ଗଞ୍ଜାମ

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ ଧରି ଜଳ ଜମି ରହିବା ଯୋଗୁଁ ଚାଷୀମାନେ ଚିନ୍ତାରେ ରହିଥିଲେ। ଏହି ସମସ୍ୟା…

କ୍ୟାଣ୍ଡେଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡେଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ ଛକଠାରୁ ଆରମ୍ଭ ହୋଇଥିବା କ୍ୟାଣ୍ଡେଲ ଯାତ୍ରା ସହର ପରିକ୍ରମା କରି ସୁନୀଲଙ୍କ ବାସଭବନ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ତଦନ୍ତ ପରେ ଅଭିଯୁକ୍ତ ନାବାଳକଙ୍କୁ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ ପ୍ରତିଦିନ ଶହ ଶହ ପର୍ଯ୍ୟଟକ ଆସୁଛନ୍ତି । କିନ୍ତୁ ସେଠାରେ ପାନୀୟ ଜଳ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର ବିଦେଶୀ ବେହେରାଙ୍କ ଶିଶୁପୁତ୍ର ଶଙ୍କର ବେହେରା (୪)ଙ୍କ ମୃତ୍ୟୁ ପରେ ପୋଲିସକୁ ଆଙ୍ଗୁଠି…

ଘୁମୁସରୀ ଗାଈର ସୁରକ୍ଷା ପାଇଁ ସ୍ୱତନ୍ତ୍ର ବଜେଟ୍ ଦାବି: ଦାବି ପୂରଣ ନହେଲେ ଧର୍ମଘଟ ଚେତାବନୀ

ଭଞ୍ଜନଗର,୨୭।୯(ବାବୁଲା ପ୍ରଧାନ): ଘୁମୁସରୀ ଗୋପାଳ ସମିତି ପକ୍ଷରୁ କାରଗିଲ ଭବନ ଠାରେ ଘାସବାସ ଚାଷ ଓ ଗୋ-ଆଧାରିତ କୃଷିର ବିକାଶ ନିମନ୍ତେ ରବିବାର ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଘୁମୁସରୀ ଗାଈର ସୁରକ୍ଷା ଓ ବଂଶବୃଦ୍ଧି ପାଇଁ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି। ନଦୀର ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ଥିବା ଜଣେ ବୃଦ୍ଧଙ୍କୁ ପ୍ରାୟ ୧୦…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ ମଧ୍ୟ ବ୍ୟାଙ୍କ ଖୋଲା ରହିଛି। ଅନ୍ୟପଟେ ବ୍ୟାଙ୍କ କର୍ମଚାରୀମାନେ କଳା ପୋଷାକ ପିନ୍ଧି…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ ଯୋଡ଼ି ହେଉଥିବା ୧୫ଟି ଜିଲାର ଲୋକେ ପ୍ରଭାବିତ ହେବେ। ଏଭଳି ପରିସ୍ଥିତିରେ ପୂର୍ତ୍ତ…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ବ୍ୟାଙ୍କ କଲୋନୀର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇଥିବାବେଳେ ତାମ୍ପରା…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ ଲଘିଂ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି। ଶୁକ୍ରବାର ରାତିରେ ପ୍ରବଳ ଜୁଆର ମାଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?