା ଗ୍ରାମ ବଡ଼ସାହିର ୧୪ ମହିଳା ଶ୍ରମିକ ଆହତ ହୋଇଥିବା…
୧୫୪ ବର୍ଷରେ ବ୍ରହ୍ମପୁର ପୌରସଂସ୍ଥା
୧୮୬୭ ମସିହାର କଥା। ସେ ସମୟରେ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା ଗଞ୍ଜାମ ଜିଲା। ସେହିବର୍ଷ ପ୍ରତିଷ୍ଠିତ ହୋଇଥିଲା ବ୍ରହ୍ମପୁର ପୌରସଂସ୍ଥା। ୧୫୪ ବର୍ଷର ଏହି ସ୍ବାୟତ୍ତ ଶାସନ ସଂସ୍ଥା ୧୨ ବର୍ଷ ତଳେ ମହାନଗର ନିଗମରେ ପରିଣତ ହୋଇଛି। ଅତୀତରେ…
ଟିକା ନେବାକୁ ଆସି ଭାଙ୍ଗିଲେ କବାଟ, ରେଲିଂ
କବିସୂର୍ଯ୍ୟନଗର,୩୦ା୮: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ମେଡିକାଲରେ ସୋମବାର ପ୍ରଥମ, ଦ୍ୱିତୀୟ ଡୋଜ୍ ଟିକା ନେବା ଲାଗି ପ୍ରବଳ ଭିଡ ହୋଇଥିଲା। ଟିକାକରଣ ସକାଳ ୯ଟାରୁ ଆରମ୍ଭ ହୋଇଥିଲା। ଏଥିଲାଗି ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଆଗୁଆ ଭିଡ ଜମାଇଥିଲେ। ଆବଶ୍ୟକ ପରିମାଣ…
ବାଲି ଚୋରା ଚାଲାଣ ବେଳେ ୧୩ ଜଣଙ୍କୁ ବାନ୍ଧିଲା ପୋଲିସ : ୬ ଟ୍ରାକ୍ଟର ଜବତ
ପୁରୁଷୋତ୍ତମପୁର,୩୦।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୂଲ୍ୟା ନଦୀ ଘାଟର ବିଭିନ୍ନ ସ୍ଥାନରୁ ବାଲି ମାଫିଆମାନେ ବିନା ଦ୍ବିଧାରେ ବାଲି ଖୋଳି ନେବାରେ ଲାଗିଛନ୍ତି। ତେବେ ସୋମବାର ପୋଲିସ ପାଟ୍ରୋଲିଂ ସମୟରେ ରେଗିଡି ଓ ପାଗଳବାବା ଛକଠାରେ ବାଲି ବୋଝେଇ କରି…
ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ଯାଇଥିଲେ ବିଜେଡି ମନ୍ତ୍ରୀ-ବିଧାୟକ: ଗାଡ଼ି ଅଟକାଇ ଭାଜପାର ବିକ୍ଷୋଭ
ପୁରୁଷୋତ୍ତମପୁର,୩୦।୮(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ସର୍ବସାଧାରଣଙ୍କୁ ଦର୍ଶନ ଲାଗି ପ୍ରଶାସ ବାରଣ କରିଥିଲେ। ତେବେ ବିଜେଡି ମନ୍ତ୍ରୀ, ବିଧାୟକ ଓ ଏମ୍ପିମାନଙ୍କୁ ଦର୍ଶନ କରିବାକୁ ଛଡାଯିବା ଉପରେ ପ୍ରଶ୍ନ ଉଠାଇଛି ଭାଜପା। ମନ୍ତ୍ରୀ, ବିଧାୟକମାନେ…
ଟ୍ରେନ୍ ଧକ୍କାରେ ଚାଲିଗଲା ୩ ଶ୍ରମିକଙ୍କ ଜୀବନ, ବର୍ତ୍ତିଗଲେ ୪
ଗୋପାଳପୁର,୩୦ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ହଳଦିଆପଦର ଗ୍ରାମ ରେଳ ଫାଟକଠାରେ ରବିବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ଟ୍ରେନ ଧକ୍କାରେ ୩ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି। ମୃତକମାନେ ଛତିଶଗଡ଼ ରାଜ୍ୟର ବିଳାସପୁର ଟିକାରି ଥାନା…
ବର୍ଷେ ତିଷ୍ଟିଲାନି ପ୍ରେମ ବିବାହ: ଦଉଡି ଦେଲେ ମହିଳା କନଷ୍ଟେବଳ
ଗୋପାଳପୁର,୨୯ା୮(ଡି.ଏନ.ଏ.): ଗୋପାଳପୁର ଥାନା ଅଧୀନ ଆମ୍ବପୁଆ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ମହିଳା କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜ୍ଞସିନୀ ବେହେରା(୨୭)। ବ୍ରହ୍ମପୁର ପୋଲିସ ଜିଲା ରିଜର୍ଭରେ ଯାଜ୍ଞସିନୀ ଏପିଆର କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ । ଉକ୍ତ…
ଖୋଲିଲା ରାମଲିଙ୍ଗେଶ୍ୱର ଉଦ୍ୟାନ
ବ୍ରହ୍ମପୁର ଅଫିସ୍,୨୯ା୮: ବ୍ରହ୍ମପୁର ସହରକୁ ମନ୍ତ୍ରୀ ଓ ବିଧାୟକଙ୍କ ଗସ୍ତ ସମୟରେ ରାମ ଲିଙ୍ଗେଶ୍ୱର ଉଦ୍ୟାନ ବନ୍ଦ ରହୁଥିବା ବେଳେ ଶୁକ୍ରବାର ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯାଇଛି। କିନ୍ତୁ ପାର୍କରେ କଟକଣାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସହରକୁ ମନ୍ତ୍ରୀ ଓ ବିଧାୟକଙ୍କ…
ଦୁବାଇରେ ଚାକିରି ଦେବାକୁ କହି ୫ ଲକ୍ଷ ନେଇଗଲେ
ଦିଗପହଣ୍ଡି,୨୯ା୮(ଡି.ଏନ.ଏ.): ଦୁବାଇରେ ଚାକିରି ଦେବାକୁ କହି ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝରିପଦର ଗ୍ରାମର ୮ ଯୁବକଙ୍କଠାରୁ ସାଇବର୍ ଦଲାଲ୍ମାନେ ୫ ଲକ୍ଷ ଟଙ୍କା ଠକି ନେଇଥିବା ଶନିବାର ଅଭିଯୋଗ ହୋଇଛି। ଠକାମିରେ ଶିକାର ହୋଇଥିବା ଯୁବକମାନେ ହେଲେ ଝରିପଦର ଗ୍ରାମର…

