ଗଞ୍ଜାମ

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ ପାଗ ଅନୁକୂଳ ଦେଖି ପୁଇଁତୋଳା, ବରପଲ୍ଲୀ,ସୂର୍ଯ୍ୟ ନାରାୟଣ ପୁଟର, ଲକ୍ଷ୍ମୀପୁର, ଝାଡକୁଦା, ମୟରୁ…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ମନୋନୀତ କ୍ୟାଡେଟମାନେ ହେଲେ ପ୍ରେମାନନ୍ଦ ବେହେରା, ଦେବାଶିଷ ବେହେରା,…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଇକୋ କ୍ଳବ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ ଗତିରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ ଯାଇଥିବା ଆଉ ଜଣେ ଶ୍ରମିକଙ୍କ ମୃତଦେହ ଶୁକ୍ରବାର ନିଜ ଗାଁରେ ପହଞ୍ଚିଛି। ମୃତଦେହ…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ବର୍ଷା ଏ ନେଇ ଦିଗପହଣ୍ଡି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ ସୁନୀଲ କୁମାର କେର୍କେଟା ଅଧ୍ୟକ୍ଷତା…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିଲେ। ତାଙ୍କର ଗୋଟିଏ ପୁଅ ଓ ୨ ଝିଅ ଥିବା ବେଳେ ଗତ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ ପ୍ରସଙ୍ଗ ନେଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଆଜି ଛତ୍ରପୁର ଉପଜିଲାପାଳ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି ଗଞ୍ଜାମ ଜିଲା ଏବଂ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ଶିବ ପ୍ରସାଦ ଗଞ୍ଜାମ…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଅଧ୍ୟକ୍ଷତା କରି ଆଜି ଏକ ଖୁସିର ଦିନ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କଲେ ବିଚାରପତି

ପୁରୁଷୋତ୍ତମପୁର,୩ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ନୂତନ ସିଭିଲ କୋର୍ଟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସିନିୟର ସିଭିଲ ଜଜ୍‌ ତଥା ଆଇନ ସେବା କମିଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?